• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା ସୁରଦେଇ ଫ୍ରେଣ୍ଡସ କ୍ଳବ ପକ୍ଷରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 3, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ମା ସୁରଦେଇ ଫ୍ରେଣ୍ଡସ କ୍ଳବ ପକ୍ଷରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

 ୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ :-> କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଳକ ର ମା ସୁରାଦେଇ ଫ୍ରେଣ୍ଡସ୍ କ୍ଲବ ପକ୍ଷରୁ ସଭାପତି ବିମଳ ମଲ୍ଲିକ ଙ୍କ ନେତୃତ୍ଵରେ ଏବଂ ଡଃ ସୂର୍ଯ୍ୟ ନାରାୟଣ ବେହେରାଙ୍କ ପରିଚାଳନାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସ୍ଵଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଶ୍ରୀଯୁକ୍ତ ଉମା ଚରଣ ମଲ୍ଲିକ ଯୋଗ ଦେଇଥିଲେ।ଆଜିର ଏହି ପବିତ୍ର ଦିନରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଭାରତର ତୃତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଓ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କର ଆଦର୍ଶ ଓ ଗୁଣାବଳୀକୁ ମନ ପକାଇବା ପାଇଁ ଏହି ଦୁଇ ନେତାଙ୍କ ଜନ୍ମ ବାର୍ଷିକୀ ପାଳନ ପାଇଁ ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀ ଜୟନ୍ତୀ ପ୍ରତିବର୍ଷ ଅକ୍ଟୋବର ୨ ରେ ପାଳନ କରାଯାଏ।

ମହାତ୍ମା ଗାନ୍ଧୀ ଜାତିର ପିତା ଭାବରେ ଜଣାଶୁଣା ଗାନ୍ଧୀ ବ୍ରିଟିଶ ଶାସନରୁ ସ୍ୱାଧୀନତା ସଂଗ୍ରାମରେ ଭାରତର ଅଗ୍ରଣୀ ଥିଲେ। ତାଙ୍କର ଅହିଂସା ପ୍ରତିରୋଧ, ସ୍ଵଚ୍ଛତା ରକ୍ଷା କରିବା, କିମ୍ବା ସତ୍ୟାଗ୍ରହ , ବିଭିନ୍ନ ପୃଷ୍ଠଭୂମିରୁ ଲୋକଙ୍କୁ ଏକତ୍ର କରିଥିଲେ l ସେହିପରି ପୁଣ୍ଯତ୍ମାଙ୍କ ଜନ୍ମତିଥି ରେ ଏହି କାର୍ଯ୍ୟକ୍ରମ ଅତ୍ୟନ୍ତ ପ୍ରଶସଂନୀୟ ବୋଲି କହିବା ସଙ୍ଗେ ସଙ୍ଗେ ମା ସୁରା ଦେଇ ଫ୍ରେଣ୍ଡସ କ୍ଲବକୁ ଧନ୍ଯବାଦ ଅର୍ପଣ କରିଥିଲେ l ସେହିପରି ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରମେଶ ଜେନା ଯୋଗ ଦେଇ ପ୍ରତି ବର୍ଷ ଏପରି କାର୍ଯ୍ୟକ୍ରମ କରିବା ଉଚିତ୍ ଯାହାଦ୍ୱାରା ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଥିଲେ l

ଅନ୍ୟତମ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଉର୍ବଶୀ ଦିଗାଲ, ତହସିଲଦାର ସୌମ୍ୟ ରଞ୍ଜନ ପାତ୍ର, ଅବସର ପ୍ରାପ୍ତ ଶିକ୍ଷକ ଯେଉଁମାନେ ଏହି କ୍ଲବ ର ପିଲାଙ୍କୁ ଶିକ୍ଷା ଦେଉଥିଲେ  ସୁଶୀଳ ବେହେରା, ଦଶରଥ ପ୍ରଧାନ,ସ୍ଵତନ୍ତ୍ର ଅତିଥି ତଥା ସମାଜସେବୀ ବରିଷ୍ଠ ସାମ୍ବାଦିକ ସୁନୀଲ ବିଶ୍ୱାଳ,ଆଦିତ୍ୟ ପ୍ରସାଦ ତ୍ରିପାଠୀ ଆର ଆଇ ଜୟନ୍ତ ସାହୁ,କଳାକାର ଜଳନ୍ଧର ବେହେରା ସାମ୍ବାଦିକ ବଳଦେବ ବେହେରା, ଗୌର ଚରଣ ବେହେରା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ଭୂୟସୀ ପ୍ରଶଂସା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସମ୍ପାଦକ ବୁଦ୍ଧିଆ ଗଣ୍ଡା,ସୁଧାଂଶୁ ବେହେରା, ଅଚ୍ୟୁତ ପ୍ରଧାନ ଜଗନ୍ନାଥ ଯାନୀ, ସୁଶୀଳ ବେହେରା, ପ୍ରଦୀପ ଦିଗାଲ, ରବିନ୍ଦ୍ର ବେହେରା, ସୁଶାନ୍ତ ପଣ୍ଡା, ଶୁଭେନ୍ଧୁ,

ନୀଳାଞ୍ଚଳ,ପ୍ରଭାତ ବେହେରା ଓ ଫ୍ରେଣ୍ଡସ କ୍ଳବ ସମସ୍ତ ସଦସ୍ୟ ମାନେ ଉପସ୍ଥିତ ଥିଲେ।ଖଜୁରୀପଡା ସହର ବଣିକ ସଂଘ ସଭାପତି ମନୋଜ ପଣ୍ଡା ଓ ମାସୁରାଦେଇ ମହିଳା ଗ୍ରୁପ, ଆଶାକର୍ମୀ ଖଜୁରିପଡା, ମା ଶାରଳା ଗ୍ରୁପ,ଶ୍ରୀ ଲକ୍ଷ୍ମୀ, ଶୁଭଶ୍ରୀ ମହିଳା ଗ୍ରୁପ, ଜୟ ଜଗନ୍ନାଥ, ଗାନ୍ଧାରୀ ଗ୍ରୁପ ମଧ୍ୟ ଏହି କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ।ଖଜୁରିପଡା ସହର ଟି ପୁରା ସଫା କରିଥିଲେ।ଶେଷରେ ଫ୍ରେଣ୍ଡସ କ୍ଲବ ତରଫରୁ ଭୋଜନ ବ୍ୟବସ୍ଥା କରାଯାଇଥିଲା। ଏହିଭଳି କାର୍ଯ୍ୟକ୍ରମ ପାଇଁ ସହରର ବୁଦ୍ଧିଜୀବୀ ମାନେ ପ୍ରସଂଶା କରିଥିଲେ।ଫ୍ରେଣ୍ଡସ କ୍ଲବ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

June 18, 2026
ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version