• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଘରୋଇ ସ୍କୁଲରେ ସଂରକ୍ଷିତ ସିଟ୍‌ରେ ନାମଲେଖା ପାଇଁ ବିଭାଗ ସ୍ବତନ୍ତ୍ର ନିୟମାବଳୀ ପ୍ରକାଶ କରିବ

Proprietor Abhimanyu Maharana by Proprietor Abhimanyu Maharana
August 18, 2020
in Uncategorized, ଓଡ଼ିଶା, ଦେଶ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଘରୋଇ ସ୍କୁଲରେ ସଂରକ୍ଷିତ ସିଟ୍‌ରେ ନାମଲେଖା ପାଇଁ ବିଭାଗ ସ୍ବତନ୍ତ୍ର ନିୟମାବଳୀ ପ୍ରକାଶ କରିବ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୮ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର  : – ରାଜ୍ୟରେ ଥିବା ଘରୋଇ ବିଦ୍ୟାଳୟରେ ଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ବିଦ୍ୟାର୍ଥୀ ମନୋନୟନ କରାଯିବ। ଯୁକ୍ତ ଦୁଇ ନାମଲେଖା ଆବେଦନ ଭଳି ଅନ୍‌ଲାଇନ୍‌ରେ ଏହି ୨୫% ସିଟ୍‌ ପାଇଁ ବିଦ୍ୟାର୍ଥୀ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।  ଆଗାମୀ ଦିନରେ ବିଭାଗ ପକ୍ଷରୁ ଅନ୍‌ଲାଇନ୍‌ରେ ବିଦ୍ୟାର୍ଥୀ ମନୋନୟନ କରାଯିବ ଓ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରକାଶ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

ପୂର୍ବରୁ ଶିକ୍ଷାନୁଷ୍ଠାନ ନିଜ ସ୍ତରରେ ଛାତ୍ରଛାତ୍ରୀ ମନୋନୟନ କରିବା ଯୋଗୁଁ ଏଥିରେ ବ୍ୟାପକ ଦୁର୍ନୀତି ହେଉଥିବା ବିଦ୍ୟାର୍ଥୀ ଓ ଅଭିଭାବକ ଅଭିଯୋଗ କରିଥିଲେ । ଏଥିରେ ସ୍ବଚ୍ଛତା ଆଣିବା ସହ ଏହି ପ୍ରସଙ୍ଗକୁ ନେଇ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦୀର୍ଘଦିନ ଧରି ଦାବି କରିଆସୁଥିଲା । ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଘରୋଇ ସ୍କୁଲରେ ସଂରକ୍ଷିତ ସିଟ୍‌ରେ ନାମଲେଖା ପାଇଁ ବିଭାଗ ସ୍ବତନ୍ତ୍ର ନିୟମାବଳୀ ପ୍ରକାଶ କରିବ । ଏଥିସହ ରାଜ୍ୟବ୍ୟାପୀ ଏକକ ଭାବେ ଆବେଦନ କରାଯିବ ।

ଆବେଦନ ପରେ ବିଭାଗ ପକ୍ଷରୁ ଯାଞ୍ଚ କରାଯାଇ ସ୍ବତନ୍ତ୍ର ମେଧା ତାଲିକା ପ୍ରକାଶ କରାଯିବ । ଖୁବ୍‌ ଶୀଘ୍ର ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସେ କହିଛନ୍ତି । ସଂରକ୍ଷିତ ସିଟ୍‌ରେ ନାମଲେଖାରେ ସ୍ବଚ୍ଛତା ଆଣିବା, ସ୍ବତନ୍ତ୍ର ନିୟମାବଳୀ ପ୍ରକାଶ ଏବଂ ଫି ରେଗୁଲେଟୋରି କମିଟି ରିପୋର୍ଟ କାର୍ଯ୍ୟକାରୀ କରିବା ଦାବିରେ ଓଡିଶା ଅଭିଭାବକ ମହାସଂଘ ପକ୍ଷରୁ ସୋମବାର ଆମରଣ ଅନଶନ କରାଯାଇଥିଲା । ସନ୍ଧ୍ୟାରେ ବିଭାଗୀୟ ମନ୍ତ୍ରୀ, ସଚିବ ଓ ଓସେପା ପ୍ରକଳ୍ପ ନିର୍ଦେଶକଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଛି ।

ନାଗାର୍ଜୁନ ସେଠୀ, ଭୁମୋହନ ପଟ୍ଟନାୟକ ଓ ଶଙ୍କର ସାମନ୍ତରାୟଙ୍କୁ ନେଇ ଗଠିତ ଏକ ପ୍ରତିନିଧି ମଣ୍ଡଳୀ ନିର୍ଦେଶକଙ୍କ ସହ ଆଲୋଚନା କରିବା ପରେ ଆମରଣ ଅନଶନ ପ୍ରତ୍ୟାହାର କରାଯାଇଛି । ଯୁଗ୍ମ ସଚିବ ଅନୁରାଧା ସେନାପତି, ଓଡିଶା କର୍ମଚାରୀ ମହାମଞ୍ଚ ସଭାପତି ପ୍ରଭାତ ମହାନ୍ତି, ଉପଦେଷ୍ଟା ମନୋଜ ଜେନା, ଲଳିତ ପଟ୍ଟନାୟକ, ରମେଶ ମହାନ୍ତି ପ୍ରମୁଖ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଥିଲେ । ଆମରଣ ଅନଶନରେ ମହାସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ, ,ଅଶୋକ ପାଇକରାୟ, ପ୍ରସନ୍ନ ବିଷୋୟୀ, ସତ୍ୟବ୍ରତ ପରିଜା, ଦେବାଶିଷ ବସନ୍ତିଆ, ନନ୍ଦକିଶୋର ମଲ୍ଲିକ, ଆଶୁତୋଷ ନନ୍ଦ, ଶିଶିର ସାହୁ ପ୍ରମୁଖ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 11, 2026
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

March 11, 2026
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 11, 2026
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version