• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା : କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ –  ଅଭିଯୁକ୍ତ ପୁଲିସ କର୍ମୀଙ୍କୁ ଗିରଫ ପାଇଁ ଦାବୀ 

Proprietor Abhimanyu Maharana by Proprietor Abhimanyu Maharana
October 6, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା : କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ –  ଅଭିଯୁକ୍ତ ପୁଲିସ କର୍ମୀଙ୍କୁ ଗିରଫ ପାଇଁ ଦାବୀ 
Share on FacebookShare on TwitterWhatsapp

୦୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ, ଫିରିଙ୍ଗିଆ :-> ଗୋଛାପଡ଼ା ଥାନା ବାଲନ୍ଦାପଡ଼ା ଫାଣ୍ଡି ଲୁଇସିଂ ପଚାଂୟତର ଡାଙ୍ଗାଣାମୁ ଠାରେ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ ଦାୟିତ୍ବ କ୍ରାଇମବ୍ରାଚକୁ ହସ୍ତାନ୍ତର କରିଛନ୍ତି ରାଜ୍ୟ ସରକାର । ଡିଏସପି ରଜତ କୁମାର ରାୟଙ୍କ ନେତୃତ୍ୱରେ କ୍ରାଇମ ବ୍ରାଂଚର ତିନି ଜଣିଆ ଟିମ ଆଜି ଗୋଚ୍ଛାପଡାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅପରପକ୍ଷରେ ଦକ୍ଷାଣାଚଂଳ ଆଇ.ଜି ସାର୍ଥକ ଷଡ଼ଙ୍ଗୀ ଫୁଲବାଣୀରେ ପହଂଚି ଏସପି ଙ୍କ ସହ ଆଲୋଚନା କରିବା ସହ ଘଟଣା ଉପରେ ଅନୁଧ୍ୟାନ କରିଛନ୍ତି । ତଦନ୍ତକାରୀ ଅଧିକାରୀ ଶ୍ରୀ ରାୟ ଗୋଛାପଡା ଥାନାରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଳଭଦ୍ର ଦୀପ ଓ ଏସଡିପିଓ ସୁପ୍ରସନ୍ନ ମଲ୍ଲିକଙ୍କ ସହ ଆଲୋଚନା କରିବା ସହ ଜବତ ହୋଇ ଥାନାରେ ଥିବା ମୃତ ଜ୍ୟେଷ୍ଠ ବଣ୍ଡକିଙ୍କ ବାଇକକୁ ନିରିକ୍ଷଣ କରିଛନ୍ତି । ପରେ ଘଟଣାସ୍ଥଳକୁ ଯାଇ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଥିଲା ସେନେଇ ଅନୁଧ୍ୟାନ କରିଥିଲେ । ଏକ ସାଇଂଟଫିକ ଟିମ, ସାଇବର କ୍ରାଇମ ଟିମ୍ ଓ ସ୍ପେଶଲ୍ ସ୍କ୍ୱାର୍ଡର ଏକ ଟିମ ମଧ୍ୟ୍ୟ ଘଟଣା ସ୍ଥଳକୁ ଯାଇ ଅନୁସନ୍ଧାନ କରିଥିବା କହିଛନ୍ତି କ୍ରାଇମ ବ୍ରାଂଚ ଡିଏସପି ଶ୍ରୀ ରାୟ ।

ଏପଟେ ସ୍ଥାନୀୟ ଲୋକେ ଅଭିଯୁକ୍ତ ପୁଲିସ କର୍ମଚାରୀ ମାନଙ୍କୁ ଗିରଫ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବୀରେ ଆଜି ଥାନା ଘେରାଉ କରିବା ନିଷ୍ପତ୍ତି ନେଇଥିଲେ। ଏହାକୁ ନଜରରେ ରଖି ଗୋଚ୍ଛାପଡାରେ ଏକ ପ୍ଲାଟୁନ ପୁଲିସ ମୂତୟନ ସହିତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଗତ ବର୍ଷ ଫିରିଙ୍ଗିଆ ଥାନାପୋଡି ଘଟଣା ଦୃଷ୍ଟିରୁ ଜିଲ୍ଲା ପୁଲିସ ପକ୍ଷରୁ ସମସ୍ତ ପ୍ରକାର ସତର୍କତା ଗ୍ରହଣ କରାଯାଇଥିଲା। କିନ୍ତୁ ତଦନ୍ତ ଦାୟିତ୍ବ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିବା ପରେ ଥାନା ଘେରାଉ କାର୍ଯ୍ୟକ୍ରମ ସ୍ଥଗିତ କରିଥିଲେ । ଆଜି ସକାଳୁ ଗୋଛାପଡା କୁଇସମାଜ ସେବା ସମିତିର କାର୍ଯ୍ୟାଳୟ ଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା ।

ଶତାଧିକ ଲୋକ ଉପସ୍ଥିତ ରହି ଏହି ଘଟଣାର ନିରପେକ୍ଷ ତଦନ୍ତ ଓ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବୀ କରିଥିଲେ। ପରେ ପୂର୍ବତନ ବିଧାୟକ ଅଙ୍ଗଦ କହଁର, ଲୁଇସିଂ ସରପଞ୍ଚ ସୁଦର୍ଶନ କହଁର, ସଲାଗୁଡା ସରପଞ୍ଚ ରୋହିତ କହଁର ପ୍ରମୂଖଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଫୁଲବାଣୀ ଆସି ଜିଲ୍ଲା ପୁଲିସ ମୁଖ୍ୟାଳରେ ଦକ୍ଷିଣାଚଂଳ ଆଇଜି ସାର୍ଥକ ଷଡ଼ଙ୍ଗୀ ଓ ଆରକ୍ଷୀ ଅଧୀକ୍ଷକ ହରିଶ ବି ସି ଙ୍କୁ ଭେଟି ଆଲୋଚନା କରିବା ସହିତ ଦାବୀପତ୍ର ପ୍ରଦାନ କରିଥିଲେ । ଘଟଣାର ଗୁରୁତ୍ୱକୁ ଦେଖି ତଦନ୍ତ କ୍ରାଇମ ବ୍ରାଞ୍ଚକୁ ହସ୍ଥାନ୍ତର କରାଯାଇଛି ଏବଂ ଘଟଣାରେ ଯାହାର ସମ୍ପୃକ୍ତି ଥିବ, ସେମାନଙ୍କ ବିରୋଧରେ କାଯ୍ୟାନୁଷ୍ଟାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଆରକ୍ଷୀ ଅଧିକ୍ଷକ। ସୂଚନାଯୋଗ୍ୟ,

ଗତ ଗତ ଛବିଶ ତାରିଖ ଦିନ ବୌଦ୍ଧ ଜିଲ୍ଲାର ଜ୍ୟେଷ୍ଠ ବଣ୍ଡକିଙ୍କ ମୃତଦେହ ଡାଙ୍ଗାଣାମା ନିକଟରୁ ଉଦ୍ଧାର କରାଯାଇଥିଲା। ପରଦିନ ପୁଲିସ ତାଙ୍କୁ ହତ୍ୟା କରିଥିବା ନେଇ ମୃତକଙ୍କ ସ୍ତ୍ରୀ ଗୋଚ୍ଛାପଡା ଥାନାରେ ଏତଲା ଦେଇଥିଲେ। ପୁଲିସ ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇ ଜଣେ ଏସ ଆଇ ଓ ଜଣେ ହାବିଲଦାରଙ୍କୁ ନିଲମ୍ବିତ କରାଯିବା ସହ ତିନି ଜଣ ହୋମଗାର୍ଡଙ୍କୁ କାର୍ଯ୍ୟରୁ ଅନ୍ତର କରାଯାଇଥିଲା। ଏପଟେ କୌଣସି ପ୍ରକାର ଅଘଟଣକୁ ରୋକିବା ପାଇଁ ଆଜି ଗୋଛାପଡା ଥାନା ପରିସର ପୁଲିସ ଛାଉଁଣୀରେ ପରିଣତ ହୋଇଥିଲା। ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ସଦର ଏସ୍ଡ଼ିପିଓଙ୍କ ସମେତ ଗୋଚ୍ଛାପଡା ଥାନାର ପୂର୍ବତନ ଅଧିକାରୀ ପ୍ରଭାତ କୁମାର ବେହେରା, ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ପ୍ରଧାନ, ଗୋଚ୍ଛାପଡା ଥାନା ଅଧିକାରୀ ଚିରଞ୍ଜିବୀ ବେହେରା ପ୍ରମୁଖ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

June 18, 2026
ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

June 18, 2026
अखिल भारतीय तेरापंथ महिला मंडल के निर्देशन में “श्री उत्सव” का भव्य आयोजन

अखिल भारतीय तेरापंथ महिला मंडल के निर्देशन में “श्री उत्सव” का भव्य आयोजन

June 18, 2026
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

June 18, 2026
ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version