• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାର୍ବଣ ସମୟରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା“ସ୍ୱତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ” 

Proprietor Abhimanyu Maharana by Proprietor Abhimanyu Maharana
October 9, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ପାର୍ବଣ ସମୟରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା“ସ୍ୱତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ” 
Share on FacebookShare on TwitterWhatsapp

୦୮ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ  :- ପ୍ରକୃତ ଟିକେଟ୍ ଧାରୀ ଯାତ୍ରୀମାନଙ୍କ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବା ପାଇଁ ଚାଲୁଥିବା ପାର୍ବଣ ସମୟକୁ ଦୃଷ୍ଟିରେ ରଖି ଖୋର୍ଦ୍ଧାରୋଡ଼ ରେଲ ମଣ୍ଡଳ ଦ୍ୱାରା ବିଭିନ୍ନ ରେଳ ଷ୍ଟେସନ ଏବଂ ଟ୍ରେନରେ ସ୍ୱତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ ଆରମ୍ଭ କରାଯାଇଛି। ଟ୍ରେନ୍ ମାଧ୍ୟମରେ ଟିକେଟ୍ ବିହୀନ ଏବଂ ଅନିୟମିତ ଟିକେଟ୍ ଯାତ୍ରାକୁ ରୋକିବା ପାଇଁ ଏବଂ ପ୍ରକୃତ ଟିକେଟ୍ ଧାରୀ ଯାତ୍ରୀମାନଙ୍କ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବା । ଏହି ସ୍ୱତନ୍ତ୍ର ଟିକେଟ୍ ଅଭିଯାନ ସମୟରେ, ସଂରକ୍ଷିତ/ଅଣସଂରକ୍ଷିତ କୋଚରେ ଯାତ୍ରା କରୁଥିବା ଅନଧିକୃତ ଯାତ୍ରୀଙ୍କ ବିରୋଧରେ ରେଳବାଇ କାର୍ଯ୍ୟର ନିୟମ ଅନୁଯାୟୀ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । 

ସଂରକ୍ଷଣ କାଉଣ୍ଟରରେ ଅପବ୍ୟବହାର ଏବଂ ଟାଉଟ୍ କାର୍ଯ୍ୟ କଳାପ ଉପରେ ନଜର ରଖା ଯାଉଛି । ଭିଡ଼ ସମୟରେ ଟିକେଟ୍ ବୁକିଂର ସହଜତାକୁ ସୁଗମ କରିବା ପାଇଁ ସ୍ଥାନୀୟ ଆବଶ୍ୟକତା ଅନୁଯାୟୀ ଅତିରିକ୍ତ ଟିକେଟ୍ ବୁକିଂ କାଉଣ୍ଟର ଖୋଲାଯାଉଛି । ସମସ୍ତ ଗୁରୁତ୍ୱପୂର୍ଣ୍ଣ ରେଳ ଷ୍ଟେସନରେ ସୁବିଧାକାରୀଙ୍କ ସହିତ ଅଟୋମେଟିକ୍ ଟିକେକ୍ଟ ଭେଣ୍ଡିଂ ମେସିନ୍(ଏଟିଭିଏମ୍) ର କାର୍ଯ୍ୟ ସୁନିଶ୍ଚିତ କରାଯାଇଛି । ପାର୍ବଣ ସମୟରେ ଟ୍ରେନ ଯାତ୍ରୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ଗନ୍ତବ୍ୟ ସ୍ଥଳକୁ ଯାତାୟାତ ପାଇଁ ପୂଜା ସ୍ପେଶାଲ ଟ୍ରେନ୍ ଚଳାଚଳ କରୁଛି ।

ଜାତୀୟ ଟ୍ରେନ୍ ଅନୁସନ୍ଧାନସିଷ୍ଟମ୍ (NTES)ପୂର୍ବତଟ ରେଳପଥ (ଇଷ୍ଟକୋଷ୍ଟ ରେଲୱେ) ଏବଂ ଖୋର୍ଦ୍ଧାରୋଡ଼ ମଣ୍ଡଳର ସୋସିଆଲ୍ ମିଡିଆ ମାଧ୍ୟମରେ ଏହି ସ୍ୱତନ୍ତ୍ର ଟ୍ରେନର କାର୍ଯ୍ୟସୂଚୀ ଏବଂ ଉପଲବ୍ଧତା ସମ୍ବନ୍ଧରେ ଅବଗତ ହେବାପାଇଁ ଏବଂ ସେହି ଅନୁସାରେ ସେମାନଙ୍କର ଯାତ୍ରା ଯୋଜନା କରିବା ପାଇଁ ରେଳ ଯାତ୍ରୀମାନଙ୍କୁ କୁହାଯାଇଛି । ଏହି ସ୍ୱତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ, ଖୋର୍ଦ୍ଧାରୋଡ଼, ରେଳ ମଣ୍ଡଳର ବରିଷ୍ଠ ମଣ୍ଡଳ ବାଣୀଜ୍ୟ ପ୍ରବନ୍ଧକ, ଶ୍ରୀ ଅନୀଲ କୁମାର ଏସ୍ ଙ୍କ, ନେତୃତ୍ଵରେ ବାଣିଜ୍ୟ ଅଧିକାରୀ, ବାଣିଜ୍ୟିକ ଇନ୍ସପେକ୍ଟର ଏବଂ ରେଳ ସୁରକ୍ଷା ବଳ ସହିତ କରାଯାଉଛି । ସମସ୍ତ ଯାତ୍ରୀଙ୍କୁ ଯାତ୍ରା ସମୟରେ କୌଣସି ପ୍ରକାର ଅସୁବିଧା ର ସମ୍ମୁଖୀନ ନହେବା ପାଇଁ ଉପଯୁକ୍ତ ଟିକେଟ୍/ପ୍ରାଧିକରଣ ସହିତ ଟ୍ରେନରେ ଯାତ୍ରା କରିବା ପାଇଁ, ଖୋର୍ଦ୍ଧାରୋଡ଼, ରେଳ ମଣ୍ଡଳ ସମସ୍ତ ଯାତ୍ରୀଙ୍କୁ ନମ୍ର ଭାବରେ ଅନୁରୋଧ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version