• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବ୍ଲକ୍ ସ୍ତରୀୟ ସୁରଭି ଉତ୍ସବରେ ସମ୍ମାନିତ ହେଲେ ଅବସର ପ୍ରାପ୍ତ ଶିକ୍ଷକ

Proprietor Abhimanyu Maharana by Proprietor Abhimanyu Maharana
October 9, 2024
in Uncategorized
0
ବ୍ଲକ୍ ସ୍ତରୀୟ ସୁରଭି ଉତ୍ସବରେ ସମ୍ମାନିତ ହେଲେ ଅବସର ପ୍ରାପ୍ତ ଶିକ୍ଷକ
Share on FacebookShare on TwitterWhatsapp

୦୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲାର ଆର, ଉଦୟଗିରି ବ୍ଲକ୍ ଅଧିନସ୍ଥ କେ. ଏମ. ଭାଲିଆସାହି ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଅବସରରେ ଆର, ଉଦୟଗିରି ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବିରେନ୍ଦ୍ର ମଣ୍ଡଳ ଙ୍କର ଅନୁମୋଦନ ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଯୁଧିଷ୍ଠିର ବେହେରା ଓ ଶ୍ରୀଯୁକ୍ତ ଶ୍ରୀନିବାସ ବେହେରଦଳାଇ ଙ୍କର ତତ୍ତ୍ୱାବଧାନକ୍ରମେ ଉକ୍ତ କାର୍ଯକ୍ରମଟି ସଫଲତାର ସହିତ ସମାପନ ହୋଇଥିଲା । ଆୟୋଜିତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରା ଏ ସମସ୍ତ କାର୍ଯ୍ୟ ସୁଚାରୁରୂପେ ପରିଚାଳନା କରିଥିଲା ବେଳେ ଆର. ଉଦୟଗିରି ବ୍ଲକର ବି. ଡି. ଓ. ଶ୍ରୀଯୁକ୍ତ ଲରିମନ୍ ଖର୍ଶଲ୍ ମୁଖ୍ୟ ଅତିଥିଭାବେ ଓ ବ୍ଲକ ଚେୟାରମେନ୍ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ ।

ଶିଶୁ ହସିଲେ ଦୁନିଆ ହସେ । ଆଜିର ଶିଶୁ କାଲିର ଭବିଷ୍ୟତ। ଉକ୍ତ ବିଷୟରେ ଅତିଥିମାନେ ଭାଷଣ ପ୍ରଦାନ କରି ପିଲାମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଉତ୍ସବରେ ପିଲାମାନଙ୍କର ଅନ୍ତର୍ନିହିତ ଗୁଣାବଳୀର ପରି ପ୍ରକାଶ ପାଇଁ ସେମାନଙ୍କ ମଧ୍ୟରେ ଭାଷଣ, ସାଧାରଣ ଜ୍ଞାନ, ସଂଗୀତ, ପ୍ରବନ୍ଧ ଲିଖନ, ଚିତ୍ର, ନାଚ ଏବଂ ପୋଷଣଆଦି ପ୍ରତିଯୋଗିତାମାନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ କେ. ଏମ୍. ଭାଲିଆସାହି ସରକାରୀ ଉଚ୍ଚ ବିଦ୍ୟାଳୟରୁ ଚାରି ଜଣ ଛାତ୍ରୀ ଏବଂ ଜଣେ ଛାତ୍ର ସଫଳତାର ସହିତ ଜିଲ୍ଲା ସ୍ତରୀୟ ସୁରଭିକୁ ମନୋନୀତ ହୋଇ ବିଦ୍ୟାଳୟର ଗୌରବକୁ ବୃଦ୍ଧି କରିଛନ୍ତି  l

କନିଷ୍ଠ ବିଭାଗର ଛାତ୍ରୀ ମାମୁନି ରଇତ ଚିତ୍ରରେ ପ୍ରଥମ ସ୍ଥାନ, ପୋଷଣ କଳାରେ ଶିବାନୀ ରଇତ ପ୍ରଥମ ସ୍ଥାନ, ପୋଷଣ ଚିତ୍ରରେ ଭେଙ୍କଟେଶ୍ୱର ନାୟକ ପ୍ରଥମ ସ୍ଥାନ, ଭାଷଣରେ ଶୁଭସ୍ମିତା କାର୍ଯୀ ପ୍ରଥମ ସ୍ଥାନଏବଂ ବରିଷ୍ଠ ବିଭାଗର ଛାତ୍ରୀ ଗୌତମୀ ଭୂୟାଁ ପ୍ରବନ୍ଧ ଲିଖନରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏହି ଉତ୍ସବରେ ପୂର୍ବରୁ ଅବସର ଗ୍ରହଣ କରିଥିବା ଶିକ୍ଷକ ଶ୍ରୀଯୁକ୍ତ ପ୍ରଦୀପ କୁମାର ପଣ୍ଡା, ଶ୍ରୀଯୁକ୍ତ ଗୋବିନ୍ଦ ମହଙ୍କୁଡ ଏବଂ ଶ୍ରୀଯୁକ୍ତ ବୃନ୍ଦାବନ ଦଳାଇଙ୍କୁ ବିଦ୍ୟାଳୟ ତରଫରୁ ସମ୍ମାନିତ କରାଯାଇଥିଲା । ଉକ୍ତ ଉତ୍ସବରେ ଶିକ୍ଷକ ଶ୍ରୀଯୁକ୍ତ ଯୁଧିଷ୍ଠିର ପାଇକ ଏବଂ ପ୍ରହ୍ଲାଦ ଶିଅଳ ମଞ୍ଚ ପରିଚାଳନା କରିଥିଲାବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ । ଏହି ସଫଳତା ପାଇଁ ପ୍ରଧାନ ଶିକ୍ଷକ ବିଦ୍ୟାଳୟର ସମସ୍ତ କର୍ମୀଙ୍କୁ ସାଧୁବାଦ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version