• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା “ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ” ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 11, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା “ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ” ପାଳିତ
Share on FacebookShare on TwitterWhatsapp

୧୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ  :->  ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ କ୍ରମେ, ସଚିବ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ, “ସେବା”, ନୟାଗଡ ଠାରେ “ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ” ପାଳିତ ହୋଇଯାଇଅଛି । ପ୍ରାଧିକରଣର ସଚିବ ତଥା ବରିଷ୍ଠବର୍ଗ ବିଚାରପତି ଶ୍ରୀମତୀ ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ ମାନସିକ ଅବସାଦ ଗ୍ରସ୍ତ ଅନ୍ତେବାସୀ ମାନଙ୍କର ଏକ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା । ତତ୍ପରେ ଅନ୍ତେଃବାସୀ ମାନକୁ ନେଇ ଆଇନଗତ ସହାୟତା ସଚେତନତା କାର୍ଯ୍ୟକ୍ରମ ହୋଇଥିଲା ।

ପ୍ରାଧିକରଣ କର୍ମଚାରୀ ଶ୍ରୀ ପବନ କୁମାର ବେହେରା ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ, ଅନ୍ତେବାସୀ ମାନଙ୍କ ସ୍ଵାଗତ ସଙ୍ଗୀତ ସହିତ, ସେବା ଉପସଭାପତି ଶ୍ରୀ ସଞ୍ଜୟ କୁମାର ସୁବୁଦ୍ଧି ଅତିଥି ସମ୍ବର୍ଦ୍ଧନା କରିଥିଲେ । ଆଇନଜୀବି ଶ୍ରୀ ରଣଜୀତ ଦାସ ସେବା ଅନୁଷ୍ଠାନର ସେବା ମନୋବୃତି ଏବଂ ସୋହମ ର ସମ୍ପାଦକ ଶ୍ରୀ କାମାକ୍ଷ୍ୟା ପ୍ରସାଦ ଦାସ ଅନ୍ତେଃବାସୀମାନଙ୍କର ମାନସିକ ଶିକ୍ଷା ଉପରେ ମତ ପ୍ରଦାନ କରିଥିଲେ । ପ୍ରାଧିକରଣର ସଚିବ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡ ମାନସିକ ଅବସାଦ ଗ୍ରସ୍ତ ମାନଙ୍କର ଜୀବନଶୈଳୀ,

ପୋସ୍କୋ, ପୋସ ଏବଂ ମାନସିକ ଅବସାଦଗ୍ରସ୍ତ ମାନେ ଯୌନ ଶୋଷଣର କିପରି ଅଭିବ୍ୟକ୍ତ କରିପାରିବେ ତାହା ବର୍ଣନା କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ ଏ ଦିଗରେ ସର୍ବଦା ସାହାର୍ଯ୍ୟ ପାଇଁ ଜାଗ୍ରତ ବୋଲି ଦର୍ଶାଇଥିଲେ । ବରିଷ୍ଠ ଆଇନଜୀବି ଶ୍ରୀ ରମେଶ ଚନ୍ଦ୍ର ମହାରଣା ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ମାନସିକ ଅବସାଦ ଗ୍ରସ୍ତ ବ୍ୟବସ୍ଥା -୨୦୧୫ ର ବହୁବିଧ ବ୍ୟବସ୍ଥା – ସାମ୍ବିଧାନିକ ସୁରକ୍ଷା, ବାସସ୍ଥାନ, ଚିକିଚ୍ଛା ଓ ଆଇନଗତ ସହାୟତା ଉପରେ ଆଲୋକପାତ କରିଥିଲେ ।

ଅଧକ୍ଷ ଶ୍ରୀ ବୈକୁଣ୍ଠ ନାଥ ମହାପାତ୍ର ସେବା ସଂସ୍ଥା ଦ୍ବାରା ପ୍ରଦାନ କରାଯାଇଥିବା ସୁବିଧା ଦର୍ଶାଇଥିଲେ । ଦୃଷ୍ଟି ବାଧିତ ଶୁଭଶ୍ରୀ, ଲିଟନ ସୁନ୍ଦରା ଏବଂ ଅଧ୍ୟାପକ ଶ୍ରୀ ଅଜିତ କୁମାର ସୁବୁଦ୍ଧି ଏବଂ ଅନ୍ୟାନ୍ୟ ଅନ୍ତେଃବାସୀମାନଙ୍କର ସଙ୍ଗୀତ, ପରିବେଶକୁ ମନ୍ତ୍ରମୁଗ୍ଧ କରିଥିଲା । ସଦସ୍ୟ ମହମ୍ମଦ ଓମାର ମାଲ୍ଲିକ ମାନସିକ ଅବସାଦିତଙ୍କୁ ସେବା ଓ ସହାୟତା ଯୋଗାଇବା ଆମର ପରମ କର୍ତବ୍ୟ ବୋଲି ବର୍ଣ୍ଣନା କରିଥିଲେ । ସେବାର ଅନ୍ତେବାସୀ,

ପ୍ରଶିକ୍ଷକ, ଗ୍ରାମ୍ୟ ସହାୟତା କର୍ମୀ ଓ ପ୍ରାଧିକରଣର କର୍ମଚାରୀ ଶ୍ରୀମତୀ ପ୍ରମିଳା ମଲିକ ଓ ଶ୍ରୀ ପ୍ରଶାନ୍ତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । “ସେବା”ର ସାଧାରଣ ସମ୍ପାଦକ ଶ୍ରୀ ଅମରେନ୍ଦ୍ର କୁମାର ଦାସ ପରିଜା, ମାନସିକ ଅବସାଦିତ ମାନଙ୍କୁ ସାହାର୍ଯ୍ୟ କରିବା ପାଇଁ ପ୍ରଶାସନିକ ଅଧିକାରୀ, ପୋଲିସ କର୍ମଚାରୀ, ଓ ଆଇନଜୀବୀ ମାନଙ୍କୁ ସଚେତନତା କରିବା ଆବଶ୍ୟକ ବୋଲି ମତ୍ତ ପୋଷଣ କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version