• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା ଜଗତ ଜନନୀଙ୍କ ନବରାତ୍ର ପୂଜା ଅବସରରେ ପାରଳାଖେମୁଣ୍ଡି ସହର ଚଳଚଞ୍ଚଳ

Proprietor Abhimanyu Maharana by Proprietor Abhimanyu Maharana
October 11, 2024
in ଓଡ଼ିଶା, ଗଜପତି, ହୋମ୍
0
ମା ଜଗତ ଜନନୀଙ୍କ ନବରାତ୍ର ପୂଜା ଅବସରରେ ପାରଳାଖେମୁଣ୍ଡି ସହର ଚଳଚଞ୍ଚଳ
Share on FacebookShare on TwitterWhatsapp

୧୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :-> ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ପବିତ୍ର ଶାରଦୀୟ ଦୁର୍ଗାପୂଜା ତଥା ମା-ଜଗତ ଜନନୀଙ୍କ ନବରାତ୍ର ପୂଜା ଅବସରରେ ସମଗ୍ର ସହର ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଚଳଚଞ୍ଚଳ ହୋଇ ଉଠିଛି । ମାଆ’ଙ୍କ ନବରାତ୍ର ପୂଜା ଅବସରରେ ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ ମାନଙ୍କରେ ପୂଜାର୍ଚ୍ଚନା ଚାଲିଛି । ସହରରେ ୭୦ ବର୍ଷରୁ ଉର୍ଦ୍ଧ୍ବ ବର୍ଷ ଧରି ବଡ଼ ବ୍ରାହ୍ମଣ ସାହି ଓ ଖଞ୍ଜା ସାହିରେ ପୂଜା କମିଟି ପକ୍ଷରୁ ଶାରଦୀୟ ଦୁର୍ଗା ପୂଜା ଅତି ଧୁମଧାମରେ ଅନୁଷ୍ଠିତ ହୋଇ ଆସୁଥିବା ବେଳେ ସେହିଭଳି ବିଭିନ୍ନ ଶକ୍ତି ପୀଠରେ ଅଧିଷ୍ଠାତ୍ରୀ ଦେବୀ ମାଆ ଦଣ୍ଡା ମାଲାମ୍ମା ଓ ନିଲାମା ମନ୍ଦିର ପୀଠ ମାନଙ୍କରେ ମାଆଙ୍କ ଏହି ନବରାତ୍ର ପୂର୍ଜାର୍ଚ୍ଚନା ସହ ଚଣ୍ଡୀପାଠ , ହୋମ ମହାପୂଜା ଓ ଆଳତି ପ୍ରଭୃତି କାର୍ଯ୍ୟକ୍ରମ ଚାଲିଛି ଓ ଏହା ପ୍ରତିଦିନ ଏହି କାର୍ଯ୍ୟକ୍ରମ ଜାରୀ ରହିବ ।

ସମଗ୍ର ସହର ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି। ବିଭିନ୍ନ ଶକ୍ତିପୀଠ ମାନଙ୍କରେ ସଂପୃକ୍ତ କମିଟି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ସହ ମହିଳା , ଯୁବତୀ ଓ କିଶୋରୀ ମାନଙ୍କ ମଧ୍ୟରେ ପ୍ରତିଦିନ ଅନୁଷ୍ଠିତ ହେଉଥିବା ଦାଣ୍ଡିଆ ନୃତ୍ୟ ବେଶ୍ ମନଲୋଭା ଓ ଆକୃଷ୍ଟ ହୋପାରିଛି । ଏହା ପ୍ରତିଦିନ ସନ୍ଦ୍ୟାରୁ ରାତ୍ର ପର‌୍ୟ୍ୟ ଚାଲିରହୁଛି । ଏହି ଡାଣ୍ଡିଆ ନୃତ୍ୟ ଦେଖିବା ପାଇଁ ପ୍ରବଳ ଭି ପରିଲକ୍ଷିତ ହେଉଛି । ପୂଜା ମଣ୍ଡପ ଓ ଶକ୍ତି ପୀଠ ଗୁଡ଼ିକ ସଂପୃକ୍ତ ପୂଜାକମିଟି ମାନଙ୍କ ପକ୍ଷରୁ ଆକର୍ଷଣୀୟ ଭାବେ ବିଭିନ୍ନ ତୋରଣ , କଲାକୁଞ୍ଜ ପ୍ରଦର୍ଶନ କରାଯିବା ସହ ବିଭିନ୍ନ ରଙ୍ଗ ବେରଙ୍ଗର ଆଲୋକ ମାଳାରେ ସଜ୍ଜିତ କରିଛନ୍ତି ।

ପୂଜା ମଣ୍ଡପ ଓ ଶକ୍ତି ପୀଠ ମାନଙ୍କରେ ପାରମ୍ପରିକ ରୀତିନୀତି ପ୍ରକାରେ ମାଆ ଙ୍କ ପୂଜାର୍ଚ୍ଚନା ଓ ସନ୍ଧ୍ୟା ଆଳତି ଦର୍ଶନ କରିବା ପାଇଁ ଶତାଧିକ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ସେହିଭଳି ସହରର ଅନ୍ୟ ଏକ ଶକ୍ତିପୀଠ ଶ୍ରୀ ବାସବୀ କନ୍ୟକା ପରମେଶ୍ୱରୀ ମନ୍ଦିରରେ ପୂଜା ପାଉଥିବା ଅଧିଷ୍ଠାତ୍ରୀ ଦେବୀଙ୍କୁ ନବରାତ୍ର ପୂଜା ଅବସରରେ ପ୍ରତିଦିନ ୩୦୦ ରୁ ଅଧିକ ମହିଳା ଏକତ୍ରିତ ହୋଇ ମାତ୍ର ୨ଘଣ୍ଟା ପାଇଁ କୁମ କୁମ , ଅଳତା ,ସିନ୍ଦୂର , ହଳଦିଆ ଚାଉଳ , କ୍ଷୀର , ପଞ୍ଚାମୃତ , ଦୀପ ଧୂପ , ଚନ୍ଦନ , ଫୁଲ ଫଳମୂଳ ଦେଇ ଦେବୀ ପାଠ ସହ ପୂଜାର୍ଚ୍ଚନା କରିବା ଦେଖା ଯାଇଥିଲା । ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ ଗୁଡିକରେ ପୋଲିସ ମୃତାୟନ୍ ବ୍ୟବସ୍ଥା ଗ୍ରହଣ କରାଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Government Issues Strong Warning Against Joining Russian Army : ‘Dangerous and Life-Threatening’

Government Issues Strong Warning Against Joining Russian Army : ‘Dangerous and Life-Threatening’

October 2, 2026
ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ : ବରିଷ୍ଠ ନାଗରିକଙ୍କୁ ସମ୍ମାନ, ଅଭିଜ୍ଞତା ଓ ଅବଦାନକୁ ମିଳିଲା ସ୍ୱୀକୃତି

ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ : ବରିଷ୍ଠ ନାଗରିକଙ୍କୁ ସମ୍ମାନ, ଅଭିଜ୍ଞତା ଓ ଅବଦାନକୁ ମିଳିଲା ସ୍ୱୀକୃତି

October 2, 2026
ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

October 2, 2026
 ଫୁଲବାଣୀରେ ସିଭିଲ ସର୍ଭିସ୍ କୋଚିଂ ସେଣ୍ଟର, କନ୍ଧମାଳର ୩ୟ ବ୍ୟାଚ ଆରମ୍ଭ

 ଫୁଲବାଣୀରେ ସିଭିଲ ସର୍ଭିସ୍ କୋଚିଂ ସେଣ୍ଟର, କନ୍ଧମାଳର ୩ୟ ବ୍ୟାଚ ଆରମ୍ଭ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Government Issues Strong Warning Against Joining Russian Army : ‘Dangerous and Life-Threatening’

Government Issues Strong Warning Against Joining Russian Army : ‘Dangerous and Life-Threatening’

October 2, 2026
ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ : ବରିଷ୍ଠ ନାଗରିକଙ୍କୁ ସମ୍ମାନ, ଅଭିଜ୍ଞତା ଓ ଅବଦାନକୁ ମିଳିଲା ସ୍ୱୀକୃତି

ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ : ବରିଷ୍ଠ ନାଗରିକଙ୍କୁ ସମ୍ମାନ, ଅଭିଜ୍ଞତା ଓ ଅବଦାନକୁ ମିଳିଲା ସ୍ୱୀକୃତି

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version