• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

“ସ୍ଵଚ୍ଛତା ପଖୱ।ଡା” ଅନ୍ତର୍ଗତ ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ବିଭିନ୍ନ ପରିଷ୍କାର ପରିଚ୍ଛନ୍ନତା କାର୍ଯକ୍ରମ : ସ୍ଵଚ୍ଛତା ପକ୍ଷ (ପଖୱାଡା) ସମାପନ

Proprietor Abhimanyu Maharana by Proprietor Abhimanyu Maharana
October 16, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
‘‘स्वच्छता पखवाड़ा’’के दौरान खेरधारोड मंडल द्वारा गहन सफाई गतिविधियाँ : स्वच्छता पखवाड़ा संपन्न
Share on FacebookShare on TwitterWhatsapp

୧୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ  :-> ଖୋର୍ଦ୍ଧାରୋଡ଼ ମଣ୍ଡଳ ୧ ଅକ୍ଟୋବରରୁ ୧୫ ଅକ୍ଟୋବର ୨୦୨୪ ପର୍ଯ୍ୟନ୍ତ “ସ୍ଵଚ୍ଛତା ପଖୱ।ଡା” ପାଳନ କରାଯାଇଛି । ରେଳଷ୍ଟେସନ୍, ରେଳ ପରିସର, ଟ୍ରେନ୍, ଅଫିସ୍, କ୍ୟାଣ୍ଟିନ, ଖାଦ୍ୟ ଷ୍ଟଲ୍ ଏବଂ ରେଳବାଇ ଆବାସିକ ଅଞ୍ଚଳରେ ସ୍ୱଚ୍ଛତା ଉପରେ ବିଶେଷ ଧ୍ୟାନ ଦିଆଯାଇଛି । ଦେଶକୁ ପରିଷ୍କାର – ପରିଛନ୍ନ ରଖିବା ସହ ମହାତ୍ମା ଗାନ୍ଧୀଜୀ ଙ୍କର ସ୍ୱଚ୍ଛ ତଥା ବିକଶିତ ଭାରତର ସ୍ୱପ୍ନକୁ ପୂରଣ କରିବା ପାଇଁ ସାଧାରଣ ଜନତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଛି । ସ୍ୱଚ୍ଛତା ପଖୱ।ଡା, ସ୍ୱଚ୍ଛତା ଶପଥ ସହିତ ଆରମ୍ଭ ହୋଇଥିଲା ।

ଖୋର୍ଦ୍ଧାରୋଡ଼ ମଣ୍ଡଳର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନେ, ନିଜକୁ ସ୍ୱଚ୍ଛ ରଖିବା ପାଇଁ ଏବଂ ସାଧାରଣ ଜନତାଙ୍କୁ ସ୍ୱଚ୍ଛତା ପ୍ରତି ଉତ୍ସାହିତ କରିବା ପାଇଁ ସ୍ୱଚ୍ଛତା ଶପଥ ଗ୍ରହଣ କରିଥିଲେ ।  ଏହି ୧୫ ଦିନିଆ ଅଭିଯାନରେ ବିଭିନ୍ନ ପରିଷ୍କାର ପରିଚ୍ଛନ୍ନତା କାର୍ଯ୍ୟକଳାପ କରାଯାଇଛି।ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଦ୍ଵାରା, ଜନ ଭାଗିଦାରୀ ବାର୍ତ୍ତା ପଠାଇ, ସ୍ୱଚ୍ଛତା ଅଭିଯାନ କାର୍ଯକ୍ରମ କରାଯାଇଥିଲା, ଯାହାକି, ଜନସାଧାରଣଙ୍କ କଲ୍ୟାଣ ତଥା ପରିବେଶ ସ୍ୱଚ୍ଛତା ପାଇଁ ମଣ୍ଡଳର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।

“ସ୍ଵଚ୍ଛ ଷ୍ଟେସନ୍” ଅଧୀନରେ ସମସ୍ତ ପ୍ଲାଟଫର୍ମ, ୱେଟିଂ ହଲ୍, ଡୋର୍ମିଟରୀ, ରିଟେରିଙ୍ଗ ରୁମ୍, ପାର୍ସଲ୍ ଅଫିସ୍, ଟ୍ରାକ୍ ଇତ୍ୟାଦିରେ ପରିଷ୍କାର ପରିଚ୍ଛନ୍ନତା ଉପରେ ବିଶେଷ ଧ୍ୟାନ ଦିଆଯାଇଥିଲା। “ସ୍ଵଚ୍ଛ ରେଳଗାଡ଼ି” ଅଧୀନରେ କୋଚ, ଶୌଚାଳୟ, ୱାଶ ବେସିନ୍ ଇତ୍ୟାଦିର ପରିଷ୍କାରତା ଯାଞ୍ଚ କରାଯାଇଥିଲା। ଯାତ୍ରୀମାନଙ୍କୁ ସୁସ୍ଥ ପରିବେଶ ଯୋଗାଇବା ପାଇଁ ପାନ୍ଟ୍ରି କାର୍ କର୍ମଚାରୀ ଏବଂ ଅନବୋର୍ଡ ହାଉସ୍ କିପିଂ ଷ୍ଟାଫ୍ (ଓ ବି ଏଚ ଏସ୍) କର୍ମଚାରୀଙ୍କୁ ପରାମର୍ଶ ଦିଆଯାଇଥିଲା। ଟ୍ରେନରେ ଦିଆଯାଇଥିବା ସ୍ଵଚ୍ଛତା ସେବା ଉପରେ ଯାତ୍ରୀ ମାନଙ୍କ ଠାରୁ ମତାମତ ନିଆଯାଇଥିଲା।

ସ୍ୱଚ୍ଛତା ପଖୱ।ଡା ସମୟରେ ଯାତ୍ରୀ ତଥା ସାଧାରଣ ଜନତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି, କରିବା ପାଇଁ, ଷ୍ଟେସନରେ, ନୁକ୍କଡ୍ ନାଟକ, ଜିଙ୍ଗଲ୍ସ,, ବ୍ୟାନର ପ୍ରଦର୍ଶନ, ସୂତା ବ୍ୟାଗ ବଣ୍ଟନ ଇତ୍ୟାଦି କରଯାଇଥିଲା। ଖୋର୍ଦ୍ଧାରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ, ଶ୍ରୀ ଏଚ୍.ଏସ୍.ବାଜୱା, ରେଳ ଷ୍ଟେସନ ଏବଂ ଟ୍ରେନରେ ପରିଷ୍କାର ପରିଚ୍ଛନ୍ନତା ପାଇଁ ନିରନ୍ତର ଉଦ୍ୟମ କରାଯିବ ବୋଲି କହିଛନ୍ତି। ରେଳ ପରିସରରେ ସ୍ୱଚ୍ଛତା ବଜାୟ ରଖିବାରେ ରେଳବାଇକୁ ସାହାଯ୍ୟ କରିବାକୁ ସେ ସମସ୍ତ ରେଳ ବ୍ୟବହାର କାରୀଙ୍କୁ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026
କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

July 4, 2026
ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲା

ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲା

July 4, 2026
ଜଳମଗ୍ନ ପଡାବାସୀଙ୍କ ଦୁଃଖ ଦୂର ପାଇଁ ବିଡିଓଙ୍କ ପଦକ୍ଷେପ, ପୋଲ ତଳେ ଡ଼୍ରେନ ନିର୍ମାଣର ପ୍ରତିଶ୍ରୁତି

ଜଳମଗ୍ନ ପଡାବାସୀଙ୍କ ଦୁଃଖ ଦୂର ପାଇଁ ବିଡିଓଙ୍କ ପଦକ୍ଷେପ, ପୋଲ ତଳେ ଡ଼୍ରେନ ନିର୍ମାଣର ପ୍ରତିଶ୍ରୁତି

July 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026
କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

July 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version