• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଦୁର୍ଘଟଣାରେ ଗୁରୁତର ଚିକିତ୍ସିତ ବ୍ୟକ୍ତିଙ୍କ ଅଙ୍ଗ ଚୋରୀ ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ

Proprietor Abhimanyu Maharana by Proprietor Abhimanyu Maharana
October 19, 2024
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଦୁର୍ଘଟଣାରେ ଗୁରୁତର ଚିକିତ୍ସିତ ବ୍ୟକ୍ତିଙ୍କ ଅଙ୍ଗ ଚୋରୀ ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ
Share on FacebookShare on TwitterWhatsapp

୧୭ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> ମୋଟା ଅଙ୍କର ଟଙ୍କା ନେଇ ଅସ୍ତ୍ରପଚାର ସଫଳ ହୋଇଛି କହିବା ପରେ ମେଡିକାଲ ପକ୍ଷରୁ ପରିବାର ଲୋକଙ୍କୁ ମୃତ ହେଇଥିବା ସୂଚନା ଦେଇଛନ୍ତି । ପରିବାର ପକ୍ଷରୁ ମେଡିକାଲ କର୍ମଚାରୀ ଙ୍କୁ ପଚାରିବାରୁ କୌଣସି ସନ୍ତୋଷ ଜନକ ଉତ୍ତର ମିଳିନଥିଲା । ବର୍ତ୍ତମାନ ପରିବାର ପକ୍ଷରୁ ଅଭିଯୋଗ ଯେ ଦୁର୍ଘଟଣାରେ ମୁଣ୍ଡରେ ଆଘାତ ହୋଇଥିବା ବେଳେ ପେଟରେ କଣ ପାଇଁ ହେଇଛି ଅସ୍ତ୍ରପଚାର ? ଅନ୍ୟ ପକ୍ଷରେ ମେଡିକାଲ ରେ ଅସ୍ତ୍ରପଚାର ନିମନ୍ତେ ମୋଟା ଅଙ୍କର ଟଙ୍କା ପୈଠ କଲାପରେ ଦେହ ସୁସ୍ଥ ଅଛି ବୋଲି କହି କିଛି ସମୟ ପରେ ହିସ୍ପିଟାଲ ବାବୁଲା ଦିଗାଲ ଙ୍କୁ ମୃତ ଘୋଷଣା କରିଥିଲେ ।

ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତ ଟିକରବାଜୁ ଗାଁରେ । ସୂଚନା ମୁତାବକ ଚଳିତ ମାସ ୧୩ ତାରିଖରେ ଝିଅ ଜ୍ବାଇଁ ଘରକୁ ଯିବା ସମୟରେ ତୁମୁଡିବନ୍ଧ ନିକଟସ୍ଥ ଡଡ଼ଙ୍ଗ ନିକଟରେ ଗୋଟିଏ ଗାଡ଼ି ସହିତ ଧକ୍କା ହେବା ଫଳରେ ଗୁରୁତର ହୋଇ ପ୍ରଥମେ ତୁମୁଡ଼ିବନ୍ଧ ,ବାଲିଗୁଡ଼ା ଓ ଫୁଲବାଣୀ ହସ୍ପିଟାଲ କୁ ରେଫର ହୋଇ ତା ପରେ ଭୁବନେଶ୍ବର ଏମ୍ସ ହସ୍ପିଟାଲ କୁ ରେଫର ହୋଇ ଶେଷରେ କୌଣସି କାରଣ ବଶତଃ ଏକ ଘରୋଇ ହସ୍ପିଟାଲ ଯାହା କି କଟକ ସ୍ଥିତ ରୁଦ୍ର ହସ୍ପିଟାଲ ରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

କଟକରୁ ରୁଦ୍ର ହସ୍ପିଟାଲ ରୁ ଘରୋଇ ଆମ୍ବୁଲାନ୍ସ ଯୋଗେ ମର ଶରୀର ନିଜ ଗାଁ ଟିକରବାଜୁ କୁ ଆସିଥିଲା । ପରିବାର ପକ୍ଷରୁ ସଂଗୀନ ଅଭିଯୋଗ ହେଉଛି ଯେ ମୃତ ବାବୁଲା ଦିଗାଲ ଙ୍କୁ ମୁଣ୍ଡରେ ଆଘାତ ଲାଗିଥିଲା କିନ୍ତୁ ତାଙ୍କୁ ପେଟରେ କଟାଯାଇ କିଡ଼ନୀ ବାହାର କରାଯାଇଛି । ଏହି ଘଟଣାଟି ଅଞ୍ଚଳ ପାଇଁ ନୂଆ ଥିବା ବେଳେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି । ବର୍ତମାନ ମୃତ ବାବୁଲା ଦିଗାଲଙ୍କ ପରିବାର ପକ୍ଷରୁ ବାଲିଗୁଡା ଥାନାରେ ଏକ ଲିଖିତ ଅଭିଯୋଗ କରିଥିବା ବେଳେ ବାଲିଗୁଡା ଥାନାରେ କେସ ସଂଖ୍ୟା 257,ତା 17/10/24 ୟୁଏସ 281,106 ବିଏନଏସ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଥିବା କହିଛନ୍ତି ବାଲିଗୁଡା ଥାନା ଭାରପ୍ରାପ୍ତ ଅଧିକାରୀ ସୁଶାନ୍ତ କୁମାର ସାହୁ ।

ପୁଣି ଆଜି ବାଲିଗୁଡା ମାଜିଷ୍ଟେଟ ସହକାରୀ କଲେକ୍ଟର ହରେକୃଷ୍ଣ ରାଉତ,ବାଲିଗୁଡା ଥାନା ଭାରପ୍ରାପ୍ତ ଅଧିକାରୀ, ବାରଖମା ଫାଣ୍ଡି ଅଧିକାରୀ ବିକାଶ କୁମାର ଜାଲି, ଯୁଗଳ ନାୟକ ଙ୍କ ସହ ଟିକରବାଜୁ ଆସି କବର ହୋଇଥିବା ମୃତ ଶରୀର କୁ ପୁନର୍ବାର ଖୋଳି ବାହାର କରି ଶବ ବ୍ୟବଚ୍ଛେଦ ନିମନ୍ତେ ଉପଖଣ୍ଡ ଚିକିତ୍ସାଳୟ ବାଲିଗୁଡା କୁ ପଠେଇ ଥିବା ଦେଖିବାକୁ ମିଳିଛି । ସେପଟେ ଶବ ବ୍ୟବଚ୍ଛଦ ରିପୋର୍ଟ ଆସିବାପରେ ପ୍ରକୃତ ଘଟଣା ଜଣାପଡିବ ବୋଲି କହିଛନ୍ତି ବାଲିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ । ଏହି ଘଟଣାର ପ୍ରକୃତ ରହସ୍ୟ କଣ ଅଛି ସେ ନେଇ ବାଲିଗୁଡା ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହେଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

May 5, 2026
ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

May 5, 2026
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

May 5, 2026
ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

May 5, 2026
ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version