• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ୟୁକୋ ବ୍ୟାଙ୍କ ତରଫରୁ ଅଟଳ ପେନ୍‌ସନ ଯୋଜନା ଆଉଟ୍‌ରିଚ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 19, 2024
in ଓଡ଼ିଶା, ପୁରୀ, ବାଣିଜ୍ୟ, ହୋମ୍
0
ୟୁକୋ ବ୍ୟାଙ୍କ ତରଫରୁ ଅଟଳ ପେନ୍‌ସନ ଯୋଜନା ଆଉଟ୍‌ରିଚ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୧୮ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଅଟଳ ପେନ୍‌ସନ୍ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପେନ୍‌ସନ୍ ପାଣ୍ଠିନିୟାମକ ଏବଂ ବିକାଶ ପ୍ରାଧୁକରଣ (ପିଏଫ୍‌ଆଡିଏ) ପକ୍ଷରୁ ୟୁକୋ ବ୍ୟାଙ୍କ, ଆବାହକ, ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି), ଓଡିଶା ଆନୁକୂଲ୍ୟରେ ଆଜି ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ହୋଟେଲ ହଲିଡେ ରିସୋର୍ଟରେ ରାଜ୍ୟସ୍ତରୀୟ ଅଟଳ ପେନ୍‌ସନ୍ ଯୋଜନା ସମ୍ପର୍କୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ୟାଙ୍କର ପ୍ରଶାସନିକ ମୁଖ୍ୟ, ଡିଡିଏମ୍ ନାବାର୍ଡ, ସମସ୍ତ ଜିଲ୍ଲାରଅଗ୍ରଣୀ ଜିଲ୍ଲା ପ୍ରବନ୍ଧକ, ବିଦ୍ୟମାନ ତଥା ସାମ୍ଭାବ୍ୟ ଅଟଳ ପେନ୍‌ସନ୍ ହିତାଧୁକାରୀ, ମହିଳା ସ୍ୱୟଂ ସହାୟକଗୋଷ୍ଠୀର ସଦସ୍ୟା, ବିଭିନ୍ନ ବ୍ୟାଙ୍କର ପ୍ରତିନିଧି ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ପ୍ରଦୀପ ପ୍ରଜ୍ଜ୍ୱଳନସହ ଅତିଥିମାନଙ୍କୁ ସ୍ୱାଗତ କରାଯାଇଥିଲା ।

ଗୌତମ ପାତ୍ର ମହାପ୍ରବନ୍ଧକ, ୟୁକୋ ବ୍ୟାଙ୍କ ତଥା ଆବାହକ,ଏସ୍‌ଏଲ୍‌ବିସି ସ୍ୱାଗତ ଭାଷଣ ଦେଇଥିଲେ । ପେନ୍‌ସନ୍ ପାଣ୍ଠି ନିୟାମକ ଏବଂ ବିକାଶ ପ୍ରାଧୂକରଣ (ପିଏଫ୍‌ଆଡିଏ)ର ଅଧ୍ୟକ୍ଷ ଡଃ ଦୀପକ ମହାନ୍ତି ତାଙ୍କ ଅଭିଭାଷଣରେ ଅସଂଗଠିତ କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ପାଇଁପେନ୍‌ସନ୍‌ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଓଡିଶାରେ କାର୍ଯ୍ୟକରୁଥିବା ସମସ୍ତ ବ୍ୟାଙ୍କ ସେମାନଙ୍କଅଟଳ ପେନ୍‌ସନ୍ ଯୋଜନା (ଏପିୱାଇ) ପଞ୍ଜୀକରଣ କ୍ଷେତ୍ରରେ ଉନ୍ନତି ଆଣିବାକୁ ସେ ପରାମର୍ଶ ଦେଇଛନ୍ତି । ପୁରୀ ଜିଲ୍ଲା ପରିଷଦର ଗୋଷ୍ଠୀ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ତାଙ୍କ ଅଭିଭାଷଣରେ ଅସଂଗଠିତ କ୍ଷେତ୍ରରେ ଲୋକଙ୍କ ଉନ୍ନତି ପାଇଁ ମନୋଭାବ, ଦକ୍ଷତା ଓ ଜ୍ଞାନର ମିଶ୍ରଣ ଉପରେ ଧ୍ୟାନ ଦେବାକୁସମସ୍ତ ଅଂଶୀଦାରମାନଙ୍କୁ ପରାମର୍ଶ ଦେଇଥିଲେ l

ଏସ୍‌ବିଆଇ ସିଜିଏମ୍ ଦୀନେଶ ପରୁଥୁ ତାଙ୍କ ଅଭିଭାଷଣରେ ସାମାଜିକ ନିରାପତା ଏବଂ ଆର୍ôଥକଅନ୍ତର୍ଭୁକ୍ତିକରଣ  ପ୍ରତି ଏସ୍‌ବିଆଇର ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ । ଅଟଳ ପେନ୍‌ସନ୍ ଯୋଜନା (ଏପିୱାଇ)କୁ ପ୍ରଚାର କରିବାକୁ ସମସ୍ତ ଅଂଶୀଦରଙ୍କୁ ପରାମର୍ଶ ଦେଇଥିଲେ । ପିଏଫ୍‌ଆଇଡିଏର ସିଜିଏମ୍ ପ୍ରବେଶ କୁମାର ତାଙ୍କ ଅଭିଭାଷଣରେ ଓଡିଶାରେ ଏପିୱାଇର ଉଚ୍ଚସମ୍ଭାବନା ଉପରେ କହିଥିଲେ । ୫ଟି ଅଗ୍ରଣୀ ଜିଲ୍ଲା ପ୍ରବନ୍ଧକ ଓ ୬ ଟି ବ୍ୟାଙ୍କକୁ ପୁରସ୍କାର ପ୍ରଦାନ କରାଯାଇଥିଲା । ୨୦୨୩-୨୪ ଆର୍ôଥକ ବର୍ଷରେ ଏପିୱାଇରେ ଉଲ୍ଲେଖନୀୟ ସଫଳତା ପାଇଁ ୮ଟି ବ୍ୟାଙ୍କ ଓ ୨୦ ଟି ଅଗ୍ରଣୀଜିଲ୍ଲା ପ୍ରବନ୍ଧକଙ୍କୁ ପ୍ରୋଟୋଟାଇପ୍ ପ୍ରାନ୍ କାର୍ଡ ପ୍ରଦାନ କରାଯାଇଥିଲା । ପିଏଫ୍‌ଆଇଡିଏର ଡିଜିଏମ୍ ପ୍ରିୟଙ୍କାଗୁପ୍ତା ଏପିୱାଇର ପିପିଟି ଉପସ୍ଥାପନା କରି ଓଡିଶାରେ ଏହାର ଲାଭ ବ୍ୟାଙ୍କଗୁଡିକର ପ୍ରଦର୍ଶନ ସମ୍ପର୍କରେ ଆଲୋଚନାକରିଥିଲେ । ଏସ୍‌ଏଲ୍‌ବିସି ପ୍ରଭାରୀ ଲିଙ୍ଗରାଜ ନାୟକ ଧନ୍ୟବାଦ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version