• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନକଲି ଆଇପିଏସ୍ ସାଜିଥିବା ମହିଳା ଏବେ ଅସଲି ପୋଲିସ ଙ୍କ ଜାଲରେ

Proprietor Abhimanyu Maharana by Proprietor Abhimanyu Maharana
August 19, 2020
in Uncategorized, ଅପରାଧ, ଓଡ଼ିଶା, ହୋମ୍
0
ନକଲି ଆଇପିଏସ୍ ସାଜିଥିବା ମହିଳା ଏବେ ଅସଲି ପୋଲିସ ଙ୍କ ଜାଲରେ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୯ ଅଗଷ୍ଟ ବୁଧବାର ) ରାଉରକେଲା :- ବାସନ୍ତି କଲୋନୀର ଏକ ବୁଲେଟ୍‌ ସୋ’ରୁମରୁ ଫାଇନାନ୍‌ସରେ ବୁଲେଟ୍‌ ନେବା ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରକୁ ମହଙ୍ଗା ପଡିଛି। ଉଦିତନଗର ପୁଲିସ ମହିଳାଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ତା ନିକଟରୁ ପୁଲିସ ପିନ୍ଧିଥିବା ନକଲି ପୁଲିସ ପୋଷାକ, ବୁଲେଟ୍‌, ଆଇପିଏସ୍‌ ଲୋଗୋ, ନକଲି କାଗଜପତ୍ର ଆଦି ଜବତ କରିଛି। ମହିଳାଙ୍କ ଘର ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳର । ଗତ ଏପ୍ରିଲ ମାସରେ ଏମିତି ନକଲି ଆଇପିଏସ୍‌ ଅଫିସର ପରିଚୟ ଦେଇ ଲୋକଙ୍କୁ ଧକମଚମକ ଦେଇ ଟଙ୍କା ଆଦାୟ କରୁଥିବା ଅଭିଯୋଗରେ ଭୁବନେଶ୍ୱର କ୍ୟାପିଟାଲ ଥାନା ଦ୍ଵାରା ଗିରଫ ହୋଇଥିଲେ। ଆସନ୍ତାକାଲି (ବୁଧବାର) ପୁଲିସ ମହିଳାଙ୍କ କଳା କାରନାମା ସଂକ୍ରାନ୍ତରେ ବିସ୍ତୃତ ତଥ୍ୟ ବୋଲି କହିଛି। ମିଳିଥିବା ସୂଚନା ମୁତାବକ ଗତ ୧୧ତାରିଖରେ ଏକ ଇନୋଭା କାର୍‌ରେ ମହିଳା ଜଣକ ଆଇପିଏସ୍‌ ପୋଷାକରେ ଆସି ରାଉରକେଲା ବାସନ୍ତି କଲୋନୀ ବୁଲେଟ୍‌ ସୋ’ରୁମ୍‌ରେ ପହଞ୍ଚିଥିଲେ। ନିଜକୁ ଆଇପିଏସ୍‌ ଅଫିସର ପରିଚୟ ଦେଇ ବୁଲେଟ୍‌ ଦେଖିଥିଲେ। ପସନ୍ଦ ହେବା ପରେ ନକଲି କାଗଜପତ୍ର, ଆଇପିଏସ୍‌ ଆଇକାର୍ଡ, ଦୁଇଟି ବ୍ଲାକ ଚେକ୍‌ ସମେତ ୨୫ ହଜାର ଟଙ୍କା ଅଗ୍ରୀମ ଦେଇ ଋଣରେ ୧ ଲକ୍ଷ ୯୦ ହଜାର ଟଙ୍କାର ବୁଲେଟ୍‌ ନେଇ ଚାଲି ଯାଇଥିଲେ ।

ଫାଇନାନ୍‌ସ କମ୍ପାନିର କର୍ମଚାରୀ ଦୁଇଟି ବ୍ଲାକ୍‌ ଚେକ୍କୁ ବ୍ୟାଙ୍କରେ ଲଗାଇଥିଲେ । ଆକାଉଣ୍ଟରେ ଟଙ୍କା ନଥିବା ଜାଣିବା ପରେ ସନ୍ଦେହ ହେବାରୁ ଉଦିତନଗର ଥାନାରେ ଲିଖିତ ଏତଲା ଦେଇଥିଲେ। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା । ଆଜି ମହିଳା ଜଣକ ପୁଣି ରାଉରକେଲା ସହରକୁ ଆସିଥିବା ଜାଣିବା ପରେ ତା’ର ମୋବାଇଲ ନମ୍ବରକୁ ଟ୍ରାକିଂ କରିଥିଲେ । ଉଦିତନଗର ଅଞ୍ଚଳରେ ଗାଡିରେ ବୁଲୁଥିବା ଅବସ୍ଥାରେ ପୁଲିସ ତାଙ୍କୁ ଥାନାକୁ ନେଇଥିଲେ। ସୂଚନାଯୋଗ୍ୟ, ନକଲି ମହିଳା ଆଇପିଏସ ଅଫିସରଙ୍କୁ କ୍ୟାପିଟାଲ୍‌ ଥାନା ପୁଲିସ ଗତ ଏପ୍ରିଲ ୨୩ରେ ଗିରଫ କରିଥିଲା । ସେ ମହିଳା ଥାନାକୁ ଫୋନ୍‌ କରି ନିଜକୁ ୨୦୧୮ ବ୍ୟାଚର ଜଣେ ଆଇପିଏସ ଅଫିସର୍‌ ବୋଲି ପରିଚୟ ଦେଇଥିଲେ। ତାଙ୍କ ପାଖକୁ କିଛି ଅତ୍ୟାବଶ୍ୟକ ସାମଗ୍ରୀ ପଠାଇବାକୁ କହିଥିଲେ। ତା’ଛଡ଼ା ତାଙ୍କ ପାଖକୁ କିଛି ଟଙ୍କା ପଠାଇବାକୁ କହିଥିଲେ । ପୁଲିସ ଖବର ପାଇ ତାଙ୍କୁ କାବୁ କରି ଥାନାରେ ଜେରା ଚଳାଇଛି। କିଛିମାସ ତଳେ ଭୁବନେଶ୍ୱରରେ ମଧ୍ୟ ଜଣେ ମହିଳା ଏହି ଢଙ୍ଗରେ ଏକ ବୁଲେଟ ହାତେଇଥିବା ମାମଲା ତଦନ୍ତାଧୀନ ରହିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version