• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡ଼ପଦା ସରକାରୀ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଡ୍ରେନ୍ ବିପଦ ସଙ୍କୁଳ ଅବସ୍ଥାରେ ରହିଛି

Proprietor Abhimanyu Maharana by Proprietor Abhimanyu Maharana
October 20, 2024
in ଓଡ଼ିଶା, ଗଜପତି, ହୋମ୍
0
ବଡ଼ପଦା ସରକାରୀ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଡ୍ରେନ୍ ବିପଦ ସଙ୍କୁଳ ଅବସ୍ଥାରେ ରହିଛି
Share on FacebookShare on TwitterWhatsapp

୧୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି  :-> ଗଜପତି ଜିଲ୍ଲାର ନୂଆଗଡ଼ ବ୍ଲକ ଅଧିନସ୍ତ ବଡ଼ପଦା ସରକାରୀ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଥିବା ଜାତୀୟ ରାଜପଥ ପାର୍ଶ୍ବର ଡ୍ରେନ୍ ର ଅବସ୍ଥା କେତେବେଳେ ଘଟି ପାରେ ଅଘଟଣ ଏକଥା କୁ ଏଡାଇ ଯାଇନପାରେ । ଏହି ଡ୍ରେନ୍ ର ଏହିପରି ଅବସ୍ଥା ରହିଛି ଯାହା ଦେଖିଲେ ଜଣା ପଡୁଛି ବିପଦକୁ ଆମନ୍ତ୍ରଣ କରୁଛି। କୌଣସି ସମୟରେ ମଧ୍ୟ ଦୁର୍ଘଟଣାର ଆଶଙ୍କା ରହିଛି ।

ସୂଚନା ପ୍ରକାରେ ଏହି ଡ୍ରେନ୍ ର ନିର୍ମାଣ କାର୍ଯ୍ୟ କରିବା ନିମନ୍ତେ ଏଆର୍ ଏସ୍ଏସ୍ ଠିକା ସଂସ୍ଥା ନେଇଥିଲା ଠିକା ସଂସ୍ଥା ଡ୍ରେନ୍ କାର୍ଯ୍ୟକୁ ସମ୍ପୂର୍ଣ୍ଣ ଭାବେ ସମ୍ପାଦନା କରିନଥିବା ପରିଲକ୍ଷିତ ହୋଇଛି। ଏଭଳି ବହୁ ଦିନ ଧରି ଡ୍ରେନ୍ ବିପଦ ସଙ୍କୁଳ ଅବସ୍ଥାରେ ରହିଥିବା ବେଳେ କେମିତି ସ୍ଥାନୀୟ ବ୍ଲକ୍ ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ନଜର ପଡୁ ନାହିଁ ତାହା ସାଧାରଣରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରୁଥିବା ବେଳେ,

କେତେବେଳେ ଯେ କୌଣସି ସମୟରେ ବିପଦ ଘଟିବ ତାହା କେହି ଜାଣିନଥିବା ବେଳେ ଏହାର ସ୍ଥାୟୀ ସମାଧାନ ଲାଗି ପ୍ରଶାସନ ତତ୍ପରତା ଦେଖାଉନଥିବା ବେଳେ ଏନେଇ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରାଯାଉଛି। ପ୍ରଶାସନିକ ଅବହେଳା ଯୋଗୁଁ ଏହି ସମସ୍ୟା ଦେଖିବାକୁ ମିଳୁଛି ବୋଲି ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସ୍ଥାନୀୟ ଜନସାଧାରଣ ଓ ବୁଦ୍ଧିଜୀବୀ ଗଣମାଧ୍ୟମକୁ ଅବଗତ କରାଇଛନ୍ତି ଯେ, ପ୍ରଶାସନ ଏହି ସମସ୍ୟା କୁ ଅତି ଗମ୍ଭୀରତାର ସହ ବିଚାର କରି ସମସ୍ତ ପ୍ରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଅବିଳମ୍ବେ ଏହି ଡ୍ରେନ୍ କାର୍ଯ୍ୟ ନିର୍ମାଣ ଆରମ୍ଭ କରିବା ପାଇଁ ଦାବି କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version