• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୂବନେଶ୍ବର ଅରୁନ୍ଧତୀ ଜୁଏଲର୍ସର ନୂତନ ଓ ବୃହତ୍ତ ଅତ୍ୟାଧୁନିକ ନୂତନ ଫ୍ଲାଗସିପ ସୋରୁମ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
October 20, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଭୂବନେଶ୍ବର ଅରୁନ୍ଧତୀ ଜୁଏଲର୍ସର ନୂତନ ଓ ବୃହତ୍ତ ଅତ୍ୟାଧୁନିକ ନୂତନ ଫ୍ଲାଗସିପ ସୋରୁମ ଉଦଘାଟିତ
Share on FacebookShare on TwitterWhatsapp

୨୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୂବନେଶ୍ବର :-> ଅରୁନ୍ଧତୀ ଜୁଏଲର୍ସ ଭୁବନେଶ୍ବର ଜନପଥ ଶାଖା ଏବେ ନୂତନ ଓ ବୃହତ୍ତ ରୂପରେଖ ନେଇ ନିର୍ଜ ଗ୍ରାହକିବନ୍ଧୁଙ୍କୁ ସର୍ବଶ୍ରେଷ୍ଠ ସେବା ଯୋଗାଇଦେବାପାଇଁ ତା ୨୦ ଅକ୍ଟୋବରରେ ଉଦଘାର୍ଟିତ ହୋଇଯାଇଛି । ଚଳିତ ପାର୍ବଣ ମହୋତ୍ସବରେ ତଥା ନିଜ ଗ୍ରାହକ ନ ବନ୍ଧୁଙ୍କ ସହ ୨୫ ବର୍ଷର ସୁବର୍ଣ୍ଣ ସମ୍ପର୍କର ରୌପ୍ୟ ଜୟନ୍ତୀ କୁ ଆହୁରି ମଜବୁତ କରିବା ରିବା ପାଇଁ ଅରୁନ୍ଧତୀର ଏହା ଅନ୍ୟତମ୍ର ପାର୍ବଣ ଭେଟି l

ଅରୁନ୍ଧତୀ ଜୁଏଲର୍ସ ବ୍ରାଣ୍ଡ ଆମ୍ବାସଡର ତ ତଥା ଓଲିଉଡ଼ ଦିବା ଅର୍ଚିତା, ପରିଚାଳନା ନିର୍ଦେଶକ ଶ୍ରୀ ବ୍ରହ୍ମାନନ୍ଦ ମେହେର, ଡ଼ାଇରେକ୍ଟର ଅଚ୍ୟୁତାନନ୍ଦ ମେହେର ଓ ଡ଼ାଇରେକ୍ଟର ଅରୁନ୍ଧତୀ ମେହେରଙ୍କ ଉପସ୍ଥିତିରେ ଏହି ବିଶାଳ ସୋରୁମର ଶୁଭାରମ୍ଭ କରାଯାଇ ଗ୍ରାହୁକ ବନ୍ଧୁଙ୍କୁ ଉତ୍ସର୍ଗୀକୃତ କରାଯାଇଥିଲା l ଏହି ଅବସରରେ ଗ୍ରାହକ ବନ୍ଧୁଙ୍କ ଚାହିଦା କୁ ଦୃଷ୍ଟି ରେ ରଖି ଅରୁନ୍ଧତୀ ଜୁଏଲର୍ସ ତରଫରୁ ପାର୍ବଣ ଋତୁରେ ନୂତନ କଲେକସନ ଭରା ଡିଜାଇନ “ଅର୍ଘ୍ୟ” ଓ “ଆରାଧା” ମଧ୍ୟ ଉନ୍ମୋଚିତ ହୋଇଛି ।

ଶତାଧିକ ଗ୍ରାହକଙ୍କ ଉପସ୍ଥିତିରେ ଏହି ଅତ୍ୟାଧୁନିକ ୧୨୦୦୦ sqft ସୋରୁମର ଉଦଘାଟନୀ ସମାରୋହରେ ୨୫୦୦୦ ରୁ ଉଦ୍ଧ ନୂଆ festive କଲେକସନ ପ୍ରଦର୍ଶିତ ହୋଇଛି l ଏହି ଅବସରରେ ଅରୁନ୍ଧତୀର ପରିଚାଳନା ନିର୍ଦେଶକ ଶ୍ରୀ ମେହେର ନିଜ ବକ୍ତବ୍ୟରେ ପ୍ରକାଶ କରିଛନ୍ତି ଯେ,ଦୀର୍ଘ ୨୫ ବର୍ଷ ରୁ ଅତୁଟ ସ୍ନେହ, ଶ୍ରଦ୍ଧ, ଭଲ ପାଇବା ପାଇଁ ଓଡିଶାବାସୀଙ୍କ ପ୍ରତି ଅରୁନ୍ଧତୀ ପରିବାର ସର୍ବଦା ନତମସ୍ତକ l ଆମ ପ୍ରିୟ ଓଡିଶାବାସୀଙ୍କ ଆଶୀର୍ବାଦ ଅରୁନ୍ଧତୀଙ୍କୁ ପ୍ରତିଟି ସଫଳ ସୋପାନ ଅତିକ୍ରମ କରାଇବାରେ ସହାୟକ ହୋଇଛି l

ଏହି ଅତ୍ୟାଧୁନିକ ସୋରୁମର ପ୍ରତିଟି କର୍ମକର୍ତ୍ତା ନିଜ ପ୍ରିୟ ଗ୍ରାହକବନ୍ଧୁଙ୍କୁ ସର୍ବଶ୍ରେଷ୍ଠ ସେବା ଯୋଗାଇଦେବାପାଇଁ ପ୍ରତିଜ୍ଞାବଦ୍ଧ ଓ କର୍ତ୍ତବ୍ୟବୋଧ । ଗ୍ରାଣ୍ଡ ରିଓପେନିଙ୍ଗ ର ସର୍ବଶ୍ରେଷ୍ଠ ଅଫରରେ ଗ୍ରାହକବନ୍ଧୁ ସୁନାଗହଣାର ଗଢାମଜୁରୀ ରେ ସୁନିଶ୍ଚିତ ସର୍ବନିମ୍ନ Flat ୨୫% ରିହାତି, BUY MORE GET MORE ରେ ଅଧିକ ସୁନାଗହଣା କିଣି ସର୍ବାଧିକ Flat ୫୦% ରି ରିହାତି ପାଇପାରିବେ l

ଏହା ସହିତ ପ୍ରଥମ ଥର ପାଇଁ ଗଢା ମଜୁରୀ ସମ୍ପୂର୍ଣ ମ୍ପୂର୍ଣ ମାଗଣା, ସ୍ବର୍ଣ୍ଣ I ସମୃଦ୍ଧି ଯୋଜନା ମାଧ୍ୟମରେ ତା ସହ ପ୍ରତ୍ୟେକ ଅଗ୍ରିମ ବୁକିଂ ଉପରେ ଉପରେ ସୁନାର ସର୍ବନିମ୍ନ ବଜାର) ଦର ସହିତ ମାଗଣା ସ୍ବର୍ଣ୍ଣ ଓ ରୌ ମୁଦ୍ରା ତଥା । ପୁରୁଣା ସ ସୁନାଗହଣାର ବଦଳିରେ ପ୍ରତ୍ୟେକ eo ଗ୍ରାମ ଉପରେ ୧୦୦୦ ଟଙ୍କାର ଅତିରିକ୍ତ ବୋନସ ପାଇପାରିବେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version