• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାରିଙ୍ଗବାଡି କଫି ବଗିଚା ଉନ୍ନତି କରଣ ନା ରେ ଲକ୍ଷାଧିକ ଟଙ୍କା ହରିଲୁଟ ଅଭିଯୋଗ : ତଦନ୍ତ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
October 23, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦାରିଙ୍ଗବାଡି କଫି ବଗିଚା ଉନ୍ନତି କରଣ ନା ରେ ଲକ୍ଷାଧିକ ଟଙ୍କା ହରିଲୁଟ ଅଭିଯୋଗ : ତଦନ୍ତ ଦାବୀ
Share on FacebookShare on TwitterWhatsapp

୨୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ଯେପରି ଅଧିକ ରୁ ଅଧିକ ପର୍ଯ୍ୟଟକ ଆସିବେ ସେଥିପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କଫି ବଗିଚା ର ଆଧୁନିକିକରଣ କରାଯଇଥିଲା l ଏଥିରେ କାଫେ ନିର୍ମାଣ ଓ ଶିଶୁ ଉଦ୍ୟାନ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରାଯାଇଥିଲା l ତେବେ ଏଥିରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା l ଏହାକୁ ଗତ ୧ /୧୧/୨୩ ରେ ପୂର୍ବତନ ବିଧାୟକ ସାଲୁଗାପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ l ତେବେ କାର୍ଯ୍ୟ ସରିଥିଲେ ବି କେଉଁ ବାବଦରେ କେତେ ଟଙ୍କା ଖର୍ଚ୍ଚ ହୋଇଛି, ଅର୍ଥ ଅନୁଦାନ କେଉଁ ବିଭାଗ ପ୍ରଦାନ କରିଛି, କାର୍ଯ୍ୟରମ୍ଭ ଓ ଶେଷ ତାରିଖ, କାର୍ଯ୍ୟ ନିର୍ବାହୀ ସଂସ୍ଥା ର ନାମ ରହି ଫଳକ ମରାଯିବା ର ସରକାରୀ ନିୟମ ରହିଥିଲେ ବି ଜାଣିଶୁଣି ମରାଯାଇନଥିବା ଅଭିଯୋଗ ହୋଇଛି l

ଏ ନେଇ ପଚାରିଲେ ବି ଦାରିଙ୍ଗବାଡି ପି ଆଇ ଏ ହୃଷିକେଶ ପ୍ରଧାନ ମୁହଁ ଖୋଲୁନଥିବା ବେଳେ ପ୍ରକଳ୍ପ ନିର୍ଦେଶକ ଙ୍କୁ ପଚାରିବାରେ ସେ ନୂଆ ଆସିଛନ୍ତି ଏ ସମ୍ପର୍କରେ କିଛି ଜାଣିନଥିବା କଥା କହୁଥିବା ବେଳେ ଏହା ପୁରୁଣା ପିଡି ଙ୍କ କାର୍ଯ୍ୟ ବୋଲି କହି ଏଡାଇ ଯାଉଛନ୍ତି l ଦାରିଙ୍ଗବାଡି ର କଫି ଓ ଗୋଲ ମରିଚ ବଗିଚା ବାହାରୁ ଆସୁଥିବା ପର୍ଯ୍ୟଟକ ଙ୍କ ଆକର୍ଷଣ ର କେନ୍ଦ୍ର ବିନ୍ଦୁ ପାଲଟିଥିବା ବେଳେ ଏହାର ଉନ୍ନତି କରଣ ନାମରେ ପ୍ରତିବର୍ଷ ଲକ୍ଷ ଲକ୍ଷ ଟଙ୍କା ହରିଲୁଟ ହେଉଥିବା ଦୃଢ଼ ଅଭିଯୋଗ ହେଉଛି l ଅଫିସର ଓ କର୍ମଚାରୀ ମାଲାମାଲ ହେଉଛନ୍ତି l ସେହିପରି ଗୋଟିଏ କାମରେ ଦୁଇଥର ଲେଖାଏଁ ବିଲ କରଯାଉଥିବା ଶୁଣିବାକୁ ମିଳୁଛି l

କନ୍ଧମାଳ ଜିଲାର ଥଣ୍ଡା ଜଳ ବାୟୁ କଫି ଚାଷ ପାଇଁ ଉତ୍କୃଷ୍ଟ ହୋଇଥିବାରୁ ସରକାର ଚଳିତ ବର୍ଷ ଦାରିଙ୍ଗବାଡି ଓ ଜି. ଉଦୟଗିରି ସମେତ କ. ନୂଆଗାଁ, ଟିକାବାଲି,ଫିରିଙ୍ଗିଆ ଓ ରାଇକିଆ ରେ ୨ ହଜାର ହିତାଧିକାରୀ ଙ୍କୁ ସାମିଲ କରି ପ୍ରାୟ ୧ ହଜାର ୨୩ ହେକ୍ଟର ଜମିରେ କଫି ଚାଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି l କଫି ଗଛକୁ ଛାଇ ପ୍ରଦାନ ପାଇଁ ହେକ୍ଟର ପିଛା ଦୁଇହଜlର ହିସାବରେ କୋଡିଏ ଲକ୍ଷ ସିଲଭର ଓକ ଗଛ ଲଗାଯାଇଛି l ଆଗାମୀ ଦିନରେ ୨ ଶହ ଟନ ବିକ୍ରୀ ଯୋଗ୍ୟ କଫି ଉତ୍ପାଦନ ହେବ ବୋଲି ବିଭାଗ କହିଛି l ତେବେ ପ୍ରକୃତରେ ସରକାରଙ୍କ ଏହି କଫି ମିଶନ କାର୍ଯ୍ୟକ୍ରମ କେତେଦୂର ସଫଳ ହେବ ତାହା ସମୟ ହିଁ କହିବ l ଏଣୁ ବର୍ତମାନ ସରକାର ଭିଜିଲାନ୍ସ ବିଭାଗ ଦ୍ୱାରା ଏହି ବିଭାଗ ରେ ଚାଲିଥିବା ଦୁର୍ନୀତି ଓ ଅନିୟମିତତା ର ନିରପେକ୍ଷ ତଦନ୍ତ କରି ଦୁର୍ନୀତି ରେ ସମ୍ପୃକ୍ତ ଥିବା ଅଫିସର ଓ କର୍ମଚାରୀ ଙ୍କ ବିରୁଧରେ ଆବଶ୍ୟକ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାରିଙ୍ଗବାଡିର ବହୁ ବୁଦ୍ଧିଜୀବୀ ଓ ସ୍ଥାନୀୟ ଜନସାଧାରଣ ଦାବୀ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version