• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାତ୍ୟା ‘ଦାନା’ ପ୍ରଭାବିତଙ୍କୁ ସହାୟତା ପାଇଁ ହେଲ୍ପଲାଇନ ଜାରି କଲା ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
October 24, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବାତ୍ୟା ‘ଦାନା’ ପ୍ରଭାବିତଙ୍କୁ ସହାୟତା ପାଇଁ ହେଲ୍ପଲାଇନ ଜାରି କଲା ବିଜେଡି
Share on FacebookShare on TwitterWhatsapp

 ନବୀନଙ୍କ ଶାସନ କାଳରେ ବାତ୍ୟା ମୁକାବିଲା ପାଇଁ ରାଜ୍ୟରେ ସୁଦୃଢ଼ ବିପର‌୍ୟ୍ୟୟ ପରିଚାଳନା ବ୍ୟବସ୍ଥା ପ୍ରତିଷ୍ଠା ହୋଇଥିଲା

 ଦଳର ସମସ୍ତ କର୍ମୀ ଓ ନିର୍ବାଚିତ ପ୍ରତିନିଧି ବାତ୍ୟା ପ୍ରଭାବିତଙ୍କୁ ସହାୟତା ପ୍ରଦାନ ପାଇଁ ସଜାଗ

 ବିଜେଡ଼ିର ୨୪ ଘଣ୍ଟିଆ ହେଲ୍ପଲାଇନ ନଂ ଜାରି – ୯୯୩୭୦୫୨୫୭୮/୮୯୮୫୩୦୩୫୩୪

୨୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବକୁ ନେଇ ଜନମାନସରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ ରାଜ୍ୟବାସୀଙ୍କୁ ଦୃଢ଼ ମନୋବଳ ନେଇ ବାତ୍ୟାକୁ ମୁକାବିଲା କରିବା ପାଇଁ ଆହ୍ଵାନ ଦେଇଛନ୍ତି। ଓଡ଼ିଶାରେ ଏକ ସୁଦୃଢ଼ ବିପର୍ଯ୍ୟୟ ମୁକାବିଲା ବ୍ୟବସ୍ଥା ପ୍ରତିଷ୍ଠା ହୋଇଛି ଓ ଏହି ବ୍ୟବସ୍ଥା ମାଧ୍ୟମରେ ସମସ୍ତଙ୍କ ମିଳିତ ଉଦ୍ୟମରେ ରାଜ୍ୟରେ ଆସିଥିବା ଅନେକ ବାତ୍ୟାର ସଫଳ ମୁକାବିଲା କରିବାରେ ସକ୍ଷମ ହୋଇଛେ । ତେଣୁ ଭୟ ନକରି ସଜାଗ ରହି ବାତ୍ୟାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ନବୀନ ଜନ ସାଧାରଣକୁ ଆହ୍ୱାନ ଦେଇଛନ୍ତି ।ବାତ୍ୟା ମୁକାବିଲାରେ ପ୍ରଶାସନକୁ ସହଯୋଗ କରିବା ପାଇଁ ନବୀନ ଅନୁରୋଧ କରିଥିବା ବେଳେ, ଦଳର କର୍ମୀ ଓ ନିର୍ବାଚିତ ପ୍ରତିନିଧି ମାନଙ୍କୁ ଏହି ବିପଦ ସମୟରେ ଲୋକଙ୍କ ସହ ରହି ବାତ୍ୟାରେ ପ୍ରଭାବିତଙ୍କୁ ସାହାଯ୍ୟ କରିବାକୁ ନିବେଦନ କରିଛନ୍ତି। ପୂର୍ବପରି ବାତ୍ୟା ‘ଦାନା’କୁ ମଧ୍ୟ ଆମେମାନେ ସଫଳତାର ସହିତ ମୁକାବିଲା କରି ପାରିବା ବୋଲି ନବୀନ କହିଛନ୍ତି । ଆଜି ଶଙ୍ଖଭଵନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମିଡ଼ିଆ ସଂଯୋଜକ ଡ଼ଃ ଲେନିନ ମହାନ୍ତି ଓ ଡ଼ଃ ପ୍ରିୟବ୍ରତ ମାଝୀ ନବୀନଙ୍କ ଭିଡିଓ ବାର୍ତ୍ତା ବିଷୟରେ ସୂଚନା ଦେବା ସହ ନବୀନଙ୍କ ଶାସନ କାଳରେ ଓଡିଶା କିପରି ଭାବେ ବାତ୍ୟା ମୁକାବିଲା କ୍ଷେତ୍ରରେ ଏକ ଉଦାହରଣ ପାଲଟିଥିଲା ବୋଲି କହିଥିଲେ ।

ଉଲ୍ଲେଖଯୋଗ୍ୟ, ୧୯୯୯ ମହାବାତ୍ୟା ସମୟରେ ରାଜ୍ୟ ସରକାରଙ୍କ ନିକଟରେ ବାତ୍ୟା ମୁକାବିଲା ପାଇଁ କୌଣସି ବ୍ୟବସ୍ଥା ନଥିଲା, ଯେଉଁ କାରଣରୁ ପଡୋଶୀ ରାଜ୍ୟମାନଙ୍କ ଠାରୁ ସହାୟତା ଗ୍ରହଣ କରାଯାଇଥିଲା । ବାତ୍ୟା ସମୟରେ ପ୍ରଭାବିତ ଅଞ୍ଚଳର ବାସିନ୍ଦାଙ୍କୁ ସୁରକ୍ଷା ଦେବା ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ନଥିଲା । ନବୀନ ବାବୁ ଶାସନ ଭାର ଗ୍ରହଣ କରିବା ପରେ ବାତ୍ୟା ମୁକାବିଲା ପାଇଁ ଏକ ସୁଦୃଢ଼ ବାତ୍ୟା ମୁକାବିଲା ବ୍ୟବସ୍ଥା ପ୍ରତିଷ୍ଠା କରିଥିଲେ ଏବଂ ବାତ୍ୟାପ୍ରବଣ ଅଞ୍ଚଳରେ ବାତ୍ୟା ଆଶ୍ରୟସ୍ଥଳ ମାନ ନିର୍ମାଣ ହୋଇଥିଲା । ବାତ୍ୟାକୁ ମୁକାବିଲା ପାଇଁ ଆବଶ୍ୟକ ଅତ୍ୟାଧୁନିକ ଯନ୍ତ୍ରପାତି ମାନ କିଣା ଯାଇଥିଲା ଓ ତାର ସଫଳ ବ୍ୟବହାର ପାଇଁ କର୍ମଚାରୀ ମାନଙ୍କୁ ପ୍ରଶିକ୍ଷଣ ଦିଆ ଯାଇଥିଲା । ପରବର୍ତ୍ତୀ ସମୟରେ, ଅନ୍ୟ ରାଜ୍ୟର ବିପର୍ଯ୍ୟୟ ପରିଚାଳନାରେ ଓଡିଶା ସହାୟତା ପ୍ରଦାନ କରିଥିଲା ।

ଏକ ସଫଳ ବିପର୍ଯ୍ୟୟ ମୁକାବିଲା ବ୍ୟବସ୍ଥା ପ୍ରତିଷ୍ଠା କରିବା ପାଇଁ ମିଳିତ ଜାତିସଙ୍ଘ ଦ୍ୱାରା ଓଡିଶାର ଉଦ୍ୟମକୁ ପ୍ରଶଂସା କରାଯାଇଥିଲା ବୋଲି ଡ଼ଃ ଲେନିନ ମହାନ୍ତି କହିଥିଲେ । ସମ୍ଭାବ୍ୟ ବାତ୍ୟା ‘ଦାନା’ କୁ ମୁକାବିଲା କରିବା ପାଇଁ ରାଜ୍ୟରେ ସବୁ ସ୍ତରରେ ପ୍ରସ୍ତୁତି ଚାଲିଥିବା ବେଳେ, ବିଜୁ ଜନତା ଦଳ ତରଫରୁ ଏକ ହେଲ୍ପଲାଇନ ପ୍ରତିଷ୍ଠା କରାଯାଇଛି ବୋଲି ଡ଼ଃ ପ୍ରିୟବ୍ରତ ମାଝୀ ସୂଚନା ଦେଇଥିଲେ । ହେଲ୍ପଲାଇନ ପାଇଁ ଦିଆଯାଇଥିବା ଦୁଇଟି ନମ୍ବର ହେଲା, ୯୯୩୭୦୫୨୫୭୮ ଓ ୮୯୮୫୩୦୩୫୩୪ । ଏହି ଦୁଇଟି ନମ୍ବର ବାତ୍ୟା ପୂର୍ବରୁ ଓ ବାତ୍ୟା ପରେ ମଧ୍ୟ ଚବିଶ ଘଣ୍ଟା ଖୋଲା ରହିବ । ଏଥିରେ ବାତ୍ୟା ସମ୍ପର୍କିତ କୌଣସି ସହାୟତା ଆବଶ୍ୟକ କରୁଥିବା ବ୍ୟକ୍ତିମାନେ ଯୋଗାଯୋଗ କରି ପାରିବେ । ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନିର୍ବାଚିତ ପ୍ରତିନିଧିମାନେ ମଧ୍ୟ ଏହି ବାତ୍ୟାରେ ପ୍ରଭାବିତ ଲୋକଙ୍କୁ ସହାୟତା କରିବାକୁ ସଜାଗ ରହିବେ ବୋଲି ଡ଼ଃ ମାଝୀ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version