• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡମପଡ଼ା ବ୍ଲକ ସିଡିପିଓଙ୍କ ବାତ୍ୟା ପ୍ରଭାବିତ ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
October 27, 2024
in ଓଡ଼ିଶା, କଟକ, ହୋମ୍
0
ଡମପଡ଼ା ବ୍ଲକ ସିଡିପିଓଙ୍କ ବାତ୍ୟା ପ୍ରଭାବିତ ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ
Share on FacebookShare on TwitterWhatsapp

୨୬ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାତ୍ୟା ‘ଦାନା’ର ପ୍ରଭାବକୁ ଆଖିରେ ରଖି ବାଙ୍କୀ ପ୍ରଶାସନ ବିଶେଷ ଭାବରେ ତତ୍ପର ହୋଇ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ରଖାଯାଇଥିଲା । ଡମପଡ଼ା ବ୍ଲକ ସମନ୍ୱୟ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଅଙ୍ଗନୱାଡି ସୁପରଭାଇଜରମାନେ ସିଡିପିଓ ସଂଯୁକ୍ତା ସାହୁଙ୍କ ନିର୍ଦ୍ଦେଶରେ ୪୫ଗୋଟି ବାତ୍ୟା ଆଶ୍ରୟସ୍ଥଳୀରେ ମହିଳା, ଶିଶୁ ଓ ଯେଉଁମାନଙ୍କର ଚାଳଘର ଅଛି ସେମାନଙ୍କୁ ରଖିବା ସହ ସେମାନେ କିପରି ପୋଷଣ ଖାଦ୍ୟ ଖାଇବେ ସେଥିପାଇଁ ତଦାରଖ କରିଥିଲେ ।

ସେହିପରି ୨୩ରୁ ୩୦ବର୍ଷ ପର୍ଯ୍ୟନ୍ତ ଆସନ୍ନ ପ୍ରସବ ୧୨ଜଣ ଗର୍ଭବତୀ ମହିଳାଙ୍କୁ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଆଜି ଡମପଡ଼ା ବ୍ଲକ ସିଡିପିଓ ଶ୍ରୀମତୀ ସାହୁ ଡମପଡ଼ା ବ୍ଲକର ବିଭିନ୍ନ ଅଙ୍ଗୱାଡି କେନ୍ଦ୍ର ପରିଦର୍ଶନ କରି ହିତାଧିକାରୀମାନେ କିପରି ଅଛନ୍ତି ଏବଂ ସେମାନଙ୍କ ପାଖରେ ଛତୁଆ ଓ ଔଷଧ ଠିକ୍ ଭାବରେ ପହଞ୍ôଚଛି କି ନାହିଁ ତଦାରଖ କରିବା ସହିତ ଶିଶୁ ମାନଙ୍କୁ କୋହଲା ପାଗରେ ବାହାରେ ନବୁଲାଇବା ପାଇଁ ଅଭିଭାବକମାନଙ୍କୁ ଅନୁରୋଧ କରିଥିଲେ । ପରିଦର୍ଶନ ସମୟରେ ଅଙ୍ଗନୱାଡି ସୁପରଭାଇଜର ଆରତୀ ସାମଲ, ଛିତା ହେମ୍ବ୍ରମ୍ , ସଂଯୁକ୍ତା ମହାପାତ୍ର, ଛବିରାଣୀ ଗାଗାରେଇ, ଫୁଲରାଣୀ ବେହେରା ପ୍ରମୁଖ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ

October 15, 2026
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ

ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ

October 15, 2026
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version