• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ ଜନତା ପାର୍ଟି ପକ୍ଷରୁ ସଦସ୍ୟତା ଅଭିଯାନ-୨୦୨୪

Proprietor Abhimanyu Maharana by Proprietor Abhimanyu Maharana
October 28, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଭାରତୀୟ ଜନତା ପାର୍ଟି ପକ୍ଷରୁ ସଦସ୍ୟତା ଅଭିଯାନ-୨୦୨୪
Share on FacebookShare on TwitterWhatsapp

୨୭ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :-> ଭାରତୀୟ ଜନତା ପାର୍ଟି ବେଗୁନିଆ ନିର୍ବାଚନ ମଣ୍ଡଳୀ ପକ୍ଷରୁ ସଦସ୍ୟତା ଅଭିଯାନ-୨୦୨୪ ରବିବାର ନନ୍ଦିଘୋଷ ଭବନଠାରେ ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ସଦସ୍ୟତା ସଭାରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବୋଲଗଡ଼ ବ୍ଲକ ପ୍ରତିନିଧି ତଥା ବିଜେପି ଯୁବ ନେତା ରବୀନ୍ଦ୍ର ନାଥ ସୁବୁଦ୍ଧି ସଭାପତିତ୍ୱ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଯୋଗଦେଇ ଭାଜପା ପକ୍ଷରୁ ଦେଶରେ ଚାଲୁ ରହିଥିବା ସଦସ୍ୟତା ସମ୍ପର୍କରେ ଆଲୋକପାତ କରିଥିଲେ ।

ଜସ୍ବସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଶରେ ଜାରି ରହିଥିବା ଜନ ହିତକର କାର୍ଯ୍ୟର ଭୁଇଅଶୀ ପ୍ରସଂଶାକୁ ସାଧାରଣରେ ବାଣ୍ଟିଥିଲେ । ଦେଶର ଜନହିତକର କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରୁଥିବା ବିରୋଧୀଙ୍କୁ ସାଂସଦ ଶ୍ରୀମତୀ ଷଡଙ୍ଗୀ କଟୁ ସମାଲୋଚନା କରିଥିଲେ । ସେହିପରି ମୁଖ୍ୟବକ୍ତା ଭାବେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେଵ ଯୋଗେଦେଇ ଦେଶ ଓ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଓ ଭାଜପାର ସଦସ୍ୟତା ସମ୍ପର୍କରେ ସୂଚନା ଦେଇଥିଲେ ।

ସଂମ୍ମାନୀତ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ସଦସ୍ୟତାସଂଯୋଜକ ସରୋଜ କୁମାର କର, ଜିଲ୍ଲା ଭାଜପା ସଭାପତି ରଶ୍ମି ରଞ୍ଜନ ମହାପାତ୍ର,ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ବିଜୁଳି,ଜିଲ୍ଲା ପରିଷଦ ସଭ୍ୟ ଅନାଦି ସାହୁ, ଅଶୋକ ରାଉତ,ଜିଲ୍ଲା ପରିଷଦ ପ୍ରାର୍ଥୀ ମିଥୁନ ପାଇକରାୟ ଓ ସୁଦର୍ଶନ ଜେନା ପ୍ରମୁଖ ଯୋଗଦେଇ ସଦସ୍ୟତା ସମ୍ପର୍କରେ ବିଶଦ ବିବରଣୀ ବୁଥ ସ୍ତରୀୟ କର୍ମୀ ମାନଙ୍କୁ ସଦସ୍ୟତା ସମ୍ପର୍କରେ ସାଧାରଣ ରେ ଉପସ୍ଥାପନ କରିଥିଲେ ।ଜସ୍ବସୀ ମୋଦିଜୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡି ଛାମୁଆ ନେତା ତଥା ପୂର୍ବତନ ବ୍ଲକ ଉପାଧକ୍ଷ ଦୁର୍ଯ୍ୟୋଧନ ସ୍ୱାଇଁ ମଞ୍ଚରେ ଉତ୍ତରୀୟ ଓ ଟୋପି ପରିଧାନ କରି ବିଜେପିରେ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

October 14, 2026
Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ 

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

October 14, 2026
Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ 

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version