• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳିଙ୍ଗ କନ୍ୟା କଳା ପରିଷଦ ର ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ -୨୦୨୪

Proprietor Abhimanyu Maharana by Proprietor Abhimanyu Maharana
October 28, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
କଳିଙ୍ଗ କନ୍ୟା କଳା ପରିଷଦ ର ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ -୨୦୨୪
Share on FacebookShare on TwitterWhatsapp

୨୭ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଣପୁର :-> ବାଣପୁର ର ପ୍ରଗତି ଶୀଳ ସାଂସ୍କୃତିକ ଅନୁଷ୍ଠାନ କଳିଙ୍ଗ କନ୍ୟା କଳା ପରିଷଦ ପକ୍ଷରୁ ଚଳିତ ବର୍ଷ ର ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ -୨୦୨୪ ଭେଟେଶ୍ଵର ସ୍ଥିତ ଶ୍ରୀ ଶ୍ରୀ ଭେଟି ନାଥ ଦେବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ମଞ୍ଚ ନାଟ୍ୟ ନିର୍ଦେଶକ ପ୍ରମୋଦ କୁମାର ସ୍ଵାଇଁ, ନାଟ୍ୟକାର ଭିକାରୀ ଚରଣ ପ୍ରଧାନ, ନାଟ୍ୟ ସଙ୍ଗଠିକା ରଞ୍ଜୁଵାଳା ଚମ୍ପତିରାୟ ଙ୍କ ସାମଗ୍ରିକ ପରିଚାଳନା ରେ ଅ ନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ସୁକାନ୍ତ କୁମାର ବିଶ୍ବାଳ ଯୋଗଦେଇ ଶିଳ୍ପୀ ମାନଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ ପୂର୍ଵକ କଳାକାର ମାନଙ୍କୁ ପ୍ରୋତ୍ସାହିତ କରିଥିଲେ।

ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ନିରବଚ୍ଛିନ୍ନ ସମାଜସେବା ପାଇଁ ସୁକାନ୍ତ କୁମାର ବିଶ୍ବାଳ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଗତ ବିଶ୍ଵ ନାଟ୍ୟ ମେଳା ୨୦୨୪ରେ ଜାତୀୟ ସ୍ତରରେ ପୁରସ୍କାର ଲାଭ କରିଥିବା କଳାକାର ଲକ୍ଷ୍ମୀ ସ୍ବାଇଁ, ଅନିତା ପ୍ରଧାନ,ପାପାଲି ସାଶମଲ, ରାଜଶ୍ରୀ ପଲେଇ ପ୍ରମୁଖ ଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ସ୍ଵତନ୍ତ୍ର ଭାବରେ ପୁରସ୍କୃତ କରାଯିବା ସହ ଶ୍ରେଷ୍ଠ ନାଟ୍ୟକାର ଭାବେ ଭିକାରୀ ଚରଣ ପ୍ରଧାନ,

ଶ୍ରେଷ୍ଠ ନିର୍ଦେଶକ ଭାବେ ପ୍ରମୋଦ କୁମାର ସ୍ଵାଇଁ, ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଭାବେ ସରୋଜକାନ୍ତ ସାଶମଲ ଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ପରିଶେଷରେ ଆଗାମୀ ବିଶ୍ଵ ନାଟ୍ୟ ମେଳା ୨୦୨୫ ପାଇଁ ଭିକାରୀ ଚରଣ ପ୍ରଧାନ ଙ୍କ ରଚିତ ଏବଂ ପ୍ରମୋଦ କୁମାର ସ୍ଵାଇଁ ଙ୍କ ନିର୍ଦ୍ଦେଶିତ ନାଟକ ଅହି ନନ୍ଦିନୀ ବାବା ଭେଟି ନାଥଙ୍କ ପାଖରେ ସମର୍ପିତ କରାଯିବା ସହ ପାଣ୍ଡୁଲିପି ପୂଜନ ଅନୁଷ୍ଠିତ ହୋଇ ପୂର୍ଵାଭ୍ୟାସ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026
ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version