• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନଭେମ୍ବର ୦୨ରୁ ଗୋ ନବରାତ୍ରୀ ମହୋତ୍ସବ – ୨୦୨୪

Proprietor Abhimanyu Maharana by Proprietor Abhimanyu Maharana
October 30, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ନଭେମ୍ବର ୦୨ରୁ ଗୋ ନବରାତ୍ରୀ ମହୋତ୍ସବ – ୨୦୨୪
Share on FacebookShare on TwitterWhatsapp

୨୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ଵର  :->  ଆନନ୍ଦ ଓ ସୌଭାଗ୍ୟର ବିଷୟ, ପରମପୁଜ୍ୟ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜଙ୍କର ଦିବ୍ୟ ମାର୍ଗଦର୍ଶନରେ ପବିତ୍ର ଗୋ ନବରାତ୍ରି ଚଳିତ ବର୍ଷ ହରିହରାନନ୍ଦ ଗୁରୁକୁଳମ, ବାଲିଘାଇ, ପୁରୀ ଠାରେ ଗୁରୁଗୋବିନ୍ଦ ଗୋସେବାଶ୍ରମ ଓ ଓଡିଶା ଗୋସେବା ସମିତିର ମିଳିତ ସହଯୋଗରେ ତା ୨.୧୧.୨୦୨୪ ରିଖ ଠାରୁ ତା ୧୦.୧୧.୨୦୨୪ ରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଅଛି । ଏହି ପବିତ୍ର ଅବସରରେ ନବଦିନ ବ୍ୟାପି ଜ୍ଞାନଯଜ୍ଞ, ନାମଯଜ୍ଞ, ଘୃତଯଜ୍ଞ, ଜପଯଜ୍ଞ ଏବଂ ଅନ୍ନଯଜ୍ଞ7 ଅନୁଷ୍ଠିତ ହେବ ।

ଗୋସେବାଶ୍ରମ ପରିସରରେ ଥ‌ିବା ଗୋମାତାଙ୍କ ନିମନ୍ତେ ପ୍ରତ୍ୟେକ ଦିନ ଗୋ ଭଣ୍ଡାର ଓ ଗୋପାଷ୍ଟମୀ ଦିନ ଶ୍ରୀଜଗନ୍ନାଥ ଧାମ, ଶ୍ରୀକ୍ଷେତ୍ର ପୁରୀର ସମସ୍ତ ଅସହାୟ ଗୋବଂଶଙ୍କ ନିମନ୍ତେ ଗୋଭଣ୍ଡାରର ଆୟୋଜନ କରାଯାଉଛି । ବ୍ରହ୍ମର୍ଷି ବାଟିକା, ବୃନ୍ଦାବନର ପୂଜ୍ୟ ସନ୍ଥ ବାବାଜୀ ଶ୍ରୀ ଦୀନବନ୍ଧୁ ଦାସ ମହାରାଜଜୀ ତା୩.୧୧.୨୪ ଠାରୁ ତା୯.୧୧.୨୪ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପି “ଗୋଭାଗବତ କଥା” ପ୍ରବଚନ କରିବାକୁ ସଦୟ ସ୍ବୀକୃତି ପ୍ରଦାନ କରିଛନ୍ତି ।

ଲବ୍ଧ ପ୍ରତିଷ୍ଠିତ ଗୋ ବିଜ୍ଞାନୀ ଏବଂ ଗୋ ଗବେଷକ ମାନଙ୍କୁ ନେଇ ଗୋ ଆଧାରିତ କୃଷି ଏବଂ ଗୋଜାତ ପଦାର୍ଥର ପ୍ରସ୍ତୁତି ପ୍ରଣାଳୀ ଉପରେ 3ତାରିଖ ଠାରୁ ୨ ତାରିଖ ପର୍ଯ୍ୟନ୍ତ କର୍ମଶାଳାର ଆୟୋଜନ ହେଉଅଛି । ଏହି ପବିତ୍ର ଗୋ ନବରାତ୍ରି ଗତ ୨୦୨୨ ମସିହାଠାରୁ “ଗୋ ସେବା ସପ୍ତାହ” ଭାବରେ ଗୁରୁ ଗୋବିନ୍ଦ ଗୋ ସେବାଶ୍ରମ ଦ୍ବାରା ପାଳିତ ହେଉଅଛି ଏବଂ ଏହି ଅବସରରେ ଗୋମାତାଙ୍କର ସେବା ନିମନ୍ତେ ସ୍ୱତନ୍ତ୍ର ସ୍ବାସ୍ଥ୍ୟ ସେବା ଶିବିର ଓ ଗୋଭଣ୍ଡାର ର ଆୟୋଜନ କରାଯାଉଛି ।

ପରମପୂଜ୍ୟ ପରମହଂସ ପ୍ରଜ୍ଞାନାନନ୍ଦ ଙ୍କର ଦିବ୍ଯପ୍ରେରଣା ଓ ମାର୍ଗ ଦର୍ଶନ ଏବଂ ସମସ୍ତ ଗୋଭକ୍ତ ମାନଙ୍କର ଅକୁଣ୍ଠ ସାହାଯ୍ୟ ଓ ସହଯୋଗରେ ଗୁରୁ ଗୋବିନ୍ଦ ଗୋ ସେବାଶ୍ରମ, ବାଲିଘାଇ ୧୩୫୦ ଅସହାୟ ଗୋବଂଶ ଏବଂ ୪୦୦ ଭାରତୀୟ ଦେଶୀ ଗୋମାତା ଙ୍କର ଏକ ସ୍ବର୍ଗୀୟ ଓ ମନୋରମ ଉପବନ ହୋଇପାରିଛି । ଏହି ପାବନ ଉତ୍ସବ ଅବସରରେ ଆପଣଙ୍କ ଦିବ୍ୟ ଉପସ୍ଥିତି ଓ ସଦୟ ସହଯୋଗ କାମନା କରାଯାଇଅଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version