• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀରେ ପଥ ଉତ୍ସବ ଜରିଆରେ ଭୋଟରଙ୍କୁ ସଚେତନ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 30, 2024
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀରେ ପଥ ଉତ୍ସବ ଜରିଆରେ ଭୋଟରଙ୍କୁ ସଚେତନ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୨୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷୀପ୍ତ ସଂଶୋଧନ-୨୦୨୫ ତଥା ନୂତନ ଭୋଟରମାନଙ୍କୁ ସଚେତନ କରାଇବା ଉପଲକ୍ଷେ ଆଜି ଉପଖଣ୍ଡରେ ଏହି ଅବସରରେ ଉପଜିଲ୍ଲାପାଳ ଦେବୀପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ପଥ ଉତ୍ସବ ଆୟୋଜନ କରାଯାଇଥିଲା । ଏହି ଉତ୍ସବ ସକାଳ ୭.୩୦ମି. ସମୟରେ ବାଙ୍କୀ ଡମପଡ଼ା ବ୍ଲକ କାର୍ଯ୍ୟାଳୟ ଠାରୁ ବାହାରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା । ଉପଖଣ୍ଡରେ ଥିବା ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଛାତ୍ରଛାତ୍ରୀମାନେ ଏହି ସଚେତନା କାର୍ଯ୍ୟକ୍ରମରେ ଯୋଗଦେଇ ପ୍ଳାଗ୍‌କାର୍ଡ ମାଧ୍ୟମରେ ଜନସାଧାରଣଙ୍କ ମଧ୍ୟରେ ନିର୍ବାଚନରେ ମତଦାନର ଗୁରୁତ୍ୱ ଓ ମହତ୍ୱ ସଂପର୍କରେ ସଚେତନତାର ବାର୍ତ୍ତା ପହଞ୍ଚାଇଥିଲେ ।

ଏହା ସହିତ ବାଙ୍କୀ କଲେଜ ଛକ, ନୃସିଂହ ଛକ, ଶନିମନ୍ଦିର ଛକ ଏବଂ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନାଟକ ଓ ନୃତ୍ୟର ଆୟୋଜନ କରାଯାଇ ଆଗାମୀ ନିର୍ବାଚନରେ ଭାଗନେବାକୁ ଥିବା ନୂତନ ଭୋଟରମାନଙ୍କ ମଧ୍ୟରେ ସଚେନତା ସୃଷ୍ଟି କରାଯାଇଥିଲା । ଉପଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତି କାର୍ଯ୍ୟକ୍ରମର ବିବରଣୀ ଦେବା ସହ ନିଜର ବାର୍ତ୍ତାରେ ଭୋଟରମାନଙ୍କୁ ମତଦାନ କରିବା ନିମନ୍ତେ ଉତ୍ସାହିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଡମପଡ଼ା ତହସିଲଦାର ସୂଚୀସ୍ମିତା ଦାସ, ବାଙ୍କୀ ତହସିଲଦାର ଅଶେଷ କୁମାର ନାୟକ, ଏନ୍‌.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀ ସଂପଦ କୁମାର ସ୍ୱାଇଁ , ଉପଖଣ୍ଡ ଭାରପ୍ରାପତ ସୂଚନା ଓ ଲୋକସଂପର୍କ ଅଧକାରୀ କାଳୀଚରଣ ତ୍ରିପାଠୀ ଓ ଉପଖଣ୍ଡର ଅନ୍ୟାନ୍ୟ ସରକାରୀ ଅଧିକାରୀ ଓ କର୍ମଚାରୀଗଣ ଏବଂ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ମୁଖ୍ୟକିରାଣୀ ଶ୍ରୀମତୀ ଜୟନ୍ତୀ ରାଉତ ଓ ନାଜର ପଠାଣୀ ବାରିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version