• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ମହୋତ୍ସବ ଦ୍ୱିତୀୟ ସନ୍ଧ୍ୟା : ବରଗଡ଼ର ଡାଲଖାଇ ଓ ସୁନ୍ଦରଗଡ଼ର ରସରକେଲି ଧୁମ ମଚେଇଲେ – ନୟାଗଡ଼

Proprietor Abhimanyu Maharana by Proprietor Abhimanyu Maharana
December 25, 2019
in ଓଡ଼ିଶା, ମନୋରଞ୍ଜନ, ହୋମ୍
0
ଜିଲ୍ଲା ମହୋତ୍ସବ ଦ୍ୱିତୀୟ ସନ୍ଧ୍ୟା : ବରଗଡ଼ର ଡାଲଖାଇ ଓ ସୁନ୍ଦରଗଡ଼ର ରସରକେଲି ଧୁମ ମଚେଇଲେ – ନୟାଗଡ଼
Share on FacebookShare on TwitterWhatsapp

ନୟାଗଡ ଜିଲ୍ଲା (ଓଡିଶା ତାଜା ନିଉଜ୍) ରଣପୁର 25.12.2019 :- ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଆଜି ଦ୍ୱିତୀୟ ଦିବସ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୈାମ୍ୟରଂଜନ ପଟ୍ଟନାୟକ ଯୋଗ ଦେଇଥିଲେ । ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନଚନ୍ଦ୍ର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଲୋକନାଥ ସାହୁ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇଥିଲେ ।

ଗଣତନ୍ତ୍ରରେ ଲୋକମାନଙ୍କୁ ବାନ୍ଧି ରଖିବାରେ ଉତ୍ସବର ଏକ ସ୍ୱତନ୍ତ୍ର ଭୂମିକା ରହିଥିବା ମୁଖ୍ୟ ଅତିଥି ଶୀଯୁକ୍ତ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିବା ସହ ସାମାଜିକ ବ୍ୟବସ୍ଥାରେ ଉତ୍ସବ ସବୁ ଚାର୍ଜର ସଦୃଶ ବୋଲି କହିଥିଲେ । ନୟାଗଡ଼ ମାଟି ହେଉଛି କଳା, ସାହିତ୍ୟ, ସଂସ୍କୃତିର ମାଟି । ଏଠି ମହାନଦୀଠାରୁ ଆରମ୍ଭ କରି ପଠାଣି ସାମନ୍ତଙ୍କ ଯାଏଁ ଅନେକ କିମ୍ବଦନ୍ତି ରହିଥିବା ନେଇ ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ କହିଛନ୍ତି । ସମ୍ମାନିତ ଅତିଥି ଶ୍ରୀ ସାହୁ ତାଙ୍କ ବକ୍ତବ୍ୟରେ ନୟାଗଡ଼ର ମାଟିର କଥା କହିବା ସହ ପ୍ରଶାସନର ଉଦ୍ୟମକୁ ପ୍ରଶଂସା କରିଥିଲେ ।

ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ସଂଯୋଜନା କରିଥିଲେ । ଆଜିର ସଂନ୍ଧ୍ୟାରେ ସର୍ବ ପ୍ରଥମେ ସ୍ଥାନୀୟ କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ନୟାଗଡ଼ ୟୁନିଟେକ୍ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ନୟାଗଡ଼ ବନ୍ଦନା ପରିବେଷଣ କରାଯାଇଥିଲା । ବରଗଡ଼ କଳାଜୀବୀ ଡ୍ୟାନ୍ସ ଗ୍ରୃପ ଦ୍ୱାରା ଅନୁଷ୍ଠିତ ଡାଲଖାଇ ନୃତ୍ୟ ବେଶ୍ ଚିତାକର୍ଷକ ଥିଲା । ସେହିଭଳି ସୁନ୍ଦରଗଡ଼ର ରସରକେଲି ଏବଂ କଳାହାଣ୍ଡି ବଜାସାଲା ଅନୁଷ୍ଠିତ ହୋଇଥିଲା । (ଓଡିଶା ତାଜା ନିଉଜ୍) ରିପୋର୍ଟ – ସୋନାଲି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version