
ଓଡିଶା ତାଜା ନ୍ୟୁଜ୍ (୧୯ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୦,୬୨,୪୬୯ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୭,୧୨୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୪୫,୩୧୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି , ଡାକ୍ତରଖାନାରୁ ଫେରିଛନ୍ତି । ୩୭୨ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୧,୩୮୩ ରହିଛି । ୨୧,୩୮୩ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ।














