• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଡି ଉପରେ କୋରଡା ମାଡ଼ ,ବାତ୍ୟା ଦାନାର କ୍ଷୟକ୍ଷତି ପରେ , ଜଂଗଲି ବାର୍ହା ଉପଦ୍ରବ, ଶହଶହ ଏକର ଧାନ ଫସଲ ନଷ୍ଟ

Proprietor Abhimanyu Maharana by Proprietor Abhimanyu Maharana
November 4, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବେଡି ଉପରେ କୋରଡା ମାଡ଼ ,ବାତ୍ୟା ଦାନାର କ୍ଷୟକ୍ଷତି ପରେ , ଜଂଗଲି ବାର୍ହା ଉପଦ୍ରବ, ଶହଶହ ଏକର ଧାନ ଫସଲ ନଷ୍ଟ
Share on FacebookShare on TwitterWhatsapp

୪ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ବାତ୍ୟା ଜନିତ ଲଗାଣ ବର୍ଷା ସାଂଗକୁ ଜଂଗଲି ବାର୍ହା ଉପଦ୍ରବ ଯୋଗୁଁ ଦଶପଲ୍ଲା ପଶ୍ଚିମାଞ୍ଚଳରେ ବ୍ୟାପକ ଅମଳକ୍ଷମ ଧାନ ଫସଲ ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଅଛି । ରାତ୍ରୀର ବିଳମ୍ବିତ ପ୍ରହରରେ ଜଂଗଲ ଅଂଚଳରୁ ଜଂଗଲି ବାର୍ହା ପଲ ଆସି ଅମଳକ୍ଷମ ଧାନ ଫସଲ ନଷ୍ଟ କରିବା ସଂଗେ ସଂଗେ ଦଳିମକଚି ନଷ୍ଟ କରୁଥିବା ଦେଖିବାକୁ ମିଳୁଛି ।

ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ର ବଣ ପାହାଡ ଘେରା ପଶ୍ଚିମାଞ୍ଚଳରେ ଶହଶହ ଏକର ଅମଳକ୍ଷମ ପାଚିଲା ଧାନ କ୍ଷେତ ବାରହାମାନେ ନଷ୍ଟ କରିଦେଇଛନ୍ତି । ଯଦି ଏହିପରି ସମସ୍ୟା ଲାଗିରହେ ତେବେ, ପରିବାର ଚଳାଇବା କାଠିକର ପାଠ ହେବ ବୋଲି ଆଦିବାସୀ, ହରିଜନ ଗରିବ ଚାଷୀମାନେ ଅଭିଯୋଗ କରିଛନ୍ତି ।

ଦଶପଲ୍ଲା ପଶ୍ଚିମାଞ୍ଚଳର ଟାକରା,ବୁଗୁଡା, କୁଲୁରୁକୁମ୍ପା, ବାଣିଗୋଛା, ଦୁଡା,ଚଢେୟାପଲ୍ଲୀ, ନୂଆଗାଁ ଗ୍ରାମପଞ୍ଚାୟତ ର ଶହଶହ ଏକର ଧାନଫସଲ ନଷ୍ଟ ହେଉଥିବାବେଳେ , ପ୍ରତିବର୍ଷ ଏହିଭଳି ଅନେକ ସଂଖ୍ୟକ ଚାଷୀ ମାନେ ବାରହା ଉପଦ୍ରବ ଯୋଗୁଁ ହଇରାଣ ହରକତ ହେଉଥିବା ହେଉଛନ୍ତି ।

ବନ୍ୟପ୍ରାଣୀ ବନବିଭାଗ ଉଣା ଅଧିକେ କ୍ଷତିପୂରଣ ପ୍ରଦାନ କରୁଥିଲେ ମଧ୍ୟ , ଦଶପଲ୍ଲା ବନାଚଂଳ ଟେରିଟୋରିଆଲ୍ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ । ଏହି ସମସ୍ୟାର ସ୍ଥାୟୀ ପ୍ରତିକାର କରାନଗଲେ କ୍ଷତିଗ୍ରସ୍ତ ଚାଷୀମାନେ ଆନ୍ଦୋଳନ କରିବେ ବୋଲି ଧମକ୍ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version