• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋହତ୍ୟା ନିଷିଦ୍ଧ ପାଇଁ ସମ୍ବିଧାନରେ ନିୟମ ପ୍ରଣୟନ ହେଉ

Proprietor Abhimanyu Maharana by Proprietor Abhimanyu Maharana
November 4, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗୋହତ୍ୟା ନିଷିଦ୍ଧ ପାଇଁ ସମ୍ବିଧାନରେ ନିୟମ ପ୍ରଣୟନ ହେଉ
Share on FacebookShare on TwitterWhatsapp

୪ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଆଜିର ସଂଧ୍ୟା ସୁରଭି ସତସଙ୍ଗରେ ଗୋ ନବରାତ୍ର ମହୋତ୍ସବର ସଭାପତି ସ୍ବାମୀ ସମର୍ପଣାନନ୍ଦ ଗିରି ନିଜ ଆଶିର୍ବଚନରେ କହିଥିଲେ ଯେ ଭାରତର ମୁସଲମାନ ଶାସକମାନେ ଗୋହତ୍ୟା ନିଷିଦ୍ଧ କରିଥିଲେ । କିନ୍ତୁ ଏହା ଆମର ଦୁର୍ଭାଗ୍ୟ ଯେ ସ୍ଵାଧୀନ ଭାରତର ଆମ ଶାସକମାନେ ସମ୍ବିଧାନ ପ୍ରଣୟନ ସମୟରେ ଗୋହତ୍ୟା ନିଷିଦ୍ଧ ପାଇଁ ନିୟମ ପ୍ରଣୟନକୁ ବିରୋଧ କରିଥିଲେ ବୋଲି ମତବ୍ୟକ୍ତ କରିଥିଲେ। ବୃନ୍ଦାବନରୁ ଆସିଥିବା ପୂଜ୍ୟ ଦୟାନିଧି ଦାସ ମହାରାଜ, ଗୋମାତାଙ୍କୁ ଆନନ୍ଦ ପ୍ରଦାନ କରୁଥିବାରୁ, ଦେବରାଜ ଇନ୍ଦ୍ର ଭଗବାନ୍ କୃଷ୍ଣଙ୍କର ନାମ ଗୋବିନ୍ଦ ରଖିଥିଲେ ବୋଲି ସୂଚନା ଦେଇଥିଲେ ।

ପୁରୀ ନିଗମାନନ୍ଦ ସାରସ୍ଵତ ଆଶ୍ରମର ପୂଜ୍ୟ ସ୍ବାମୀ ଶଙ୍କରାନନ୍ଦ ସରସ୍ଵତୀ ମହାରାଜ କହିଥିଲେ, ଯେଉଁ ଭାରତବର୍ଷରେ ଗୋମାତାଙ୍କ ପ୍ରତି ଯଥେଷ୍ଟ ଶ୍ରଦ୍ଧା ଓ ସମ୍ମାନ ଥିଲା, ସେହି ଭାରତବର୍ଷରେ ଗୋମାତାଙ୍କର ସୁରକ୍ଷା ପାଇଁ ଆମକୁ ଲୋକମାନଙ୍କୁ ସଚେତନ କରିବା ପାଇଁ ବଡ଼ ବଡ଼ ସଭା ଓ ସଂଗଠନ କରିବାପାଇଁ ପଡୁଛି। ଏହା ଆମ ପାଇଁ ଅତ୍ୟନ୍ତ ଦୁର୍ଭାଗ୍ୟର କଥା। ଭୁବନେଶ୍ୱର ନିଗମ କଳ୍ପତରୁ ଆଶ୍ରମର ପୂଜ୍ୟ ସ୍ବାମୀ ବ୍ରହ୍ମାନନ୍ଦ ସରସ୍ଵତୀ ମହାରାଜ ଗୋମାତାଙ୍କ କଲ୍ୟାଣରେ ବିଶ୍ଵର କଲ୍ୟାଣ ନିହିତ ଅଛି ବୋଲି ମତପ୍ରକାଶ କରିଥିଲେ ।

ସୁରଭି ସତସଙ୍ଗ ପ୍ରାରମ୍ଭରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୁରୁ ଶ୍ରୀ ଏ. ମହେଶ୍ୱର ରାଓ ଓ ତାଙ୍କ ଶିଷ୍ୟମାନେ ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ। ସତସଙ୍ଗ ପରେ ପରେ ପୂଜ୍ୟ ବାବା ଦୀନବନ୍ଧୁ ଦାସ ମହାରାଜ ଦ୍ୱିତୀୟ ଦିନର ଭାଗବତ କଥା ଆରମ୍ଭ କରିଥିଲେ। ଆଜିର ସୁରଭି ସତସଙ୍ଗ ଏବଂ ଭାଗବତ କଥାରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୩୦୦୦ରୁ ଉର୍ଦ୍ଧ୍ବ ଗୋଭକ୍ତ ଯୋଗଦେଇଥିଲେ ।

ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବର ତୃତୀୟ ଦିବସରେ ଭାରତୀୟ ଗୋବିଜ୍ଞାନ ପ୍ରଶିକ୍ଷଣର ଶୁଭ ଉଦ୍ଘାଟନ ପୂଜ୍ୟ ବାବାଜୀ ଦୀନବନ୍ଧୁ ଦାସଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେଇ କୃଷି ବିଶେଷଜ୍ଞ ଶ୍ରୀ ଏକାଦଶୀ ନନ୍ଦୀ ଦେଶୀ ବିହନର ସଂରକ୍ଷଣ ଓ କୃଷିରେ ଗୋବର, ଗୋମୂତ୍ର ଓ ଜୀବାମୃତ ପ୍ରୟୋଗ ଉପରେ ଗୁରୁତ୍ଵ ଆରୋପ କରିଥିଲେ । ପ୍ରଶିକ୍ଷାର୍ଥୀମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ରାସାୟନିକ ସାର ପ୍ରୟୋଗର ଭୟାବହ କୁପରିଣାମ ବିଷୟରେ ସଚେତନ କରାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version