• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା ଧାର୍ଯ୍ୟ ଲକ୍ଷ୍ୟର ଶତ ପ୍ରତିଶତ ସଫଳତା ପାଇଁ କାର୍ଯ୍ୟ କରନ୍ତୁ : ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ

Proprietor Abhimanyu Maharana by Proprietor Abhimanyu Maharana
November 5, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା ଧାର୍ଯ୍ୟ ଲକ୍ଷ୍ୟର ଶତ ପ୍ରତିଶତ ସଫଳତା ପାଇଁ କାର୍ଯ୍ୟ କରନ୍ତୁ : ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ
Share on FacebookShare on TwitterWhatsapp

୦୫ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଭୁବନେଶ୍ୱର :-> ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାଗୁଡ଼ିକର କାର୍ଯ୍ୟାକରିତା ଓ ସୁଫଳ ନେଇ ବିସ୍ତୃତ ସମୀକ୍ଷା କରିଛନ୍ତି । ଭୁବନେଶ୍ୱରସ୍ଥିତ ପ୍ରାଣିଚିକିତ୍ସକ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ଅନୁଷ୍ଠିତ ବୈଠକରେ ପୂର୍ବାହ୍ନରେ ମତ୍ସ୍ୟ ନିର୍ଦ୍ଦେଶାଳୟ ପ୍ରାୟୋଜିତ ବିଭିନ୍ନ ଯୋଜନା ଓ ଅପରାହ@ରେ ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶାଳୟର କାର୍ଯ୍ୟାବଳୀ ବିଷୟରେ ମନ୍ତ୍ରୀ ସମୀକ୍ଷା କରି ବିଭିନ୍ନ ଯୋଜନାରେ ଧାର୍ଯ୍ୟ ଲକ୍ଷ୍ୟର ଶତ ପ୍ରତିଶତ ସଫଳତା ହାସଲ କରିବା ପାଇଁ ଅଧିକରୁ ଅଧିକ କାର୍ଯ୍ୟାଦେଶ ପ୍ରଦାନ ଉପରେ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା, ପ୍ରାଣିସମ୍ପଦ ସମୃଦ୍ଧି ଯୋଜନା, ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ ମତ୍ସ୍ୟସମ୍ପଦ ଯୋଜନା, ମୁଖ୍ୟମନ୍ତ୍ରୀ ପ୍ରାଣିକଲ୍ୟାଣ ଯୋଜନା ଆଦିରେ ଆବଶ୍ୟକୀୟ ଲକ୍ଷ୍ୟ ହାସଲ କରି ଗୋପାଳକ, ମତ୍ସ୍ୟଚାଷୀ, ମତ୍ସ୍ୟଜୀବୀ ଓ ପ୍ରାଣୀପାଳକମାନଙ୍କ ଜୀବିକା ଓ ଆୟବୃଦ୍ଧିରେ ସହାୟକ ହେବା ପାଇଁ ମନ୍ତ୍ରୀ ଶ୍ରୀ ମଲ୍ଲିକ ଉପସ୍ଥିତ ଅଧିକାରୀମାନଙ୍କୁ କହିଥିଲେ ।

ଗ୍ରାମାଞ୍ଚଳ କୃଷକମାନଙ୍କ ପାଖରେ ଯୋଜନାଗୁଡ଼ିକର ସୁଫଳ ପହଞ୍ଚାଇବା ପାଇଁ ଯୋଜନା ବ୍ୟୟ ବୃଦ୍ଧି କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ । ମନ୍ତ୍ରୀ କହିଥିଲେ ଯେ ହିତାଧିକାରୀ ଚୟନରେ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ଯୋଗଦାନ ଓ ପରାମର୍ଶ ନିଶ୍ଚିତ କରିବା ଆବ ଶ୍ୟକ । ବ୍ଲକ୍‌ ସ୍ତର ରେ କାର୍ଯ କରୁଥିବା ବ୍ଲକ୍‌ ପ୍ରାଣିଚିକିତ୍ସା ଅଧିକାରୀ ଏବଂ ଅତରିିକ୍ତ ମତ୍ସ୍ୟ ଅଧିକାରୀମାନେ ସେ ଦିଗରେ ତ୍ୱରିତ ପଦକ୍ଷେପ ନେବା ବାଞ୍ଛନୀୟ । ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗରେ ଭିତ୍ତିଭୂମି ଉନ୍ନୟନ ପାଇଁ ଅନେକ କାର୍ଯ୍ୟକ୍ରମ ସରକାରଙ୍କ ତରଫରୁ କରାଯାଉଛି । ସେସବୁର ଉଚିତ ତଦାରଖ କରିବାକୁ ନିର୍ଦ୍ଦେଶାଳୟ ସ୍ତରୀୟ ଅଧିକାରୀମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମନ୍ତ୍ରୀ କହିଥିଲେ ଯେ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ବିଭିନ୍ନ ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ଓ ସଚେତନତା ସୃଷ୍ଟି କରିବା ପାଇଁ ସୂଚନା, ଶିକ୍ଷା ଓ ସଂଚାର ଅଭିଯାନକୁ ଆହୁରି ବ୍ୟାପକ କରିବାକୁ ହେବ ।

ଗ୍ରାମାଞ୍ଚଳରେ ସଚେତନତା ଯାନ ଚଳାଇ ଲୋକଙ୍କୁ ମତ୍ସ୍ୟଚାଷ ଓ ପ୍ରାଣିପାଳନ ସମ୍ବନ୍ଧୀୟ ସରକାରୀ ସହାୟତା ବିଷୟରେ ସୂଚନା ଦେବା ଆବଶ୍ୟକ । ରାଜ୍ୟ ଓ ଜିଲ୍ଲା ସ୍ତରରେ ସଚେତନତା ସୃଷ୍ଟି ପାଇଁ ଆୟୋଜିତ ହେଉଥିବା ମେଳା ଓ ସମାବେଶଗୁଡ଼ିକ ବ୍ଲକ ସ୍ତରକୁ ସମ୍ପ୍ରସାରିତ କରିବାକୁ ମନ୍ତ୍ରୀ ଉଲ୍ଲେଖ କରିଥିଲେ । ପ୍ରାଣିକଲ୍ୟାଣ କାର୍ଯକ୍ରମକୁ ବ୍ୟାପକ କରିବା ଉଦ୍ଦେଶ୍ୟରେୁ ଅସହାୟ ପ୍ରାଣୀଙ୍କ ନିମନ୍ତେ ନୂତନ ଗୋଶାଳା ଓ ଆଶ୍ରୟ ସ୍ଥଳ ପ୍ରତିଷ୍ଠା, ଅଧିକ ପ୍ରାଣୀ ଅମ୍ବୁଲାନ୍ସର ବ୍ୟବସ୍ଥା, ପଞ୍ଜିକୃତ ସମସ୍ତ ଗୋଶାଳାକୁ ଅନୁଦାନ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ସଚିବ ସୁରେଶ କୁମାର ବଶିଷ୍ଠ ସରକାରୀ ଯୋଜନାର ସଫଳ ରୂପାୟନ ନିମନ୍ତେ ଉପସ୍ଥିତ ଅଧିକାରୀମାନଙ୍କୁ ସମର୍ପିତ ମନୋଭାବ ନେଇ କାର୍ଯ୍ୟ କରିବାକୁ ହେବ ବୋଲି କହିଥିଲେ । ବୈଠକରେ ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦେଶକ ରାମାଶିଷ ହାଜରା ଏବଂ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version