• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପିରେ ଯୋଗ ଦେଲେ ଖଣ୍ଡପଡ଼ା ଅଞ୍ଚଳର ବିଜେଡି ନେତା ବିଭୂତି

Proprietor Abhimanyu Maharana by Proprietor Abhimanyu Maharana
November 7, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବିଜେପିରେ ଯୋଗ ଦେଲେ ଖଣ୍ଡପଡ଼ା ଅଞ୍ଚଳର ବିଜେଡି ନେତା ବିଭୂତି

Share on FacebookShare on TwitterWhatsapp

୦୬ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ନୟାଗଡ଼ ଜିଲ୍ଲା ର ସଂଗଠକ ଭାବେ ବିଜୁ ଜନତା ଦଳ ପାଇଁ ବିଗତ ୧୦ ବର୍ଷ ହେଲା କଠୋର ପରିଶ୍ରମକରୀ ନୟାଗଡ଼ ଜିଲ୍ଲାରେ ବିଜୁ ଜନତା ଦଳକୁ ସୁସଂଗଠିତ କରି ବିଜୁ ଜନତା ଦଳର ଶକ୍ତି ବୃଦ୍ଧିରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥିଲେ । ନୟାଗଡ଼ ଜିଲ୍ଲାର ସୁସଂଗଠକ ହିସାବରେ ବିଜୁ ଜନତା ଦଳ ଭଲଭାବେ ଅନୁଭବ କରିବା ସତ୍ତ୍ୱେ ଦଳ ତରଫରୁ ଅଣଦେଖା ଓ କଣ ଠେଶାକୁ ସହ୍ୟନକରିପାରି ଗତ ନିର୍ବାଚନ ର ୧୦ ଦିନ ପୂର୍ବରୁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିଲେ।

ବର୍ତମାନ ଭାରତର ଜସ୍ଵଶୀ ମାନନୀୟ ପ୍ରଧାନ ମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ଜନ କଲ୍ୟାଣକାରୀ ଯୋଜନାର ପ୍ରେରଣା ତଥା ଭାରତୀୟ ଜନତା ପାର୍ଟି ର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଦୃଢ଼ ସଙ୍ଗଠନରେ ଅନୁପ୍ରାଣିତ ହୋଇ ଭାରତୀୟ ଜନତା ପାର୍ଟିରେ। ଓଡ଼ୋଗାଁ ବ୍ଲକ , ନୟାଗଡ଼ ବ୍ଲକ ,ଖଣ୍ଡପଡ଼ା ବ୍ଲକ , ଭାପୁର ବ୍ଲକ ଓ ଦଶପଲ୍ଲା NAC ର ଶତାଧିକ କର୍ମୀ ଓ ୧୦୦୦ ରୁ ଉର୍ଦ୍ଧ ସମର୍ଥକଙ୍କ ସହିତ ଭାରତୀୟ ଜନତା ପାର୍ଟିରେ ଆଜି ଯୋଗ ଦେଇଛନ୍ତି । ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ନୟାଗଡ଼ ଜିଲ୍ଲାରୁ ଅନିତି , ଦୁର୍ନୀତି ଓ ଭ୍ରଷ୍ଟାଚାର ମୁକ୍ତକରିବା ତଥା ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ତାଙ୍କର ସଂଗ୍ରାମ ଜାରିରହିବ ନୟାଗଡ଼ ଜିଲ୍ଲାକୁ କଳଙ୍କମୁକ୍ତ କରି ବିକାଶ ପଥରେ ଆଗେଇନେବାପାଇଁ ଦୃଢ଼ ପ୍ରତିଶୃତି ବଦ୍ଧ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

October 1, 2026
ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026
ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

October 1, 2026
ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

October 1, 2026
ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version