• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନସଂଖ୍ୟା ସ୍ଥିରତା ପକ୍ଷ : ହିଞ୍ଜିଳି ବ୍ଲକ ଦ୍ଵିତୀୟ ସ୍ଥାନ ପାଇଁ ପୁରସ୍କୃତ

Proprietor Abhimanyu Maharana by Proprietor Abhimanyu Maharana
November 9, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜନସଂଖ୍ୟା ସ୍ଥିରତା ପକ୍ଷ : ହିଞ୍ଜିଳି ବ୍ଲକ ଦ୍ଵିତୀୟ ସ୍ଥାନ ପାଇଁ ପୁରସ୍କୃତ
Share on FacebookShare on TwitterWhatsapp

୦୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :->  ଜନସଂଖ୍ୟା ସ୍ଥିରତା ପକ୍ଷ -୨୦୨୪ ଅବସରରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକର ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଓ ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମିଳିତ ଭାବେ ୨ଟି ବର୍ଗରେ ଜିଲ୍ଲା ସ୍ତରରେ ଦ୍ୱିତୀୟ ସ୍ଥାନ ବଜାୟ ରଖି ସଫଳତା ହାସଲ କରିଛି। ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଏବଂ ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ମହିଳା ଓ ପୁରୁଷ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଦ୍ୱିତୀୟ ସ୍ଥାନ ବଜାୟ ରଖିଛି।

ଅନୁରୂପ ଭାବେ ପ୍ରସବ ପରବର୍ତ୍ତୀ ପରେ ଅନ୍ତଗର୍ଭାଶୟ ଗର୍ଭ ନିରୋଧକ ଉପକରଣ ପ୍ରୟୋଗ ବ୍ୟବସ୍ଥା କ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରି ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲା ମୂଖ୍ୟ ଚିକିତ୍ସାଧିକାରୀ ଡାକ୍ତର ବିଜୟ କୁମାର ପଣ୍ଡା ଓ କନ୍ଧମାଳ ଜିଲ୍ଲା ପ୍ରାକ୍ତନ ଜିଲ୍ଲା ମୂଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସନ୍ତୋଷ କୁମାର ପାଢ଼ୀଙ୍କ ଉପସ୍ଥିତିରେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ଏଵଂ

ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡାକ୍ତର ସୁବ୍ରତ ବେହେରାଙ୍କୁ ପ୍ରଶଂସାପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ପୁରୁଷ ଓ ମହିଳା ବନ୍ଧ୍ୟାକରଣ ଅସ୍ତ୍ରୋପଚାର ସମୟରେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ଶ୍ରୀକାନ୍ତ ସାହୁ, ଡାକ୍ତର ପ୍ରତିଭା କୁମାରୀ ପାତ୍ର ଓ ଡାକ୍ତର ତପନ ମଲ୍ଲ ପ୍ରମୁଖ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026
ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version