• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ ଜାତୀୟ ଆଇନ ସେବା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 11, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ଜାତୀୟ ଆଇନ ସେବା ଦିବସ ପାଳିତ
Share on FacebookShare on TwitterWhatsapp

୦୯ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ ଜିଲ୍ଲା :-> ଭାରତ ବାସୀଙ୍କୁ ସ୍ୱଳ୍ପ ସମୟ ଏବଂ ବିନା ମୂଲ୍ୟରେ ନ୍ୟାୟ ଯୋଗାଇବା ଉଦେଶ୍ୟରେ ନଭେମ୍ବର ୯ ତାରିଖ ୧୯୯୫ ମସିହାରୁ, ଜାତୀୟ ଆଇନ ସେବା ପ୍ରାଧିକରଣ ଗଠନ କରାଯାଇଅଛି । ଏହି ଉଦେଶ୍ୟରେ ଆଜିର ଦିବସ ନଭେମ୍ବର ୯ କୁ ଜାତୀୟ ଆଇନ ସେବା ଦିବସ ରୂପେ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷିରେ ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ  ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ,

ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ ଏବଂ ସଚିବ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡଙ୍କ  ତତ୍ୱାବଧାନରେ, ରଙ୍ଗୋଲୀ, ରାଲୀ, ପଥପ୍ରାନ୍ତ ନାଟକ ଏବଂ ସଚେତନତା ମାଧ୍ୟମରେ ଏହା ପାଳିତ ହୋଇଯାଇଅଛି । ଜିଲ୍ଲା ଜଜ ଏହି ଉଦେଶ୍ୟରେ ସମର୍ପିତ ରଙ୍ଗୋଲୀ ପ୍ରଦକ୍ଷଣ କରିବା ସହିତ,

ରାଲିକୁ ଉଦଘାଟନ କରି, ରାଲିରେ ଅଂଶ ଗ୍ରହଣ କରିଥିଲେ । ପରିବାର ଅଦାଲତ ବିଚାରପତି ଶ୍ରୀ ସୁବ୍ରତ କୁମାର ପଟ୍ଟନାୟକ, ପୋସ୍କୋ ଅଦାଲତ ବିଚାରପତି ଶ୍ରୀ ମାନସ କୁମାର ପଣ୍ଡା, ମହିଳା ଅଦାଲତ ବିଚାରପତି ଶ୍ରୀମତୀ ସ୍ଵୟଂପ୍ରଭା ଆଚାର୍ୟ, ବରିଷ୍ଠ ସିଭିଲ ଜଜ ଶ୍ରୀ ରବିନାରାୟଣ ବେହେରା, ରେଜିଷ୍ଟର ଡ. ନିଶାକର ସାହୁ  ଏବଂ ଏସ.ଡି.ଯେ.ଏମ   ଶ୍ରୀମତୀ ସୋନାଲୀ ସରିତା ପ୍ରମୁଖ ଉପସ୍ଥିତ ଥିଲେ ।

ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ଛାତ୍ର ଛାତ୍ରୀ, ନ୍ୟାୟ ଅଧିକାର ମିତ୍ର, ଆଇନଜୀବୀ, ପୋଲିସ ଏବଂ ସାମ୍ବାଦିକ ମାନେ ଏଥିରେ ସହଯୋଗ କରିଥିଲେ । ନୟାଗଡ ଟ୍ରାଫିକ ପୋଷ୍ଟ ପାଖରେ “ସମସ୍ତଙ୍କ ପାଇଁ ନ୍ୟାୟ” ବିଷୟରେ ଏକ ପଥପ୍ରାନ୍ତ ନାଟକ, ନ୍ୟାୟ ଅଧିକାର ମିତ୍ର ମାନଙ୍କ ଦ୍ୱାରା ପରିବେଷଣ କରାଯାଇଥିଲା । ଏହାପରେ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଜାତୀୟ ଆଇନ ସେବା ପ୍ରଧୀଙ୍କରଣ ସଙ୍ଗୀତ “ଏକ ମୁଠି ଆସମାନ” ସଙ୍ଗୀତ ଗାନ ସହ,

ଶ୍ରୀ ପବନ କୁମାର ବେହେରାଙ୍କ ସଂଯୋଜନାରେ ସଚିବ ତଥା ବରିଷ୍ଠ ବର୍ଗ ବିଚାରପତି ଶ୍ରୀମତୀ ଅଞ୍ଜଳି ମଛଖଣ୍ଡ, ବରିଷ୍ଠ ବର୍ଗ ବିଚାରପତି ଶ୍ରୀ ରବିନାରାୟଣ ବେହେରା, ବରିଷ୍ଠ ସରକାରୀ ଆଇନଜୀବୀ ଶ୍ରୀ ଦଣ୍ଡପାଣି ସ୍ୱାଇଁ, ସଦସ୍ୟ ମହମ୍ମଦ ଓମାର ମାଲିକ, ବରିଷ୍ଠ ଆଇନଜୀବୀ ଶ୍ରୀ ରମେଶ ଚନ୍ଦ୍ର ମହାରଣା, ଏହି ଦିବସ ର ବିଶେଶ୍ଵତ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ ।

ସମାଜ ସେବୀ ଉଷା ପଟ୍ଟନାୟକ, ପ୍ରାଧିକରଣ ସଭ୍ୟା ଶ୍ରୀମତୀ କ୍ଷଣପ୍ରଭା କର, ଅଧିକାର ମିତ୍ର ମାନସ ବଳବନ୍ତ ରାୟ ନିଜ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ । ଛାତ୍ରୀ ଲୋପାମୁଦ୍ରା ଦାସ ଏବଂ ପ୍ରିୟଦର୍ଶିନୀ ଦୋରା ଏହି ଉଦେଶ୍ୟରେ ଏକ ସଙ୍ଗୀତ ପରିବେଷଣ କରିଥିଲେ । ଶିକ୍ଷକ ଅଜୟ କୁମାର ମିଶ୍ର ଏବଂ ପ୍ରାଧିକରଣ ର କର୍ମଚାରୀ ବୃନ୍ଦ ସମଗ୍ର କାର୍ଯକ୍ରମ କୁ ସଂଯୋଜନା କରିଥିଲେ । ସର୍ବଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ନବକିଶୋର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

October 1, 2026
ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026
ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

October 1, 2026
ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

October 1, 2026
ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version