• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂତନ ଗ୍ରାମପଞ୍ଚାୟତ ଗଠନ ଦାବି ରେ ଜନ ଆନ୍ଦୋଳନ

Proprietor Abhimanyu Maharana by Proprietor Abhimanyu Maharana
November 11, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ନୂତନ ଗ୍ରାମପଞ୍ଚାୟତ ଗଠନ ଦାବି ରେ ଜନ ଆନ୍ଦୋଳନ
Share on FacebookShare on TwitterWhatsapp

୧୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍  ) ବାଲିଗୁଡା :-> ନୂତନ ଗ୍ରାମ ପଞ୍ଚାୟତ ଗଠନ ଦାବିରେ ତେଜିଲା ଜନ ଅସନ୍ତୋଷ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କୁ ଗଲେ ଅଞ୍ଚଳବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହେବାପରେ ନୂତନ ଗ୍ରାମପଞ୍ଚାୟତ ଗଠନ ନିମନ୍ତେ ଆବେଦନ କଲେ ମଗଡୀଙ୍ଗିଆ ଅଞ୍ଚଳ ବାସୀ । କନ୍ଧମାଳ ଜିଲ୍ଲା କ. ନୂଆଗାଁ ବ୍ଲକ ଅଧିନସ୍ଥ ବଣ୍ଡଗୁଡା ଗ୍ରାମପଞ୍ଚାୟତ ଉପରେ ନିର୍ଭର କରି ରହିଆସୁଥିଲେ ମଗଡୀଙ୍ଗିଆ ଅଞ୍ଚଳବାସୀ ଓ ଅନେକ ଅସୁବିଧାର ସମୁଖୀନ ହେଉଥିଲେ। ଦୀର୍ଘ ୧୦ ବର୍ଷ ରୁ ଉର୍ଦ୍ଧ ହେବ ଅଞ୍ଚଳବାସୀ ନିଜ ସୁବିଧା ନିମନ୍ତେ ମଗଡୀଙ୍ଗିଆ ଠାରେ ନୂତନ ଗ୍ରାମପଞ୍ଚାୟତ ଦାବି କରି ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ପର୍ଯ୍ୟନ୍ତ ଯାଇଥିଲେ ମଧ୍ୟ କୌଣସି ଫଳପ୍ରଦ ହୋଇପାରିନାହିଁ ।

ସୂଚନା ପ୍ରକାରେ ଏହି ଅଞ୍ଚଳବାସୀ ପ୍ରଥମେ ବଣ୍ଡଗୁଡା ଗ୍ରାମପଞ୍ଚାୟତରେ ଅନ୍ତର୍ଭୁକ୍ତ ଥିଲେ, ହେଲେ ସରକାରଙ୍କ ନିର୍ଦେଶ କ୍ରମେ ଜନସଂଖ୍ୟା ବୃଦ୍ଧି ଯୋଗୁଁ ଜିରିଡିକିଆ ଠାରେ ନୂତନ ପଞ୍ଚାୟତ ଗଠନ ପାଇଁ ଦାବି କରାଯାଇଥିଲା । ହେଲେ ୨୦୧୫ ମସିହାରେ ବଣ୍ଡଗୁଡା ଠାରୁ ଜିରିଡିକିଆ ମାତ୍ର ଏକ କିମି ବ୍ୟବଧାନ ରେ ପଞ୍ଚାୟତ ଗଠନ କରାଯାଇଥିଲା । ଫଳରେ ଏହି ଦଶ ଗୋଟି ଗାଁ ଲୋକେ ପାଖାପାଖି ୧୨ କିମି ଦୂରତା ହେଉଥିବା ଯୋଗୁଁ ପଞ୍ଚାୟତ କୁ ଯାଇ ରାସନ ଚାଉଳ, ଭତ୍ତା ପୁଣି ଅନ୍ୟାନ୍ୟ କାର୍ଯ୍ୟ କରିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଫଳରେ କ.ନୂଆଗାଁ ଗୋଷ୍ଠୀ ଉନୟନ ଅଧିକାରୀ ଙ୍କୁ ଲିଖିତ ଅଭିଯୋଗ କରିଥିଲେ ଅଞ୍ଚଳବାସୀ ।

କୌଣସି ସୁଫଳ ନମିଳିବାରୁ କନ୍ଧମାଳ ଜିଲ୍ଲାପାଳଙ୍କୁ ଭେଟି ଲିଖିତ ଅଭିଯୋଗ କରିଥିଲେ । କନ୍ଧମାଳ ଜିଲ୍ଲାପାଳ କୌଣସି ପଦକ୍ଷେପ ନ ନେବାରୁ ବାଧ୍ୟହୋଇ ଅଞ୍ଚଳବାସୀ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନେଇଥିଲେ, ସେଠାରେ ବର୍ତ୍ତମାନ ସୁଦ୍ଧା ବିଚରାଧୀନ ଥିବା ଜଣାପଡ଼ିଛି । ବର୍ତ୍ତମାନ ନୂତନ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଅଭିଯୋଗ ପ୍ରକଷ୍ଠ କୁ ଯାଇ ଲିଖିତ ଅଭିଯୋଗ କରିଥିଲେ । କନ୍ଧମାଳ ଜିଲ୍ଲାପାଳ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରି କେବେ ଅଂଚଳବାସୀ ଙ୍କୁ ଉଚିତ ନ୍ୟାୟ ଦେଉଛନ୍ତି ତାହା ଦେଖିବାକୁ ବାକିରହିଲା। ଯଦି ଆଗାମୀ ଦିନରେ ଏହାର କାର୍ଯ୍ୟକାରୀ ନହେଲେ ବ୍ଲକ କାର୍ଯ୍ୟାଳୟ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ପାଇଁ କଠୋର ଚେତାବନୀ ଦେଇଛନ୍ତି ଅଞ୍ଚଳବାସୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version