• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ୱାଇଆଇ ଭୁବନେଶ୍ୱର ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନର ଏକ ଅଂଶ ଭାବରେ ‘ୱାଇଆଇ ରନ୍ – ଭୁବନେଶ୍ୱର – ରାଇଜ ଏବୋଭ ଆଡିକ୍ସନ ଆଣ୍ଡ ବ୍ରେକ ଦି ସାଇଲେନ୍ସ ‘ ଶୀର୍ଷକ ମାରଥନ୍ ର ଦ୍ୱିତୀୟ ସଂସ୍କରଣ ଆୟୋଜନ କରୁଛି

Proprietor Abhimanyu Maharana by Proprietor Abhimanyu Maharana
November 12, 2024
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ମହାନଗର, ହୋମ୍
0
ୱାଇଆଇ ଭୁବନେଶ୍ୱର ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନର ଏକ ଅଂଶ ଭାବରେ ‘ୱାଇଆଇ ରନ୍ – ଭୁବନେଶ୍ୱର – ରାଇଜ ଏବୋଭ ଆଡିକ୍ସନ ଆଣ୍ଡ ବ୍ରେକ ଦି ସାଇଲେନ୍ସ ‘ ଶୀର୍ଷକ ମାରଥନ୍ ର ଦ୍ୱିତୀୟ ସଂସ୍କରଣ ଆୟୋଜନ କରୁଛି
Share on FacebookShare on TwitterWhatsapp

୧୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍  ) ଭୁବନେଶ୍ଵର :-> ସିଆଇଆଇ ୟଙ୍ଗ ଇଣ୍ଡିଆନସ ଭୁବନେଶ୍ୱର ପକ୍ଷରୁ ଦ୍ୱିତୀୟ ‘ୱାଇଆଇ ରନ୍ – ଭୁବନେଶ୍ୱର’ ଆୟୋଜନ କରାଯାଇଛି । ‘ୱାଇଆଇ ରନ୍ – ଭୁବନେଶ୍ୱର – ରାଇଜ ଏବୋଭ ଆଡିକ୍ସନ ଆଣ୍ଡ ବ୍ରେକ ଦି ସାଇଲେନ୍ସ ‘ ବୋଲି କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସମର୍ଥନ କରିଛି। ନଭେମ୍ବର ୧୭ ତାରିଖ ରବିବାର କଳିଙ୍ଗ ଷ୍ଟାଡିୟମରେ ଏହି କମ୍ୟୁନିଟି ରନ୍ ଅନୁଷ୍ଠିତ ହେବାକୁ ଯାଉଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ମାନସିକ ସ୍ୱାସ୍ଥ୍ୟ ଓ ନିଶା ଦ୍ରବ୍ୟ ସେବନ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ସମସ୍ତଙ୍କ ପାଇଁ ସୁସ୍ଥ, ନିଶାମୁକ୍ତ ଜୀବନ ପାଇଁ ପ୍ରେରଣା ଦେବା ନିମନ୍ତେ ୱାଇଆଇ ଭୁବନେଶ୍ୱରର ପ୍ରମୁଖ ‘ଭୁବନେଶ୍ୱର ବାଇ ନାଇଟ୍’ ମାରାଥନ୍ ର ଲକ୍ଷ୍ୟ ରହିଛି ।

ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣର ବରିଷ୍ଠ ଅଧିକାରୀ, ଅଭିନେତା, ସାମାଜିକ କର୍ମୀ ଏବଂ ଜାତୀୟ ରଗବୀ ଖେଳାଳି ରାହୁଲ ବୋଷ ଏହି କାର୍ଯ୍ୟକ୍ରମକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ।
ଏହି ମାରାଥନରେ ସମସ୍ତ ସମ୍ପ୍ରଦାୟର ସଦସ୍ୟ, ସଂଗଠନ, ଫୋରମ୍, ଡାକ୍ତରୀ ଜଗତ ଏବଂ ଫିଟନେସ୍ ପ୍ରେମୀ, ସ୍କୁଲ ଓ କଲେଜ, ବରିଷ୍ଠ ନାଗରିକ ଓ କର୍ପୋରେଟ୍ ମାନଙ୍କୁ ଏକାଠି ହୋଇ ନିଶାମୁକ୍ତ ଓଡ଼ିଶା ପାଇଁ ଦୌଡ଼ିବାକୁ ନିମନ୍ତ୍ରଣ କରାଯାଇଛି ।

ପ୍ରତିଯୋଗୀମାନେ ୨.୫ କିଲୋମିଟର ଫନ୍ ରନ୍ (ନନ୍-ଟାଇମଡ୍), ୫ କିଲୋମିଟର ଟାଇମଡ୍ ରନ୍, ୧୦ କିଲୋମିଟର ଟାଇମଡ୍ ରନ୍ ଦ୍ବାରା ତିନୋଟି ବର୍ଗରେ ମୋଟ ୧,୦୨,୦୦୦ ଟଙ୍କା ନଗଦ ପୁରସ୍କାର ଜିତିବାର ସୁଯୋଗ ପାଇବେ । ଆସନ୍ତୁ ଆମର ଯୁବବର୍ଗଙ୍କୁ ବଞ୍ଚାନ୍ତୁ, ଆମର ପିଲାମାନଙ୍କୁ ବଞ୍ଚାନ୍ତୁ ଏବଂ ଆମର ପରିବାରକୁ ବଞ୍ଚାନ୍ତୁ । ନିଶାମୁକ୍ତ ଓଡ଼ିଶା ପାଇଁ ୱାଇଆଇ ରନ୍-ଭୁବନେଶ୍ୱର ବାଇ ନାଇଟ୍ ରାଇଜ ଏବୋଭ ଆଡିକ୍ସନ ଆଣ୍ଡ ବ୍ରେକ ଦି ସାଇଲେନ୍ସ , ୧୭ ନଭେମ୍ବର ୨୦୨୪ ସନ୍ଧ୍ୟା ୭ ଘ. କଳିଙ୍ଗ ଷ୍ଟାଡିୟମ, ଭୁବନେଶ୍ଵର ପଞ୍ଜୀକରଣ ଏବଂ ଅଧିକ ବିବରଣୀ ପାଇଁ https://ironmonk.fit/yirunbbsr.php କିମ୍ୱା ନିମ୍ନରେ କ୍ୟୁଆର୍ କୋଡ୍ ସ୍କାନ୍ କରନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version