• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୯ ତମ ମଣ୍ଡଳସ୍ତରୀୟ ବିଜ୍ଞାନ ମେଳା ବିଜ୍ଞାନର ଗୁରୁତ୍ଵ ବୁଝାଇଲେ ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
November 12, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
୨୯ ତମ ମଣ୍ଡଳସ୍ତରୀୟ ବିଜ୍ଞାନ ମେଳା ବିଜ୍ଞାନର ଗୁରୁତ୍ଵ ବୁଝାଇଲେ ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୧୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍  ) ନୂଆଗାଁ  :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ୨୯ ତମ ମଣ୍ଡଳସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ବିଜ୍ଞାନ ମେଳାରେ ୧୧୮ ଟି ପ୍ରକଳ୍ପ ନେଇ ବ୍ଲକ୍ ରୁ ଛାତ୍ର ଛାତ୍ରୀ ମାନେ ପ୍ରଦର୍ଶନ କରିଥଲେ।ବ୍ଲକ୍ ଶିକ୍ଷା ଅଧିକାରୀ ତଥା ବିଜ୍ଞାନ ମେଳା କମିଟି ସଭାପତି ଭକ୍ତି ବିନୋଦ ସଲ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଦୈନନ୍ଦିନ ଜୀବନରେ ବିଜ୍ଞାନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ବିଜ୍ଞାନ ଯୋଗୁ ପିଲାମାନଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଦୂର ହେବାସହ କୌଣସି ବିଷୟକୁ ଅନ୍ଧ ବିଶ୍ବାସ ସହକାରେ ଗ୍ରହଣ ନକରି କାରଣ ଖୋଜୁଛନ୍ତି ।

ପରିବେଶ ଉପଯୋଗୀ ବିଜ୍ଞାନ ପ୍ରଯୁକ୍ତି ବିଦ୍ୟା କଣ ସେ ଉପରେ ବିସ୍ତୃତ ଭାବେ ବୁଝାଇଥିଲେ ଦଶପଲ୍ଲା ବିଧାୟକ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳବେହେରା, ନୂଆଗାଁ ସରପଞ୍ଚ ଅମିତା ପରିଡ଼ା, ପାରାଢିପି ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ, ଏ ବି ଇ ଓ ଜ୍ୟୋସ୍ନାରାଣୀ ସେଠୀ,କବିତା କୁମାରୀ ଦାଶ,ନୂଆଗାଁ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ଭୀମସେନ ଦାସ ପ୍ରମୁଖ ଯୋଗ ଦେଇଥିଲେ। ୭ ଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ବେଳେ ବିଚାରକ ଭାବେ ପ୍ରତାପ କୁମାର ଶତପଥୀ,ସସ୍ମିତା ଦାସ ଯୋଗ ଦେଇଥିଲେ।

ବ୍ଲକ୍ ସ୍ତରରେ ତୃତୀୟ ରୁ ପଞ୍ଚମ ଶ୍ରେଣୀ ମଧ୍ୟରେ ସରକାରୀ ପ୍ରାଥମିକ ବିଦ୍ୟାଳୟ କୋରଡ଼ା ର କୁନି ବୈଜ୍ଞାନିକ ଆଦ୍ୟସା ପ୍ରିୟଦର୍ଶିନୀ, ସରକାରୀ ପ୍ରାଥମିକ ବିଦ୍ୟାଳୟ ଥୁଆବାରୀର କୁନି ବୈଜ୍ଞାନିକ ଦୁର୍ଗାପ୍ରସାଦ ସେଠୀ, ରାମେଶ୍ବର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଖାଲମଡା ର କୁନି ବୈଜ୍ଞାନିକ ଶୁଭଙ୍କର ସାହୁ ଏବଂ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଘଡେଇବନ୍ଧ କୁନି ବୈଜ୍ଞାନିକ ରାଜଲକ୍ଷ୍ମୀ ଓଡନ୍ଦରା,ସରକାରୀ ଉଚ୍ଚ ବିଦ୍ୟାଳୟ ଡିମିରି ପଲ୍ଲୀ ର କୁନି ବୈଜ୍ଞାନିକ ଜେଫତ ମାଝୀ, ସରକାରୀ ଉଚ୍ଚ ବିଦ୍ୟାଳୟ

,ନୂଆଗାଁ ର କୁନି ବୈଜ୍ଞାନିକ ଶିବାନୀ ପ୍ରଧାନ,ଜନଶକ୍ତି ଉଚ୍ଚ ବିଦ୍ୟାଳୟ ଚାହାଳି ର କୁନି ବୈଜ୍ଞାନିକ ଶକ୍ତି ପ୍ରକାଶ ନାୟକ, ଜଗନ୍ନାଥ ପ୍ରସାଦ ଉଚ୍ଚ ବିଦ୍ୟାଳୟ ର କୁନି ବୈଜ୍ଞାନିକ ବିଶ୍ବଭୂଷଣ ହରିଚନ୍ଦନ,ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନୂଆଗାଁ ର କୁନି ବୈଜ୍ଞାନିକ ଲୋପାମୁଦ୍ରା ପ୍ରଧାନ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦେଉଳୀ ର କୁନି ବୈଜ୍ଞାନିକ ବିକ୍ରମ ତ୍ରିପାଠୀ ଙ୍କୁ ମୁଖ୍ୟ ଅତିଥି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ପୁରସ୍କାର ପ୍ରଦାନ କରିଥିଲେ । ସେହିପରି ଉଦଘାଟନୀ କାର୍ଯ୍ୟକ୍ରମ ରେ ସାଂସଦ ଙ୍କ ପ୍ରତିନିଧି ଭୀମସେନ ସେଠୀ ,ବିଡ଼ିଓ , ତହସିଲଦାର,ବ୍ଲକ୍ ଉପାଧ୍ୟକ୍ଷ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ କୁ ଶିକ୍ଷକ ବିନାୟକ ପରିଡ଼ା,ସି ଆର୍ ସି ସି ଶ୍ରୀନିବାସ ରଥ ,କୈଳାଶ ନାୟକ ,ଶିକ୍ଷୟତ୍ରୀ କବିତା ପ୍ରଧାନ ପରିଚାଳନା କରିଥିବା ବେଳେ ବିଜ୍ଞାନ ମେଳା ର ବିଭିନ୍ନ କମିଟିରେ ଥିବା ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version