• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଣ୍ଡା ଜନଜାତିର ଝିଅ କୁମାରୀ ବିନି ମୁଦୁଲିଙ୍କୁ ସଂଗଠନ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
November 12, 2024
in ଓଡ଼ିଶା, ମାଲକାନଗିରି, ହୋମ୍
0
ବଣ୍ଡା ଜନଜାତିର ଝିଅ କୁମାରୀ ବିନି ମୁଦୁଲିଙ୍କୁ ସଂଗଠନ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

୧୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍  ) ମାଲକାନଗିରି :->  ମାଲକାନଗିରି ଜିଲ୍ଲା ସ୍ତରୀୟ ଲୋକ ସଙ୍ଗଠନ “ଶ୍ରମଜୀବୀ ସଂଗଠନ (SJS) ଓ ମହିଳା ଶ୍ରମଜୀବୀ ସଂଗଠନ (MSJS), ମାଲକାନଗିରି”,ଓଡ଼ିଶା ଶ୍ରମଜୀବୀ ମଞ୍ଚ (OSM) ଓ ମହିଳା ଶ୍ରମଜୀବୀ ମଞ୍ଚ ଓଡ଼ିଶା (MSMO), ଆତ୍ମଶକ୍ତି ଟ୍ରଷ୍ଟ ଦ୍ୱାର ସୋମବାର ଦିନ ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକ,ଗୋବିନ୍ଦପାଲ୍ଲୀ ପଞ୍ଚାୟତର ରାଜୀବଗାନ୍ଧୀ ସେବାକେନ୍ଦ୍ର ଠାରେ ବଣ୍ଡା ଜନଜାତିର ପ୍ରଥମ ଝିଅ କୁମାରୀ ବିନି ମୁଦୁଲି ସଦ୍ୟ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କଠିନ ପରିଶ୍ରମ କରି କୃତକାର୍ଯ୍ୟ ହୋଇ ନିଜ ଜାତି ଓ ନିଜ ଅଞ୍ଚଳର ଗୌରବ ଆଣିଥିବା ପାଇଁ ତାଙ୍କୁ ସ୍ଥାନୀୟ ଜିଲ୍ଲା ସଂଗଠନ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ମାଧ୍ୟମରେ ଶୁଭେଚ୍ଛା ଫଳକ, ପୁଷ୍ପ ଗୁଚ୍ଛ, ଉତ୍ତରୀୟ ପ୍ରଦାନ କରାଯାଇଥିଲା ।

ସଂଗଠନ ପକ୍ଷରୁ ତାଙ୍କର ପ୍ରଶାସନିକ ସେବା ଯାତ୍ରାରେ ତାଙ୍କ ଦୀର୍ଘ ସଫଳତା ପାଇଁ ଆଶା ପ୍ରକଟ କରାଯାଇଥିଲା । ସେ ତାଙ୍କ ଅଭିଭାଷଣରେ ସଂଗଠନର କାର୍ଯ୍ୟପଦ୍ଧତି ଓ ଗରିବ ଜନସାଧାରଣ ଙ୍କ ସାମାଜିକ, ଅର୍ଥନୈତିକ ବିକାଶ ନିମନ୍ତେ ବିଭିନ୍ନ ପଦକ୍ଷେପ ଓ ପ୍ରଚେଷ୍ଟାକୁ ଭୁରିୟସୀ ପ୍ରଶଂସା କରିଥିଲେ l ଭବିଷ୍ୟତରେ ସେ ସଂଗଠନର ପ୍ରତ୍ୟେକ ବିକାଶ ମୁଖି କର୍ଯ୍ୟକ୍ରମରେ ସହଯୋଗ ପ୍ରଦାନ କରିବା ନିମନ୍ତେ ମତବ୍ୟକ୍ତ କରିଥିଲେ । ଏହାସହିତ କଠିନ ପରିଶ୍ରମ ଓ ସାଧନା ବଳରେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ ପାଇଁ ଉପସ୍ଥିତ ୟଙ୍ଗ ଇଗଲ ସ୍ବେଛାସେବୀ ଭାଇ ଭଉଣୀ ଓ ଯୁବପିଢ଼ିଙ୍କୁ ପରାମର୍ଶ ଦେଇଥିଲେ ଏବଂ ଆବଶ୍ୟକ ସ୍ଥଳେ ବ୍ୟକ୍ତିଗତ ଭାବେ ତାଙ୍କ ସହିତ ଫୋନ ମାଧ୍ୟମରେ ଯୋଗାଯୋଗ ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ଉକ୍ତ ସଭାର ଅତିଥି ଭାବରେ ଶ୍ରୀଯୁକ୍ତ ଶ୍ରୀନିବାସ ମୁଦୁଲି ସରପଞ୍ଚ,ଗୋବିନ୍ଦପାଲ୍ଲି ତଥା ଜିଲ୍ଲା ସରପଞ୍ଚ ସଙ୍ଘ ସଭାପତି ତାଙ୍କ ବକ୍ତବ୍ୟରେ ଶିକ୍ଷା ହିଁ ସଫଳତାର ଚାବିକାଠି, ଶିକ୍ଷା କୁ ଗୁରୁତ୍ୱ ଦେବାର ଆବଶ୍ୟକତା ଅଛି ବୋଲି ମତ ବ୍ୟକ୍ତ କରିଥିଲେ । ଏହାସହିତ ଶ୍ରୀଯୁକ୍ତ ମୁକୁନ୍ଦ ମାଝୀ,ବଣ୍ଡା ସମାଜ ସଭାପତି ତଥା ସଂଗଠନ ର କର୍ମକର୍ତ୍ତା, ଶ୍ରୀଯୁକ୍ତ ଡମ୍ବରୁ ଧର ନାୟକ (ସଂଗଠନ ର ଲିଡର), ଶ୍ରୀଯୁକ୍ତ ରାମଚନ୍ଦ୍ର ମୁଦୁଲି (ବିନି ଙ୍କ ପିତା), ଶ୍ରୀଯୁକ୍ତ ଗୁରୁ ହନ୍ତାଳ (ସଭାପତି ପରଜା ସମାଜ ମାଥିଲି), ସଂଗଠନ ତରଫରୁ ସୁଶ୍ରୀ ଶୁଭଶ୍ରୀ ମାଢି, ଶୂକ୍ରା ଗୁରୁତେଲି, ମଙ୍ଗଳା ଗୁରୁତେଲି, ସୀତାରାମ ଦୁରୁଆ, ରାମ ବଡ଼ନାୟକ, ମୁକୁନ୍ଦ ମାଡ଼କାମୀ, ସାଲିନା ପାଙ୍ଗି, ଗୋବର୍ଦ୍ଧନ ପାଙ୍ଗି, କୃଷ୍ଣ ସିସା, ଜିତେନ୍ଦ୍ର ଖିଲ, ଗୌରାଙ୍ଗ ଅଧିକାରୀ, ରାଜେନ୍ଦ୍ର ପଲାସୀ , ନୀଳକଣ୍ଠ ନାୟକ, ରାଜେନ୍ଦ୍ର ମାଡ଼କାମୀ ଓ ତ୍ରିନାଥ ବଡ଼ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ସଭା କାର୍ଯ୍ୟଟିକୁ ରାଜ୍ୟ ସ୍ତରୀୟ ସଂଗଠନର କର୍ମକର୍ତ୍ତା ଶ୍ରୀଯୁକ୍ତ ପଞ୍ଚାନନ ପ୍ରଧାନ ଓ ଜିଲ୍ଲା ସ୍ତରୀୟ ସଂଗଠନର କର୍ମକର୍ତ୍ତା ଶ୍ରୀଯୁକ୍ତ ବଟକୃଷ୍ଣ ସାହୁ ଓ ଶ୍ରୀଯୁକ୍ତ ଚିତ୍ତ ରଞ୍ଜନ ସାହୁ ସୁଚାରୁ ରୂପେ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version