• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟର କନିଷ୍ଠ କିରାଣି – ପ୍ରଦୀପ୍ତ କୁମାର ସାହୁ

Proprietor Abhimanyu Maharana by Proprietor Abhimanyu Maharana
November 13, 2024
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟର କନିଷ୍ଠ କିରାଣି – ପ୍ରଦୀପ୍ତ କୁମାର ସାହୁ
Share on FacebookShare on TwitterWhatsapp

୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

୧୩ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍  ) ଖୋର୍ଦ୍ଧା ଜିଲ୍ଲା  :-> ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟର କନିଷ୍ଠ କିରାଣି ପ୍ରଦୀପ୍ତ କୁମାର ସାହୁ । ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଚମ୍ପାଝର ଏମଇ ସ୍କୁଲର ପୂର୍ବତନ ଶିକ୍ଷୟିତ୍ରୀଙ୍କ ଇନକ୍ରିମେଣ୍ଟ ଏରିୟର ଟଙ୍କା କରାଇ ଦେବା ଲାଗି ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ତେବେ ୬ ହଜାର ଟଙ୍କାରେ ରାଜି ହୋଇଥିଲେ । ଏନେଇ ଖୋର୍ଦ୍ଧା ଭିଜିଲାନ୍ସ କାର୍ଯ୍ଯାଳୟରେ ଅଭିଯୋଗ କରିଥିଲେ ପୂର୍ବତନ ଶିକ୍ଷୟିତ୍ରୀ । ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଜାଲ ବିଛାଇଥିଲା ।

ଆଜି ରାତି ୯ଟାରେ ପୂର୍ବ ଯୋଜନା ମୁତାବକ ଡିଇଓ କାର୍ଯ୍ଯାଳୟ ପରିସରରେ ଲାଞ୍ଚ ନେଉଥିବା ବେଳେ ବାହାରେ ଛକିଥିବା ଭିଜିଲାନ୍ସ ଟିମ ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଲାଞ୍ଚ ଟଙ୍କା ଜବତ କରିଥିଲା । ପ୍ରଦୀପ୍ତଙ୍କୁ ଗିରଫ କରି ଭୁବନେଶ୍ବର ଭିଜିଲାନ୍ସ କାର୍ଯ୍ଯାଳୟକୁ ଅଣାଯାଇଛି । ଏନେଇ ଭୁବନେଶ୍ବର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ ହୋଇଛି । ଗିରଫ ସହ ଅଫିସରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି l

JUNIOR ASSISTANT, O/O BEO, KHORDHA TRAPPED BY ODISHA VIGILANCE WHILE DEMANDING AND TAKING BRIBE RS 6,000/-
 
Sri Pradipta Kumar Sahoo, Junior Assistant (in charge of Accounts), office of BEO, Khordha has been apprehended by Odisha Vigilance while demanding and taking bribe of Rs. 6000/- from a complainant for facilitating release of bill of differential pay in favour of his sister who is a retired primary school teacher towards her incremental benefits. The entire bribe money has been recovered from possession of accused Sri Sahoo and seized.

Following the trap, search is going on at one location of Sri Sahoo from DA angle.

In this connection, Bhubaneswar Vigilance PS Case No 23/2024 U/s-7PC (Amendment)Act, 2018 has been registered. Investigation is in progress against accused Sri Sahoo, Junior Assistant. Detailed report follows.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version