• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ଵର : ଚଳିତ ବର୍ଷ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଆସନ୍ତା ୧୮, ୧୯ ଓ ୨୦ ତାରିଖରେ ଭୁବନେଶ୍ଵରର ଉତ୍କଳ ମଣ୍ଡପଠାରେ “ ରାଗୋତ୍ସବ- ୨୦ ୨୪ “ର ଆୟୋଜନ କରିବାକୁ ଯାଉଅଛି

Proprietor Abhimanyu Maharana by Proprietor Abhimanyu Maharana
November 14, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଭୁବନେଶ୍ଵର : ଚଳିତ ବର୍ଷ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଆସନ୍ତା ୧୮, ୧୯ ଓ ୨୦ ତାରିଖରେ ଭୁବନେଶ୍ଵରର ଉତ୍କଳ ମଣ୍ଡପଠାରେ “ ରାଗୋତ୍ସବ- ୨୦ ୨୪ “ର ଆୟୋଜନ କରିବାକୁ ଯାଉଅଛି
Share on FacebookShare on TwitterWhatsapp

୧୪ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ଵର :->  ଚଳିତ ବର୍ଷ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଆସନ୍ତା ୧୮, ୧୯ ଓ ୨୦ ତାରିଖରେ ଭୁବନେଶ୍ଵରର ଉତ୍କଳ ମଣ୍ଡପଠାରେ “ ରାଗୋତ୍ସବ- ୨୦ ୨୪ “ର ଆୟୋଜନ କରିବାକୁ ଯାଉଅଛି । ଏହି କାର୍ଯ୍ୟକ୍ରମ ପ୍ରତ୍ୟହ ସଂନ୍ଧ୍ୟା ୬.୩୦ ରେ ଆରମ୍ଭ ହେବ ଏବଂ ଏହା ସର୍ବସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ରହିବ । ପ୍ରତ୍ୟେକ ସଂନ୍ଧ୍ୟାରେ ୬ଟି ବିଭିନ୍ନ ସହରରୁ ଆସିଥିବା କଳାକାର ୨ଟି ଲେଖାଏଁ ଉପସ୍ଥାପନା ରଖିବେ । ଚଳିତ ବର୍ଷ ରାଗୋତ୍ସବର ଅନ୍ୟ ଏକ ପ୍ରମୁଖ ବୈଶିଷ୍ଟ୍ୟ ହେଉଛି ୨୦ ନଭେମ୍ବରରେ ପ୍ରଥମ ତାଜିନ୍ଦର ସିଂ ଲାଇଫ ଟାଇମ ଆଚିଭମେଣ୍ଟ ଆଓ୍ବାର୍ଡ । ଏହି ପୁରସ୍କାର ସ୍ୱର୍ଗତଃ ତାଜିନ୍ଦର ସିଂଙ୍କ ଉପଲକ୍ଷେ ତାଙ୍କର ଭାଇ ସର୍ଦ୍ଦାର ରାଜିନ୍ଦର ସିଂଙ୍କ ଦ୍ଵାରା ଆରମ୍ଭ କରାଯାଇଛି । ଏହି ବର୍ଷର ପୁରସ୍କାର ରାଶି ୬୦,୦୦୦ ଟଙ୍କା ରହିଛି ।

ଚଳିତ ବର୍ଷର ପୁରସ୍କାର ପ୍ରସିଦ୍ଧ ବଂଶୀ ବାଦକ ଗୁରୁ ପ୍ରଫେସର ମୋହିନୀ ମୋହନ ପଟ୍ଟନାୟକ ଙ୍କୁ ପ୍ରଦାନ କରାଯିବ । ପ୍ରଫେସର ମୋହିନୀଙ୍କର ୧୦୦ରୁ ଉର୍ଦ୍ଧ୍ବ ଶିଷ୍ୟ ଅଛନ୍ତି । ୧୮ ତାରିଖ ସଂନ୍ଧ୍ୟାରେ ଗ୍ବାଲିୟରରୁ ଆସିଥିବା ଶ୍ୟାମ ରସ୍ତୋଗିଙ୍କ ଦ୍ଵାରା ସିତାର, ଡଃ ଶାରଦା ପ୍ରସନ୍ନ ଦାସଙ୍କ ଦ୍ଵାରା ଭାଓଲିନ୍ ଓ ଡଃ ଜବାହାର ମିଶ୍ରଙ୍କ ଦ୍ଵାରା ବଂଶୀ ବାଦ୍ୟ ପରିବେଷଣ କରାଯିବା ସହ ପୁନେର ବିଦୂଷୀ ସାନିଆ ପାଟନାକରଙ୍କ ଦ୍ଵାରା ହିନ୍ଦୁସ୍ତାନ ଭୋକାଲ ପରିବେଷଣ କରାଯିବ । ୧୯ ତାରିଖ ସଂନ୍ଧ୍ୟାରେ ପୁରୀର କାର୍ତ୍ତିକ ଚନ୍ଦ୍ର ସାହୁ ଓଡିଶୀ ଭୋକାଲ ଓ ଧାରୱାର୍ଡର ପଣ୍ଡିତ କୁମାର ମରଦୁର ହିନ୍ଦୁସ୍ତାନୀ ଭୋକାଲ ପରିବେଷଣ କରିବେ । ୨୦ ତାରିଖ ସଂନ୍ଧ୍ୟାରେ କୋଲକାତାର ପଣ୍ଡିତ ଗୋବିନ୍ଦ ବୋଷ ଓ ତାଙ୍କ ଗ୍ରୁପ୍ ଦ୍ବାରା “ ସୁର ତାଳ ବ୍ରହ୍ମା” କାର୍ଯ୍ୟକ୍ରମ ଏବଂ ବିଶ୍ଵଜିତ୍ ମହାରଣାଙ୍କ ଦ୍ଵାରା ହିନ୍ଦୁସ୍ତାନୀ ଭୋକାଲ ପରିବେଷିତ ହେବ । ତାଜିନ୍ଦର ସିଂ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ ୨୦୨୪ ପୁରସ୍କାର ୨୦ ତାରିଖ ସଂନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମ ମଧ୍ଯରେ ପ୍ରଦାନ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version