• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
November 14, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ
Share on FacebookShare on TwitterWhatsapp

୧୪ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍  ) ବାଲିଗୁଡା :-> ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଟାଉନର ସମସ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ନିଜ ନିଜ ବିଦ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ଛକ ନିକଟରେ ଥିବା ନେହେରୁ ଙ୍କ ପ୍ରତିମୂର୍ତ୍ତିରେ ଦୀପ ଧୂପ ଫୁଲ, ଚନ୍ଦନ ସହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ l

ପରେ ପରେ ଟାଉନର ପ୍ରତ୍ୟେକ ବିଦ୍ୟାଳୟରେ ମଧ୍ୟ ଛାତ୍ର ଛାତ୍ରୀ ମାନେ ନିଜ ନିଜ ବିଦ୍ୟାଳୟ କୁ ଯାଇ ବିଦ୍ୟାଳୟ ପରିସରରେ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ଉପସ୍ଥିତ ରହି ନେହେରୁଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ନେହେରୁ ଙ୍କ ସମ୍ପର୍କ ରେ ସମ୍ୟକ ଉଦବୋଧନ ଦେଇଥିଲେ। ସେହିପରି ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ନେହେରୁଙ୍କ ତୈଳ ଚିତ୍ରରେ

ଦୀପଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପମାଲ୍ୟାର୍ପଣ କରି ନେହେରୁ ପିଲାଙ୍କୁ କିପରି ଭଲ ପାଇବା ସହ ସେମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କିପରି ଚେଷ୍ଟା କରୁଥିଲେ ଏବଂ ସହକାରୀ ଶିକ୍ଷୟତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ନେହେରୁ ଦେଶର ଉନ୍ନତି ଓ ପ୍ରଗତି ଦିଗରେ ଶିଶୁଙ୍କ ଭୁମିକା ଗୁରୁତ୍ୱପୂର୍ଣ୍ଣ ସମ୍ପର୍କରେ ଉପସ୍ଥିତ ପିଲାଙ୍କୁ ବୁଝାଇ ଥିଲେ l ପରେ ପରେ ପ୍ରତ୍ୟେକ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ ପରେ ମିଷ୍ଟାନ ବଣ୍ଟନ କରାଯଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026
ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ପଦଯାତ୍ରା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ପଦଯାତ୍ରା ଅନୁଷ୍ଠିତ

June 12, 2026
ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

June 12, 2026
ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026
ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ପଦଯାତ୍ରା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ପଦଯାତ୍ରା ଅନୁଷ୍ଠିତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version