• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡରେ ଜାତୀୟ ପ୍ରେସ ଦିବସ ପାଳିତ – ସାମ୍ବାଦିକ ମାନଙ୍କୁ ସୁରକ୍ଷା ଦିଆଯାଉ  

Proprietor Abhimanyu Maharana by Proprietor Abhimanyu Maharana
November 17, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡରେ ଜାତୀୟ ପ୍ରେସ ଦିବସ ପାଳିତ – ସାମ୍ବାଦିକ ମାନଙ୍କୁ ସୁରକ୍ଷା ଦିଆଯାଉ  
Share on FacebookShare on TwitterWhatsapp

୧୬ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ :-> ବୋଲଗଡ ଭଏସ ଅଫ ମେଡ଼ିଆ ସଂଘ ଆନୁକୂଲ୍ୟରେ ଓ ନିରଞ୍ଜନ ନାୟକଙ୍କ ସଭାପତିତ୍ବ ଜାତୀୟ ପ୍ରେସ ଦିବସ ବୋଲଗଡ ସ୍ଥିତ ପୂର୍ତ୍ତ ଡାକ ବଙ୍ଗଳାଠାରେ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ତହସିଲଦାର ସୁଶ୍ରୀ ନିବେଦିତା ପରିଡ଼ା, ମୁଖ୍ୟ ବକ୍ତାଭାବେ ବୋଲଗଡ ବ୍ଲକ ବିଡ଼ିଓ ଶରତ କୁମାର ମଲ୍ଲିକ ଓ ସମ୍ମାନିତ ଅତିଥିଭାବେ ରବୀନ୍ଦ୍ର କୁମାର ପରିଡ଼ା, ଶିକ୍ଷାବିତ୍ ହରିବନ୍ଧୁ ସାହୁ, ଗୋପୀନାଥ ଖାଡ଼ଙ୍ଗା, ଦିବାକର ପରମଗୁରୁ, ରଘୁନାଥ ଦଳ ବେହେରା ପ୍ରମୁଖ ଯୋଗଦେଇଥିଲେ l କାର୍ଯ୍ୟକ୍ରମର ପ୍ରାରମ୍ଭରେ ସଂଘର ସଭାପତି ନିରଞ୍ଜନ ନାୟକ ସ୍ୱାଗତ ଭାଷଣ ଦେଇ ଜାତୀୟ ପ୍ରେସ ଦିବସର ଲକ୍ଷ୍ୟ ଓ ଉଦେଶ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ l

ସଂଘର ଉପଦେଷ୍ଟା ତଥା ବରିଷ୍ଠ ସାମ୍ବାଦିକ ପାଣ୍ଡଵ ସାହୁ ଅତିଥି ପରିଚୟ ପ୍ରଦାନ କରି ସାମ୍ବାଦିକ ମାନଙ୍କୁ ରାଜ୍ୟ ସରକାର ସୁରକ୍ଷା ଯୋଗାଇଦେବାକୁ ଅନୁରୋଧ କରିଥିଲେ l ଏବଂ ଭଏସ ଅଫ ମେଡ଼ିଆ ସଂଘର ସ୍ଥାୟୀ ଗୃହ ନିର୍ମାଣ ନିମନ୍ତେ ଏକ ସରକାରୀ ଜମି ଯୋଗାଇ ଦେବାକୁ ତହସିଲଦାର ସୁଶ୍ରୀ ନିବେଦିତା ପରିଡ଼ାଙ୍କୁ ନିବେଦନ କରିଥିଲେ l ସାମ୍ବାଦିକମାନେ ଗଣତନ୍ତ୍ରର ଚତୃର୍ଥ ସ୍ତମ୍ଭ ହୋଇଥିବାରୁ ସେମାନେ ନିର୍ଭୟ ଓ ନିରପେକ୍ଷଭାବେ କାର୍ଯ୍ୟ କଲେ ସମାଜ ତଥା ରାଷ୍ଟ୍ରର ବିକାଶ ହୋଇପାରିବ ଏବଂ ରାଜ୍ୟ ସରକାର ତଥା କେନ୍ଦ୍ର ସରକାର ସଚେତନ ହୋଇ ସମସ୍ତ ଜନ କଲ୍ୟାଣ କାର୍ଯ୍ୟକ୍ରମ କରିବେ ବୋଲି ମୁଖ୍ୟ ଅତିଥି ତହସିଲଦାର ସୁଶ୍ରୀ ପରିଡ଼ା ସାମ୍ବାଦିକମାନଙ୍କୁ ପରାମର୍ଶ ଦେଇଥିଲେ l

ଏକତା ହିଁ ବଳ ହୋଇଥିବାରୁ ସାମ୍ବାଦିକମାନେ ମିଳିତ ଭାବେ ଦୃନୀତି ବିରୋଧରେ କଲମ ଚାଳନା କଲେ ଅସାମାଜିକ ଲୋକମାନଙ୍କର ଓ ଅଫିସରମାନଙ୍କ ମୁଖା ଖୋଲିଯିବ ଏବଂ ରାଷ୍ଟ୍ରର ବିକାଶ ହୋଇପାରିବ ବୋଲି ମୁଖ୍ୟ ବକ୍ତା ବିଡ଼ିଓ ଶରତ କୁମାର ମଲ୍ଲିକ ସୂଚନା ପ୍ରଦାନ କରିଥିଲେ l ବୋଲଗଡ ବ୍ଲକ ଅଞ୍ଚଳର ସମସ୍ତ ଯୁବ ସାମ୍ବାଦିକମାନେ ମିଳିତଭାବେ ବୋଲଗଡ ବ୍ଲକ ଅଞ୍ଚଳର ବିକାଶ ପାଇଁ ତଥା ବିଭିନ୍ନ ଜନ କଲ୍ୟାଣ କାର୍ଯ୍ୟକ୍ରମ ଗୁଡିକୁ ତ୍ୱରାନ୍ୱିତ କରିବାକୁ ସଂଗ୍ରାମ ଜାରିରଖିବାକୁ ସମସ୍ତ ନିମନ୍ତ୍ରିତ ଅତିଥିମାନେ ପରାମର୍ଶ ଦେଇଥିଲେ l ଆଜିର ଏହି ଜାତୀୟ ପ୍ରେସ ଦିବସରେ ବୋଲଗଡ ବ୍ଲକ ଅଞ୍ଚଳର ବହୁ ସାମ୍ବାଦିକମାନେ ଯୋଗଦେଇ ସାମ୍ବାଦିକମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରି ସାମ୍ବାଦିକ ମାନଙ୍କୁ 10ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା, ସାମାଜିକ ସୁରକ୍ଷା, ସାମ୍ବାଦିକ ପେନସନ, ଘରଦିହ ଓ ଇନ୍ଦିରା ଆବାସ ତଥା ବିଜୁ ପକ୍କାଘର ଯୋଗାଇଦେବାକୁ ଦାବି କରିଥିଲେ l ପରିଶେଷରେ ସଂଘର ସମ୍ପାଦକ ସତ୍ୟନାରାୟଣ ବାରିକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version