• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ବାରବାଟୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ୱାନ୍‌ ଡେ ଇଣ୍ଟରନ୍ୟାସନାଲ୍ କ୍ରିକେଟ ମ୍ୟାଚ୍ ନିମନ୍ତେ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
November 20, 2024
in ଓଡ଼ିଶା, କଟକ, ହୋମ୍
0
କଟକ ବାରବାଟୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ୱାନ୍‌ ଡେ ଇଣ୍ଟରନ୍ୟାସନାଲ୍ କ୍ରିକେଟ ମ୍ୟାଚ୍ ନିମନ୍ତେ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୧୯ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ  :-> ଆସନ୍ତା ଫେବୃଆରୀ ୯, ୨୦୨୫ରେ କଟକ ସ୍ଥିତ ବାରବାଟୀ ଷ୍ଟାଡିୟମ ଠାରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ୱାନ୍‌ ଡେ ଇଣ୍ଟରନ୍ୟାସନାଲ୍ କ୍ରିକେଟ ମ୍ୟାଚ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି କ୍ରୀଡ଼ା ଓ ଯୁବସେବା ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରସୁତି ବୈଠକରେ କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଓଡ଼ିଶା କ୍ରିକେଟ ଆସୋସିଏସନ୍‌ର ଅଧିକାରୀ, କଟକ ଜିଲ୍ଲାପାଳ ଶ୍ରୀ ଦତ୍ତତ୍ରେୟ ଭାଉ ସାହେବ ସିନ୍ଧେ, ବିଭିନ୍ନ ବିଭାଗ ଯଥା ପୂର୍ତ୍ତ, ଅଗ୍ନିଶମ, ପରିବହନ ବିଭାଗର ଅଧିକାରୀ,

ଏୟାରପୋର୍ଟ ଅଥରିଟି, କଟକ ମୁନିସିପାଲ କର୍ପୋରେସନ୍‌ ର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଅଆୟୋଜିତ ପ୍ରସ୍ତୁତି ବୈଠକରେ ଆଗାମୀ ଦିନରେ ହେବାକୁ ଥିବା ୱାନ୍‌ ଡେ ଇଣ୍ଟରନ୍ୟାସନାଲ୍ ମ୍ୟାଚଟି ଯେପରି ଜିଲ୍ଲା ପ୍ରଶାସନ, ପୋଲିସ ଅଧିକାରୀ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କ ମଧ୍ୟରେ ସମନ୍ଵୟ ରଖାଯାଇ ସୂଚାରୁ ରୂପେ ସମ୍ପାଦନ କରାଯାଇପାରିବ ସେ ସମ୍ବନ୍ଧରେ ସବିସ୍ତୃତ ଆଲୋଚନା କରାଯାଇଥିଲା। ବିଶେଷ ଭାବରେ ଖେଳାଳୀ ମାନଙ୍କର ରହଣି ବ୍ୟବସ୍ଥା, ଷ୍ଟାଡିୟମ୍ ରେ ମ୍ୟାଚ ଅନୁଷ୍ଠିତ ହେଉଥିବା ବେଳେ ସମସ୍ତ ଖେଳାଳୀ, ଦର୍ଶକ ଓ ଅଂଶୀଦାର ମାନଙ୍କର ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଭାବରେ ଧ୍ୟାନ ଦିଆଯିବ।

ମ୍ୟାଚରେ ଯେପରି ଅଧିକରୁ ଅଧିକ ଦର୍ଶକମାନେ ଏକତ୍ରିତ ହୋଇ ମ୍ୟାଚ ଦେଖିପାରିବେ ସେ ଦିଗରେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ। ଏଥିସହିତ ମ୍ୟାଚର ଟିକେଟକୁ ଦର୍ଶକ ମାନଙ୍କ ପାଇଁ ସୁଲଭ ଦରରେ ବିକ୍ରୟ କରାଯିବା ସହିତ ଟିକେଟ ମୂଲ୍ୟ ସ୍ଥିର କରିବା ଏବଂ ଟିକେଟ ବିକ୍ରୟର ସମସ୍ତ ପ୍ରକ୍ରିୟାକୁ ସ୍ୱଚ୍ଛଳ ଭାବେ ନିରୂପଣ କରାଯିବ ବୋଲି ବୈଠକରେ ଆଲୋଚନା କରାଯାଇଛି। ମ୍ୟାଚଟି ଯେପରି ସୂଚାରୁ ରୂପେ ପରିଚାଳିତ ହେବ ସେଥିପାଇଁ ଆଗାମୀ ଦିନରେ ମଧ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ, ଓଡିଶା କ୍ରିକେଟ ଆସୋସିଏସନ ଏବଂ ସମସ୍ତ ଅଂଶୀଦାରମାନଙ୍କୁ ନେଇ ନିୟମିତ ଅନ୍ତରାଳରେ ପ୍ରସ୍ତୁତି ବୈଠକ କରାଯିବ।

ଏଥର ବିଶେଷ ଭାବରେ ମ୍ୟାଚର ଟିକେଟ ଯେପରି ସାଧାରଣ ବର୍ଗର ଦର୍ଶକମାନେ ସୁଲଭ ମୂଲ୍ୟରେ ପାଇପାରିବେ ସେନେଇ ପଦକ୍ଷେପ ଗ୍ରହଣ କରାଯିବ। ଏହାସହିତ ଟିକେଟ ମୂଲ୍ୟ ଧାର୍ଯ୍ୟ କରିବା ଏବଂ ଟିକେଟ ବିକ୍ରୟର ସମସ୍ତ ପ୍ରକ୍ରିୟାକୁ ସ୍ୱଚ୍ଛଳ ଭାବେ ନିରୂପଣ କରାଯିବ। ଖେଳଳୀ ମାନଙ୍କର ରହଣି ବ୍ୟବସ୍ଥା ସହ ଉଭୟ ଦର୍ଶକ ଓ ଖେଳାଳୀମାନଙ୍କର ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଭାବେ ଧ୍ୟାନ ଦିଆଯିବ। ୱାନ ଡେ ଇଣ୍ଟରନ୍ୟାସନାଲ କ୍ରିକେଟ ମ୍ୟାଚ ନିମନ୍ତେ ଯେପରି ଜିଲ୍ଲା ପ୍ରଶାସନ, ପୋଲିସ ଅଧିକାରୀ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କ ମଧ୍ୟରେ ସମନ୍ଵୟ ରଖାଯାଇ ମ୍ୟାଚକୁ ସୁଚାରୁ ରୂପେ ପରିଚାଳନା କରାଯିବ ସେନେଇ ସମସ୍ତ ପ୍ରସ୍ତୁତି କରାଯିବ ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

September 24, 2026
ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ

ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ

September 24, 2026
Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

September 24, 2026
ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ

ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version