• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଗୋତ୍ସବ ୨୦୨୪ର ଉଦ୍‌ଯାପନୀ ସଂଧ୍ୟାରେ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ସହିତ ସୁର ତାଳ ବ୍ରହ୍ମ (ତବଲା) ପରିବେଷଣରେ ଦର୍ଶକ ବିଭୋର

Proprietor Abhimanyu Maharana by Proprietor Abhimanyu Maharana
November 20, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
The concluding evening of RAGOTSAV 2024 showcased HINDUSTANI VOCAL and SUR TAAL BRAHMA PERCUSSION ENSEMBLE
Share on FacebookShare on TwitterWhatsapp

୨୦ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ଭୁବନେଶ୍ୱର ମ୍ୟୁଜିକ ସର୍କଲ ଦ୍ୱାରା ଅନୁଷ୍ଠିତ ହେଉଥିବା ବାର୍ଷିକ ସଙ୍ଗୀତ କାର୍ଯ୍ୟକ୍ରମ ରାଗୋତ୍ସବ ୨୦୨୪ର ଉଦ୍‌ଯାପନୀ ସଂଧ୍ୟାରେ ଦେଖିବାକୁ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଓ ତବଲା ବାଦନରେ ସୁର ତାଳ ବ୍ରହ୍ମ। ପରିବେଷଣ । ଅନ୍ତିମ ସଂଧ୍ୟାର ପ୍ରଥମ ଉପସ୍ଥାପନ ଥିଲା ହୀନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତ ବିଷାରଦ ଶ୍ରୀ ବିଶ୍ୱଜିତ୍‍ ମହାପାତ୍ରଙ୍କ ଦ୍ୱାରା ହିନ୍ଦୁସ୍ତାନୀ କଣ୍ଠ ସଙ୍ଗୀତ ପରିବେଷଣ । ତାଙ୍କର ନିଖୁଣ ଓ ସୁନ୍ଦର ରାଗ ବିସ୍ତାର, ତାନ ଓ ସରଗମ୍‍ର ବିଭିନ୍ନ କ୍ରିୟାତ୍ମକ ପରିବେଷଣ, ସୁଲଳିତ କଣ୍ଠରେ ବିଭିନ୍ନ କଳାକୌଶଳ ପ୍ରୟୋଗ ଇତ୍ୟାଦି ଦ୍ୱାରା ଉପସ୍ଥିତ ବିଦଗ୍ଧ ଶ୍ରୋତାମାନଙ୍କୁ ସେ ମନ୍ତ୍ରମୁଗ୍ଧ କରିଥିଲେ ।

ତାଙ୍କୁ ତବଲାରେ ସୁବାସ ଚନ୍ଦ୍ର ମହାପାତ୍ର, ହାରମୋନିୟମ୍‌ରେ ବିଶ୍ୱନାଥ ମିଶ୍ର ଏବଂ ତାନପୁରାରେ ଦେବସ୍ମିତା ମିଶ୍ର ସହଯୋଗ କରିଥିଲେ । ଅନ୍ତିମ ସଂଧ୍ୟାର ଶେଷ ପ୍ରସ୍ତୁତିରେ ଥିଲା ପ୍ରଖ୍ୟାତ ତବଲା ବାଦକ ପଣ୍ଡିତ ଗୋବିନ୍ଦ ବୋଷ ଓ ସାଥୀଙ୍କ ଦ୍ୱାରା ସୁର ତାଳ ବ୍ରହ୍ମ । ପରିବେଷଣ । ପଣ୍ଡିତ ଗୋବିନ୍ଦ ବୋଷ ହେଉଛନ୍ତି ବିଶ୍ୱର ଜଣେ ଜଣାଶୁଣା ସଙ୍ଗିତଜ୍ଞ ତଥା ବିଶିଷ୍ଟ ତବଲା ବାଦକ । ତାଙ୍କର ଉଚ୍ଚକୋଟିର ତଥା ଚମତ୍କାର ପରିବେଶଷ ଉପସ୍ଥିତ ଦର୍ଶକଙ୍କୁୁ ମନ୍ତ୍ରମୁଗ୍ଧ କରିଥିଲା ।

ତାଙ୍କୁ କଣ୍ଠରେ ରାଗେଶ୍ୱରୀ ଦାସ, ମୃଦଙ୍ଗମ୍‌ରେ ଶଙ୍କର ନାରାୟଣ ସ୍ୱାଇଁ, ବେହେଲାରେ ଦିବ୍ୟଜ୍ୟୋତି ମୁଖାର୍ଜୀ, ହାମୋନିୟମ୍‌ରେ ଦେବାଶିଷ ଅଧିକାରୀ, ତବଲାରେ ପିନାକି ଚକ୍ରବର୍ତ୍ତୀ ଓ ସୋମେନ୍ ସରକାର, ଢୋଲରେ ସୁବାସ ପୋଲ ଓ ରଞ୍ଜନ ଦେ ଏବଂ ଶ୍ରୀଖୋଲରେ ନିହାର ମଣ୍ଡଲ ସହଯୋଗ କରିଥିଲେ । ସଂଧ୍ୟାର ଅତିଥିମାନେ ଥିଲେ ଭୁବନେଶ୍ୱର ମ୍ୟୁଜିକ୍ ସର୍କଲର ସଭାପତି ଅରବିନ୍ଦ ବେହେରା ଏବଂ ଭୁବନେଶ୍ୱର ମ୍ୟୁଜିକ୍ ସର୍କଲର ସାଧାରଣ ସମ୍ପାଦକ କ୍ଷୀରୋଦ କୁମାର ପଟ୍ଟନାୟକ । କାର୍ଯ୍ୟକ୍ରମଟିକୁ ସଂଚାଳନା କରିଥିଲେ ଡ଼ ସଙ୍ଗୀତା ଗୋସାଇଁ ଏବଂ ଶ୍ରୀମତୀ ମୀରା ପଣ୍ଡା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version