• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧାନମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚା

Proprietor Abhimanyu Maharana by Proprietor Abhimanyu Maharana
November 22, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଧାନମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚା
Share on FacebookShare on TwitterWhatsapp

୨୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ )  ବୋଲଗଡ :-> ରାଜ୍ୟ ବିଜେପି ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଚାଷୀମାନଙ୍କର ଚଳିତ ବର୍ଷର ଧାନମଣ୍ଡି ଗୁଡିକୁ ବିଜେପି କୃଷକ ମୋର୍ଚା ସଦସ୍ୟମାନଙ୍କ ଦ୍ୱାରା ଧାନ ସଂଗ୍ରହ କରାଯାଇ ମିଲର୍ସ ମାନଙ୍କୁ ପ୍ରଦାନ କରାଯିବାକୁ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କୁ ଚିଠି କରିଅଛନ୍ତି l ଏହି ଧାନମଣ୍ଡି ତଦାରଖ ଓ ଚାଷୀଙ୍କ ଧାନ ସଂଗ୍ରହ କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା କୃଷକ ମୋର୍ଚ୍ଚାର ବରିଷ୍ଠ ସଦସ୍ୟ ଶିବ ପ୍ରସାଦ ମିଶ୍ରଙ୍କ ସମେତ 37ଜଣ ସଦସ୍ୟଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିଯୁକ୍ତି ଦେଇ ଅଛନ୍ତି l

ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଏକ ଜରୁରୀ ବୈଠକ ଡକାଇ ନିଯୁକ୍ତି ପାଇଥିବା 37ଜଣ କୃଷକ ମୋର୍ଚ୍ଚାର ସଦସ୍ୟ ମାନଙ୍କୁ ଆଲୋଚନା କରି ଦାୟିତ୍ୱ ବଣ୍ଟନ କରିଛନ୍ତି l ପ୍ରତ୍ୟେକ ଚାଷୀମାନେ ଆସନ୍ତା ଢ଼ିସେମ୍ବର ପହିଲାରେ ସେବା ସମବାୟ ସମିତି ଜରିଆରେ ପଞ୍ଜିକରଣ କରିଥିବା ଧାନମଣ୍ଡି ଗୁଡିକରେ ଧାନ ଦେବେ ଓ ଧାନ କ୍ଵଣ୍ଟାଲ ପିଛା ସରକାରୀ ଦରରେ 3100ଟଙ୍କା ପାଇବେ l ଧାନମଣ୍ଡିରେ ଦୁର୍ନୀତି ନ ହେବା ପାଇଁ ଓ ମିଲର୍ସମାନେ ଚାଷୀମାନଙ୍କ ଧାନ ନେବାବେଳେ ଧାନ ନ କାଟିବାକୁ ସମସ୍ତ କୃଷକ ମୋର୍ଚା ସଦସ୍ୟମାନେ ତଦାରଖ କରିବେ l ଫଳରେ ସମସ୍ତ ଚାଷୀମାନେ ଲାଭବାନ ହୋଇପାରିବେ ବୋଲି ବରିଷ୍ଠ କୃଷକ ମୋର୍ଚା ସଦସ୍ୟ ଶିବ ପ୍ରସାଦ ମିଶ୍ର ଗଣ ମାଧ୍ୟମକୁ ସୂଚନା ଦେଇ ଅଛନ୍ତି l କୃଷି ଓ କୃଷକର ବିକାଶ ପାଇଁ ବିଜେପି ସରକାର କାର୍ଯ୍ୟ କରୁଅଛି ବୋଲି ଶ୍ରୀ ମିଶ୍ର ଘୋଷଣା କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version