• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ଏନ୍‌.ଏ.ସି ପକ୍ଷରୁ ବଡଖାନା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 23, 2024
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀ ଏନ୍‌.ଏ.ସି ପକ୍ଷରୁ ବଡଖାନା ଅନୁଷ୍ଠିତ
Share on FacebookShare on TwitterWhatsapp

୨୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ )  ବାଙ୍କୀ  :-> ବାଙ୍କୀ ଏନ୍‌.ଏ.ସି ପକ୍ଷରୁ ପରିମଳ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ନେଇ ବଡଖାନା ଅନୁଷ୍ଠିତ ହୋଇଥିଲା । ପରିଷଦର ବାତ୍ୟା ଆଶ୍ରୟ ସ୍ଥଳରେ ଆଜି ଏହି କାର୍ଯ୍ୟକ୍ରମରେ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ବାଙ୍କୀ ସହରାଞ୍ଚଳକୁ ସଫାସୁତରା କରିବାରେ ଯେଉଁ କର୍ମଚାରୀ ଭାଇଭଉଣୀ, ଝାଡୁଦାର, ସ୍ୱଚ୍ଛସାଥୀ, ସୁପରଭାଇଜର ଓ ଡ୍ରାଇଭର ସହଯୋଗକରିଛନ୍ତି ସେମାନଙ୍କୁ ଧନ୍ୟବାଦ ପ୍ରକାଶ କରି ଅଭିନନ୍ଦନ ଜଣାଇଥିଲେ ।ଏହି କାର୍ଯ୍ୟକ୍ରମରେ ନଗରପାଳ ମାରିକ ସାହୁ ସଭାପତିତ୍ୱ କରିଥିଲେ । କାର୍ଯ୍ୟକ୍ରମରେ ଉପନଗରପାଳ ସନ୍ତୋଷ କୁମାର ରଣା ସମସ୍ତ ପାରିଷଦ ସଭ୍ୟ ଓ କର୍ମଚାରୀ , ଓ ସଫେଇ କାର୍ଯ୍ୟରେ ନିୟୋଜିତ କର୍ମଚାରୀ , ସ୍ୱଚ୍ଛସାଥୀ, ସୁପରଭାଇଜର, ଡ୍ରାଇଭର ଓ ପରିମଳ ସୁପରଭାଇଜର୍ ଯୋଗଦାନ କରିଥିଲେ । ଏହି ଅବସରରେ ବିଧାୟକ ଶ୍ରୀ ତ୍ରିପାଠୀ ସମସ୍ତ ସଫେଇ କର୍ମଚାରୀମାନଙ୍କୁ ଖାଦ୍ୟବଣ୍ଟନ କରିଥିଲେ । ଶେଷରେ ନିର୍ବାହୀ ଅଧିକାରୀ ସଂପଦ କୁମାର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

June 18, 2026
ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ

ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ

June 18, 2026
ବିଭିନ୍ନ ଅଂଚଳ ରୁ ଆସି ଫ୍ଲାଟରେ ଏକାଠି ରହୁଥିବା ଅନ୍ତେବାସୀ ଙ୍କ ମହିଳାମାନେ ଉତ୍ସାହ ଉଦ୍ଦୀପନା ମଧ୍ୟରେ ପାଳିଲେ ରଜ ମହୋତ୍ସବ

ବିଭିନ୍ନ ଅଂଚଳ ରୁ ଆସି ଫ୍ଲାଟରେ ଏକାଠି ରହୁଥିବା ଅନ୍ତେବାସୀ ଙ୍କ ମହିଳାମାନେ ଉତ୍ସାହ ଉଦ୍ଦୀପନା ମଧ୍ୟରେ ପାଳିଲେ ରଜ ମହୋତ୍ସବ

June 18, 2026
କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୂରା ଗ୍ରାମ ଠାରେ କୋଠ ଗୃହ ର ଶୁଭ ଉଦଘାଟନ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୂରା ଗ୍ରାମ ଠାରେ କୋଠ ଗୃହ ର ଶୁଭ ଉଦଘାଟନ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

June 18, 2026
ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ

ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version