• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଣ୍ଡା ଜନଜାତି ବହୁଳ ଅଣ୍ଡରାହାଲ ଗ୍ରାମ ପଞ୍ଚାୟତ ଠାରେ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ଓ ସଚେତନତା କ୍ୟାମ୍ପ

Proprietor Abhimanyu Maharana by Proprietor Abhimanyu Maharana
November 24, 2024
in ଓଡ଼ିଶା, ମାଲକାନଗିରି, ହୋମ୍
0
ବଣ୍ଡା ଜନଜାତି ବହୁଳ ଅଣ୍ଡରାହାଲ ଗ୍ରାମ ପଞ୍ଚାୟତ ଠାରେ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ଓ ସଚେତନତା କ୍ୟାମ୍ପ
Share on FacebookShare on TwitterWhatsapp

୨୩ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :-> ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ ବୋର୍ଡ ଅଧୀନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଖଇରପୁଟ ବ୍ଲକର ବଣ୍ଡା ଜନଜାତି ବହୁଳ ଅଣ୍ଡରାହାଲ ଗ୍ରାମ ପଞ୍ଚାୟତ ଠାରେ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ଓ ସଚେତନତା କ୍ୟାମ୍ପ ଆୟୋଜନ କରାଯାଇଥିଲା । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ନିର୍ଦ୍ଦେଶ କ୍ରମେ ପ୍ରଭାଗୀୟ ଶ୍ରମ ଆୟୁକ୍ତ ତଥା ଭାରପ୍ରାପ୍ତ ଜିଲ୍ଲା ଶ୍ରମ ଅଧିକାରୀ ପ୍ରସନ୍ନ ପାଣିଗ୍ରାହୀ ଓ ସହକାରୀ ଶ୍ରମ ଅଧିକାରୀ ପୂର୍ଣ୍ଣିମା ଡୁରୁକା ଉପସ୍ଥିତ ରହି ଏହି କ୍ୟାମ୍ପ ଆୟୋଜନ କରିଥିଲେ ।

ଏଥିରେ ୧୫୦ ଜଣ ନିର୍ମାଣ ଶ୍ରମିକ ଉପସ୍ଥିତ ଥିଲେ । ୫୪ ଜଣ ନିର୍ମାଣ ଶ୍ରମିକଙ୍କୁ ତ୍ୱରିତ ଶ୍ରମ କାର୍ଡ ପ୍ରଦାନ କରାଯିବା ସହ ୫୦ରୁ ଅଧିକ କୋଠାବାଡ଼ି ଓ ନିର୍ମାଣ ଶ୍ରମିକଙ୍କ କାର୍ଡ ନବୀକରଣ କରାଯାଇଥିଲା । ସୂଚନା ଥାଉ କି ଅଣ୍ଡରାହାଲ ଗ୍ରାମ ପଞ୍ଚାୟତ ଆଦିମ ବଣ୍ଡା ଜନଜାତି ବହୁଳ ଅଞ୍ଚଳ ଅଟେ । ରାଜ୍ୟ ସରକାର ତଥା ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ଜନଜାତିଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ବିଶେଷ ପ୍ରାଧାନ୍ୟତା ଦିଆଯାଉଛି । ତେଣୁ ଏହି ଅଞ୍ଚଳର ନିର୍ମାଣ ଶ୍ରମିକ,ପ୍ରବାସୀ ଶ୍ରମିକ ଓ ଅଣ ସଂଗଠିତ ଶ୍ରମିକ ମାନଙ୍କୁ ସେମାନଙ୍କର ପାଇଁ ଉପଲବ୍ଧ ସରକାରୀ ଯୋଜନା ସମ୍ପର୍କରେ ସଚେତନତା କରାଯାଇଥିଲା । ସେହିପରି ଅଚଳ ହୋଇଥିବା ଶ୍ରମ କାର୍ଡକୁ ଏକ୍ଟିଭ କରାଯାଇଥିଲା । ଏହି କ୍ୟାମ୍ପକୁ ଆୟୋଜନ କରିବାରେ ସ୍ଥାନୀୟ ସରପଞ୍ଚ, ଜିଆରଏସ, ଚିନ୍ମୟ ରାଉତରାୟ, ବିଜୟାନନ୍ଦ ପଣ୍ଡା ଓ ରିଙ୍କୁ ରଞ୍ଜନ ଅଧିକାରୀ ସହଯୋଗ କରିଥିଲେ । ଅନଲାଇନ ପଞ୍ଜିକରଣ ନିମନ୍ତେ ମୋ ସେବା କେନ୍ଦ୍ରର କର୍ମଚାରୀ ସହାୟତା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version