• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଭ୍ୟନ୍ତରୀଣ ଗଣତାନ୍ତ୍ରିକ ପ୍ରକ୍ରିୟା ବିଜେପିକୁ ଅନ୍ୟ ଦଳଠାରୁ ଭିନ୍ନ କରିଛି : ଡ.ଯତୀନ ମହାନ୍ତି

Proprietor Abhimanyu Maharana by Proprietor Abhimanyu Maharana
November 30, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଆଭ୍ୟନ୍ତରୀଣ ଗଣତାନ୍ତ୍ରିକ ପ୍ରକ୍ରିୟା ବିଜେପିକୁ ଅନ୍ୟ ଦଳଠାରୁ ଭିନ୍ନ କରିଛି : ଡ.ଯତୀନ ମହାନ୍ତି
Share on FacebookShare on TwitterWhatsapp

ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ସାଙ୍ଗଠନିକ ନିର୍ବାଚନ କର୍ମଶାଳା

 ବୁଥ୍ କମିଟି ଗଠନ ପରେ ମଣ୍ଡଳ, ଜିଲ୍ଲା ଓ ରାଜ୍ୟ କମିଟି ଗଠନ ହେବ

୩୦ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭାରତୀୟ ଜନତା ପାର୍ଟି ହେଉଛି ଏକମାତ୍ର ପାର୍ଟି ଯେଉଁଥିରେ ଆଭ୍ୟନ୍ତରୀଣ ଗଣତନ୍ତ୍ର ରହିଛି । ପ୍ରତି ୬ ବର୍ଷରେ ଥିରେ ଏହି ଦଳର ସଦସ୍ୟମାନେ ପୁନର୍ବାର ସଦସ୍ୟତା ଗ୍ରହଣ କରନ୍ତି । ପ୍ରତି ୩ ବର୍ଷରେ ଦଳର ସଂଗଠନଗୁଡ଼ିକୁ ନୂତନ ଭାବେ ରଚନା କରାଯାଇ ଏହାର ନେତୃତ୍ୱରେ ପୁନର୍ବିଚାର କରାଯାଏ । ଏହି ପ୍ରକ୍ରିୟା ବିଜେପିକୁ ଅନ୍ୟ ଦଳଠାରୁ ଭିନ୍ନ ପରିଚୟ ଦେଇଛି ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଡ. ଯତୀନ ମହାନ୍ତି ରାଜ୍ୟ କାର୍ଯ୍ୟାଳୟରେ କହିଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାଙ୍ଗଠନିକ କର୍ମଶାଳା ପ୍ରସଙ୍ଗରେ ସୂଚନା ଦେଇ ଡ.ମହାନ୍ତି କହିଛନ୍ତି ଯେ, ଭାରତୀୟ ଜନତାପାର୍ଟିର ଏବେ ସାଙ୍ଗଠାନିକ ପର୍ବ ଚାଲିଛି ।

ଏହି ଅନୁସାରେ ପ୍ରାଥମିକ ସଦସ୍ୟତା ଓ ସକ୍ରିୟ ସଦସ୍ୟତା ପ୍ରକ୍ରିୟା ପରେ ଏବେ ତ୍ରୁଣମୂଳସ୍ତରରେ ବୁଥ୍ କମିଟି ଗଠନ କରାଯିବ । ଏହାପରେ ମଣ୍ଡଳ ଓ ଜିଲ୍ଲା ଓ ରାଜ୍ୟ କମିଟି ଗଠନ ହେବ । ଏହି କ୍ରମରେ ଆଜି ରାଜ୍ୟ କାର୍ଯ୍ୟାଳୟରେ ଏକ ରାଜ୍ୟସ୍ତରୀୟ କର୍ମଶ।।ଳା ଅନୁଷ୍ଠିତ ହୋଇଯାଇଛି । ଯେଉଁମାନେ ବୁଥ୍ ଗଠନରେ ସକ୍ର୍ରିୟ ଭୂମିକା ଗ୍ରହଣ କରିବେ ସେମାନଙ୍କୁ ନେଇ ଏହି କର୍ମଶାଳା ଆୟୋଜନ କରାଯାଇଥିଲା । ସେମାନେ କିଭଳି ନିରପେକ୍ଷ ଭାବେ ସମସ୍ତଙ୍କ ସହମତିରେ ସୂଚାରୁ ରୁପେ ଏହି କମିଟି ଗଠନ କରିବେ ସେନେଇ ଏଥିରେ ପ୍ରଶିକ୍ଷଣ ଦିଆଯାଇଥିଲା ।

ଏହାପରେ ସେମାନେ ବିଭିନ୍ନସ୍ତରକୁ ଯାଇ କମିଟି ଗଠନରେ ସହାୟତା କରିବେ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ସଂଗଠନ ପର୍ବ ରାଷ୍ଟ୍ରୀୟ ପ୍ରଭାରୀ ଶ୍ରୀ ଦୁଶ୍ମନ୍ତ ଗୌତମ, ରାଜ୍ୟ ପଭାରୀ ଶ୍ରୀ ବିଜୟପାଲ ସିଂ ତୋମାର, ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି,

ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ, ରାଷ୍ଟୀୟ ମୁଖପାତ୍ର ଡ. ସମ୍ବିତ ପାତ୍ର, ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ରାଜ୍ୟ ସଦସ୍ୟତା ପ୍ରଭାରୀ ଅଶୋକ ମିଶ୍ର, ରାଜ୍ୟ ସାଧାରଣ ସଂପାଦକ ଶାରଦା ଶତପଥୀ ଓ ସୀମାଂଚଳ ଖଟେଇ ପ୍ରମୁଖ ଉପସ୍ଥିତ ରହି ସଂଗଠନ ପର୍ବ ପରିଚାଳନା ପ୍ରସଙ୍ଗରେ ଆଲୋକପାତ କରିଥିଲେ । ଏହି ଅବସରରେ ବରିଷ୍ଠ ନେତୃବୃନ୍ଦ, ସମସ୍ତ ଜିଲ୍ଲା ସଭାପତି, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଅତିରିକ୍ତ ନିର୍ବାଚନ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version