• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିଡିଏମଓଙ୍କ ଅଚାନକ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ ଉପଯୁକ୍ତ ସେବା ପ୍ରଦାନ ନକଲେ କାର୍ଯ୍ୟାନୁଷ୍ଠାନ

Proprietor Abhimanyu Maharana by Proprietor Abhimanyu Maharana
December 1, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ସିଡିଏମଓଙ୍କ ଅଚାନକ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ ଉପଯୁକ୍ତ ସେବା ପ୍ରଦାନ ନକଲେ କାର୍ଯ୍ୟାନୁଷ୍ଠାନ
Share on FacebookShare on TwitterWhatsapp

୩୦ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :-> ଗଞ୍ଜାମ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଜୟ କୁମାର ପଣ୍ଡା ଶନିବାର ଅଚାନକ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟ ପରିସର ସଫେଇ କାର୍ଯ୍ୟକୁ ସେ ପ୍ରଶଂସା କରିଥିଲେ।‌ ନିରାମୟ କେନ୍ଦ୍ରରୁ ରୋଗୀ ଓ ସମ୍ପର୍କୀୟ ମାନେ ଲାଇନରେ ରହି ଔଷଧ ନେଉଥବା ଦେଖି ସନ୍ତୋଷବ୍ୟକ୍ତ କରିଥିଲେ। କିଛି କର୍ମଚାରୀ କାର୍ଯ୍ୟରେ ଅବହେଳା କରୁଥିବା ଦେଖି ତାଗିଦ୍ କରିଥିଲେ। କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କୁ ତାଗିଦ୍ କରିବା ସହ ରୋଗୀଙ୍କୁ ଆବଶ୍ୟକୀୟ ସହାୟତା ଓ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ପରାମର୍ଶ ଦେଇଥିଲେ।

ଆଗାମୀ ଦିନରେ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଥିଲେ। ପରେ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ଓ ବହୁ ଡାକ୍ତରମାନଙ୍କ ସହ ଚିକିତ୍ସାଳୟର ବିଭିନ୍ନ ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ। ଆବଶ୍ୟକ ଡାକ୍ତର, କର୍ମଚାରୀ ଅଭାବ ସହ ଚିକିତ୍ସାଳୟର ବିଭିନ୍ନ ଅଭାବ ଅସୁବିଧା ସମ୍ପର୍କରେ ଅଧିକ୍ଷକ ଶ୍ରୀ ସାହୁ ସିଡିଏମଓ ଶ୍ରୀ ପଣ୍ଡାଙ୍କ ସହ ଆଲୋଚନା କରିଥିଲେ।

ଆଗାମୀ ଦିନରେ ଧୀରେ ଧୀରେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନିଯୁକ୍ତି ସହ ଅନ୍ୟାନ୍ୟ ଅସୁବିଧାର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସମ୍ମତି ଜଣାଇଥିଲେ। ଅନ୍ୟପକ୍ଷରେ ସିଡିଏମଓଙ୍କ ଅଚାନକ ଗସ୍ତ ଫଳରେ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କ ମନରେ ଛନକା ପଶିଯାଇଛି। ସିଡିଏମଓଙ୍କ ଗସ୍ତ ବେଳେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡ଼ାକ୍ତର ପ୍ରତିଭା ପାତ୍ର, ଡାକ୍ତର ମାଧବ ସାହୁ, ଶିଶୁ ରୋଗ ବିଶେଷଜ୍ଞ ଡ଼ାକ୍ତର ଦୁର୍ଗା ପ୍ରସାଦ ପଣ୍ଡା, ଡାକ୍ତର ଶୟମ୍ଭୁ ରାୟ, ଡାକ୍ତର ସନ୍ତୋଷ ଷଡ଼ଙ୍ଗୀ , ଫାର୍ମାସିଷ୍ଟ କାର୍ତ୍ତିକେଶ୍ବର ସାହୁ, ସତ୍ୟ ପଟ୍ଟନାୟକଙ୍କ ସମେତ ବହୁ କର୍ମଚାରୀ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version