• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଗୋପାଳପୁର କପ ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ : ସରଧାପୁର ସ୍ପୋର୍ଟସ ଆସୋସିଏସନ ୩-୦ରେ ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
December 9, 2024
in ଓଡ଼ିଶା, ଖେଳ, ନୟାଗଡ଼ ନିଉଜ୍, ହୋମ୍
0
ରାଜ୍ୟସ୍ତରୀୟ ଗୋପାଳପୁର କପ ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ : ସରଧାପୁର ସ୍ପୋର୍ଟସ ଆସୋସିଏସନ ୩-୦ରେ ବିଜୟୀ
Share on FacebookShare on TwitterWhatsapp

୦୮ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର  :-> ରଣପୁର ବ୍ଲକ ଅନ୍ତର୍ଗତ ମହାବୀର ଆଥଲେଟିକ ଆସୋସିଏସନ୍ ଗୋପାଳପୁର ଆନୁକୁଲ୍ୟରେ ୧୨ତମ ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ରାଜ୍ୟସ୍ତରୀୟ ଗୋପାଳପୁର କପ୍ ଫୁଟବଲ୍ ଆଜି ସ୍ଥାନୀୟ ଗୋପାଳପୁର ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଉଦଘାଟିତ ହୋଯାଇଛି । ଗୋପାଳପୁର ହାଇସ୍କୁଲ ଖେଳ ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ଗୋପାଳପୁର କପ ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି l ତେବେ ଉଦଘାଟନୀ ମ୍ୟାଚରେ ଖୋର୍ଦ୍ଧା ଜିଲ୍ଲା ସରଧାପୁର ସ୍ପୋର୍ଟସ ଆସୋସିଏସନ ଓ ଟାଙ୍ଗୀ ରଘୁନାଥ ଫୁଟବଲ କ୍ଲବ ପରସ୍ପରକୁ ଭେଟିଥିଲେ  l

ଉଦଘାଟନୀ ମ୍ୟାଚ୍ ରେ ସରଧାପୁର ସ୍ପୋର୍ଟସ ଆସୋସିଏସନ୍ ଓ ରଘୁନାଥ ଏଫ୍.ସି ଟାଙ୍ଗୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏଥିରେ ସରଧାପୁର୍ ଦଳ ୩-୦ ଗୋଲ୍ ରେ ବିଜୟଲାଭ କଲା । ସରଧାପୁର ଦଳ,ମ୍ୟାଚର ପ୍ରଥମାର୍ଦ୍ଧରେ ୨ଟି ଓ ଦ୍ୱିତୀୟର୍ଦ୍ଧରେ ଆଉ ଗୋଟିଏ ଗୋଲ ଦେଇଥିବାବେଳେ ଟାଙ୍ଗୀ ଦଳ ଏହାର ପରିଶୋଧ କରିନପାରି ପରାଜିତ ହୋଇଥିଲେ l

ତେବେ ଗୋପାଳପୁର ହାଇସ୍କୁଲ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ଏହି ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟର ଉଦଘାଟନୀ ଉତ୍ସବରେ ପ୍ରଥମ ଦିବସରେ ମୁଖ୍ୟ ଅତିଥିଭାବେ ପୂର୍ବତନ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ମହାବୀର ଆଥଲେଟିକ ଆସୋସିଏସନ୍ ର ପ୍ରାଣ ପ୍ରତିଷ୍ଠାତା ଭିକ୍ଷାକାରୀ ମିଶ୍ର,ପୂର୍ବତନ କ୍ରୀଡା ଶିକ୍ଷକ ପ୍ରଫୁଲ୍ଲ କୁମାର ବଳିୟାରସିଂହ,

ଜିଲ୍ଲା ଖାଉଟି କମିଶନର ନାରାୟଣ ମହାପାତ୍ର, ଯୁବ ସମାଜ ସେବୀ ତ୍ରିନାଥ ବିଶ୍ଵାଳ,ପ୍ରଫୁଲ୍ଲ ନାୟକ, ସ୍ୱର୍ଣ୍ଣପ୍ରକାଶ ରାଉତରାୟ,ରଣପୁର ବ୍ଲକ୍ ଉପାଧ୍ୟକ୍ଷ ପ୍ରଭାତ ଦଳବେହେରା,ଫିଲ୍ମ ପ୍ରଯୋଜିକା ପ୍ରତିଭା ମହାନ୍ତି ,ନର୍ମଦା ରାୟ,ସୁନେଲି ଦଳବେହେରା ଅତିଥି ଭାବରେ ଉପସ୍ଥିତ ରହିଥିଲେ।ମ୍ୟାଚ୍ କୁ ପରିଚାଳନା କରିଥିଲେ l

ରାଜୁ ମହାନ୍ତି,ତାଙ୍କୁ ଲାଇନ ରେ ସହାୟତା କରିଥିଲେ ବିଶ୍ବଭୂଷଣ ସିଂ ଓ ବିଷ୍ଣୁ ପ୍ରସାଦ ମିଶ୍ର।ଚତୁର୍ଥ ରେଫରି ଭାବରେ ଶ୍ରୀ ପ୍ରସାଦ ସାମନ୍ତ ରହିଥିଲେ। ମ୍ୟାଚ୍ କମିଶନର ଭାବରେ ମୁନା ନାୟକ ଓ ରୁଦ୍ର ପ୍ରସାଦ ମହାପାତ୍ର ପରିଚାଳନା କରିଥିଲେ। ରାଜୁ ମହାପାତ୍ର ମ୍ୟାଚ ରେଫରୀ ଭାବେ ଖେଳ ପରିଚାଳନା କରିଥିଲାବେଳେ ହାପି ମିଶ୍ର, ବିଶ୍ୱ ଭୂଷଣ ସିଂ ଲାଇନରେ ସହାୟତା କରିଥିଲେ  l 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version