• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରେଭେନ୍ସାରେ ରୁଦ୍ର-୯୧ର ଦ୍ବିତୀୟ ବନ୍ଧୁମିଳନ – ଏକାଠି ହେଲେ ୧୯୯୧ ବ୍ୟାଚ୍ ସ୍ନାତକୋତ୍ତର ଛାତ୍ରଛାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 9, 2024
in ଓଡ଼ିଶା, କଟକ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରେଭେନ୍ସାରେ ରୁଦ୍ର-୯୧ର ଦ୍ବିତୀୟ ବନ୍ଧୁମିଳନ – ଏକାଠି ହେଲେ ୧୯୯୧ ବ୍ୟାଚ୍ ସ୍ନାତକୋତ୍ତର ଛାତ୍ରଛାତ୍ରୀ
Share on FacebookShare on TwitterWhatsapp

୦୮ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ  :-> ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୯୯୧ ମସିହା ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ସଂଘ ରୁଦ୍ର-୯୧ (Ravenshawvian PG 91 Urge Driven Relationship Advancement- RUDRA 91) ଆନୁକୂଲ୍ୟରେ ରବିବାର ଦ୍ବିତୀୟ ବନ୍ଧୁ ମିଳନ ରେଭେନ୍ସ ବିଶ୍ୱବିଦ୍ୟାଳୟ ଅର୍ଥନୀତି ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୧୯୯୧ ବ୍ୟାଚ୍ ସ୍ନାତକୋତ୍ତର (ସମସ୍ତ ବିଭାଗ) ଛାତ୍ରଛାତ୍ରୀ ମାନେ ଏକ କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ଧର୍ମପଦ ମହାପାତ୍ରଙ୍କୁ ସମ୍ମାନିତ କରିବା ସହ ବିଶ୍ୱବିଦ୍ୟାଳୟ ପରିସର ପରିକ୍ରମା କରି ବୃକ୍ଷରୋପଣ କରିଥିଲେ । ସମସ୍ତ ଛାତ୍ରଛାତ୍ରୀ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ଦିବସଟିକୁ ପାଳନ କରିଥିଲେ ।

ପ୍ରତ୍ୟେକ ଛାତ୍ରଛାତ୍ରୀ ବିଗତ ଦିନର ସ୍ମୃତିକୁ ସ୍ମରଣ କରିଥିଲେ ଯାହାକି ଅନେକ ସମୟରେ ହାସ୍ୟରୋଳ ସୃଷ୍ଟି କରିଥିଲା। ଆଗାମୀ ଦିନରେ ରୁଦ୍ର-୯୧ର ସଦସ୍ୟମାନେ ରେଭେନ୍ସା ପରିସରର ଉନ୍ନତି ସହ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ସହାୟତା କରିବାକୁ ସଂକଳ୍ପ ନେଇଥିଲେ । ଆଜି ରୁଦ୍ର-୯୧ ପକ୍ଷରୁ କଲେଜ ସ୍କୋୟାରରେ ଉଠା ଫଳ ଓ ରାଗଚଣା ଦୋକାନୀଙ୍କୁ ଛତା ବଣ୍ଟନ କରାଯାଇଥିଲା । ଡ. ଦୁଖିଶ୍ୟାମ ମିଶ୍ର, ଅମୀୟବାଳା ପରିଡ଼ା, ଜ୍ୟୋତିରଞ୍ଜନ ରାୟ, ସୁଦୀପ ରାଉତ,ମନୋରଞ୍ଜନ ମହାନ୍ତି, ବିନୋଦିନୀ ଓ ଚକ୍ରଧର ରାଜଙ୍କ ନେତୃତ୍ବରେ ସମସ୍ତ ସଦସ୍ୟଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version