• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାୟିତ୍ଵ ହସ୍ତାନ୍ତର ଦିନ ଅସହାୟ ମହିଳାଙ୍କୁ ଭୂମି ପଟ୍ଟା ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
December 11, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଦାୟିତ୍ଵ ହସ୍ତାନ୍ତର ଦିନ ଅସହାୟ ମହିଳାଙ୍କୁ ଭୂମି ପଟ୍ଟା ପ୍ରଦାନ
Share on FacebookShare on TwitterWhatsapp

୧୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ  :-> ବୋଲଗଡ ତହସିଲଦାର ସୁଶ୍ରୀ ନିବେଦିତା ପରିଡା ସୋମବାର ବୋଲଗଡ ତହସିଲରୁ ନିଜ ଦାୟିତ୍ୱ ହସ୍ତାନ୍ତର କରି ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୋଗଦେବା ପୂର୍ବରୁ ଅସହାୟ ମହିଳା ଧୋବଣୀ ବେୱାଙ୍କୁ ଘର ଡିହ ପଟ୍ଟା ପ୍ରଦାନ କରିଛନ୍ତି । ଏଥିସହ ଆବଶ୍ୟକୀୟ ରାସନ ମଧ୍ୟ ପ୍ରଦାନ କରିଛନ୍ତି । ତାଙ୍କର ୧ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଗରିବ ଅସହାୟ ଜନତାଙ୍କୁ ସେବା ଯୋଗାଇଦେବାକୁ ସୁଶ୍ରୀ ପରିଡା ତ୍ୱରିତ ପଦକ୍ଷେପ ନେଇ ଆସୁଥିବା ବେଳେ ଆଜିର ଏହି କାର୍ଯ୍ୟକ୍ରମ ତାଙ୍କର ମହାନୀୟତା ପ୍ରମାଣିତ କରିଛି । ମାତ୍ର ୧୫ଦିନ ମଧ୍ୟରେ ସମସ୍ତ କାଗଜାତ ପ୍ରସ୍ତୁତ କରି ପଟ୍ଟା ପ୍ରଦାନ କରି ସହୃଦୟତାର ପରିଚୟ ପ୍ରଦାନ କରିଛନ୍ତି।ସେହିପରି ବୋଲଗଡ଼,ଅସନପଲ୍ଲୀ, ଠଣାପଲ୍ଲୀ,ରାସୋଳ ଓ ଅନ୍ୟାନ୍ୟ ଅନେକ ଗ୍ରାମରେ ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ସରକାରୀ ଜମିରୁ ଜବର ଦଖଲ ଉଚ୍ଛେଦ କରି ସମସ୍ତଙ୍କ ପ୍ରୀୟଭାଜନ ହୋଇଥିଲେ ।

ସେହିପରି ବୋଲଗଡ ବ୍ଳକରେ ଗତ ୨୦୨୩-୨୪ମସିହାରେ ମରୁଡି ଜନିତ କାରଣରୁ ଖରିଫ୍ ଧାନ ଫସଲହାନି ହୋଇ ଚାଷୀ ମାନଙ୍କର ପ୍ରଭୂତ କ୍ଷତି ହୋଇଥିଲାବେଳେ ଏହାର କ୍ଷତିଭରଣା ପାଇଁ ଚାଷୀ କରିଥିବା ଫସଲବିମା ଯୋଜନାର କ୍ଷତିପୂରଣ ରାଶି ମିଳିବା ନେଇ ପ୍ରକ୍ରିୟା କରଣରେ ସରକାରୀସ୍ତରରେ ବହୁ ବିଳମ୍ବ ନେଇ ଚାଷୀ ମାନେ ହତାଶ ହୋଇ ଆନ୍ଦୋଳନାତ୍ମକ ପନ୍ଥା ଆପଣେଇ ଥିଲେ । ଏଥିନେଇ ସେ ଯୋଗଦେବା ପରେ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରଖି ଚାଷୀ ମାନଙ୍କ ନ୍ୟାଯ୍ୟ ପ୍ରାପ୍ୟ ପ୍ରଦାନ କରି ସମ୍ବର୍ଦ୍ଧିତ ହୋଇଥିଲେ । ତେବେ ତାଙ୍କୁ କାର୍ଯ୍ୟ କରିବାର ମାତ୍ର ଏକ ବର୍ଷ ପରେ ଗତ ଅକ୍ଟୋବର ୧୭ରେ ବଦଳି ନୋଟିସ କରାଯାଇଥିବା ସମୟରେ ଏହାକୁ ସହଜରେ ଗ୍ରହଣ କରିପାରିନଥିଲେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ, ଓକିଲ, ସାମ୍ବାଦିକ, ବିଭିନ୍ନ ଅନୁଷ୍ଠାନ,ସଂଗଠନ, ରାଜନେତା ଓ କୃଷକ ନେତାମାନେ ।

ତହସିଲଦାର ନିବେଦିତା ପରିଡା ଜଣେ ସଚ୍ଚୋଟ କର୍ତ୍ତବ୍ୟ ପରାୟଣl ଦକ୍ଷ ପ୍ରଶାସିକା ଏବଂ ତାଙ୍କ କାର୍ଯ୍ୟଶୈଳୀ ବୋଲଗଡ ତହସିଲରେ ଦୁର୍ନୀତି ଓ ଦଲାଲ ରାଜକୁ ନିୟନ୍ତ୍ରଣକୁ ଆଣିପାରିଥିଲା । କ୍ଷମତାର ସୁବିନିଯୋଗ କରି ଜନସାଧାରଣଙ୍କର ବିଶ୍ୱାସଭାଜନ ହୋଇପାରି ଥିବା ଏହି ପ୍ରଶାସନିକ ଅଧିକାରୀଣୀ ଜଣକୁ ତହସିଲ କାର୍ଯ୍ୟାଳୟର ବିକାଶ ଓ ସୁପରିଚାଳନା ପାଇଁ ତାଙ୍କ ବଦଳି ନିର୍ଦ୍ଧେଶକୁ ବାତିଲ କରି ତାଙ୍କ କାର୍ଯ୍ୟାକାଳକୁ ଏଠାରେ ଆଉ କିଛି ବର୍ଷ ବୃଦ୍ଧିକରି ଅବସ୍ଥାପିତ କରି ବୋଲଗଡର ବିକାଶରଧାରା ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଓ ଜିଲ୍ଲାପାଳଙ୍କ ନିକଟରେ ଲିଖିତ ନିବେଦନ କରିଥିଲେ । ତେବେ ବଦଳି ନିର୍ଦ୍ଧେଶ ସତ୍ତ୍ୱେ ଅନେକ ଅଧିକାରୀ ନିଜ ନୂତନ ସ୍ଥାନରେ ଯୋଗ ଦେଇନଥିବାରୁ ରାଜ୍ୟ ସରକାର ବଦଳି ଓ ପୋଷ୍ଟିଁ ନେଇ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିବାରୁ ଓ ସେଥିନେଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ରିଲିଭ ନିର୍ଦ୍ଧେଶ ପାଇବା ପରେ ସୁଶ୍ରୀ ପରିଡ଼ା ତହସିଲ କାର୍ଯ୍ୟାଳୟର ଆଡିସନାଲ ତାହସିଲଦର୍ଙ୍କୁ ଦାୟିତ୍ଵ ହସ୍ତାନ୍ତରକରି ଖୋର୍ଦ୍ଧାଜିଲ୍ଲା କାର୍ଯ୍ୟାଳୟର ଡେପୁଟି କଲେକ୍ଟର ଭାବେ ନୂତନ ଦାୟିତ୍ଵରେ ଯୋଗ ଦେଇଛନ୍ତି । ଏଥିନେଇ ବୋଲଗଡ଼ ବ୍ଲକ ଜଣେ ସଚ୍ଚୋଟ ଓ କର୍ତବ୍ୟନିଷ୍ଠ ଅଧିକାରୀଣୀ ହରାଇଲା ବୋଲି ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

October 13, 2026
ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

October 13, 2026
EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

October 13, 2026
ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

October 13, 2026
ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

October 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version