• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ର ଗଣ ଶିକ୍ଷାମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ : ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
December 11, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
କେନ୍ଦ୍ର ଗଣ ଶିକ୍ଷାମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ : ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ପରିଦର୍ଶନ
Share on FacebookShare on TwitterWhatsapp

୧୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> ଦିନିକିଆ କନ୍ଧମାଳ ଗ୍ରସ୍ତରେ ଆସିଥିଲେ କେନ୍ଦ୍ର ଗଣ ଶିକ୍ଷା ମନ୍ତ୍ରୀ ସୁକାନ୍ତ ମଜୁମଦାର । ପ୍ରଥମେ ଫୁଲବାଣୀ ସ୍ଥିତ ଜିଲାପାଳ ଙ୍କ ସଦଭାବନା ଗୃହରେ ଜିଲ୍ଲା ସ୍ତରୀୟ ସରକାରୀ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରିବା ସହ ସରକାରୀ କର୍ମଚାରୀ ମାନେ ନିଷ୍ଠା ଓ ଆନ୍ତରିକତାର ସହ ଲୋକଙ୍କ ପାଇଁ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ ।

ପରେ ପରେ ଫିରିଙ୍ଗିଆ ଯାଇ ସ୍ମାର୍ଟ ଅଙ୍ଗନବାଡି ସେଣ୍ଟର, ନୋଡାଲ ସ୍କୁଲ ଯାଇ ଛାତ୍ରଛାତ୍ରୀ ଙ୍କ ସହ ଆଲୋଚନା କରିଥିଲେ । କିଭଳି ଶିକ୍ଷା ଦିଆଯାଉଛି ଓ ମଧ୍ୟାହ୍ନ ଭୋଜନ ର ମାନ ମଧ୍ଯ ଦେଖି ଥିଲେ କେନ୍ଦ୍ର ମନ୍ତ୍ରୀ । କେନ୍ଦ୍ର ସରକାରଙ୍କ ଆକାଂକ୍ଷା ଜିଲ୍ଲାରେ ଚାଲିଥିବା ବିଭିନ୍ନ ଯୋଜନା ର କାର୍ଯ୍ୟକାରିତା ଓ ସୁଫଳ ନେଇ କେନ୍ଦ୍ର ମନ୍ତ୍ରୀ ମଜୁମଦାର ଆଲୋଚନା କରିଥିଲେ । ମୋତେ କନ୍ଧମାଳ ଓ କୋରାପୁଟ ଜିଲ୍ଲା ଦାୟିତ୍ବ ଦିଆଯାଇଛି । ଜିଲ୍ଲାରେ କୃଷିକୁ ଅଧିକ ପ୍ରାଧାନ୍ୟ ଦିଆଯିବାକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ।

ଫିରିଙ୍ଗିଆ ସ୍କୁଲରେ ପିଲାଙ୍କ ସହିତ ମଧ୍ୟାହ୍ନ ଭୋଜନ କରିବା ସହିତ ଖୁସି ବ୍ୟକ୍ତି କରିଥିଲେ ମନ୍ତ୍ରୀ । ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ସୁକାନ୍ତ ପାଣିଗ୍ରାହୀ,ବିଧାୟକ ଉମା ଚରଣ ମଲ୍ଲିକ, ସାସଂଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଆଦିକନ୍ଦ ପଟ୍ଟନାୟକ, ସଞ୍ଜୟ କୁମାର ଦାସ, ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଜିଲ୍ଲାମୁଖ୍ୟ ଉନ୍ନୟନ ଅଧୂକାରୀ ଓ କାର୍ଯ୍ୟ ନିର୍ବାହୀ ଜିଲ୍ଲା ପରିଷଦ ଶମ୍ଭୁ ନାଥ ନନ୍ଦୀ ପ୍ରମୁଖ ଙ୍କ ସହ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version