• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋଆ ଗଣମାଧ୍ୟମ ପ୍ରତିନିଧିଙ୍କ ଓଡିଶା ପରିଦର୍ଶନ ଓଡ଼ିଶାର କାଳଜୟୀ କୃତି-କୀର୍ତ୍ତି, ସୌନ୍ଦର୍ଯ୍ୟ-ସଂସ୍କୃତି, ଆଚାର-ବିଚାର ଦେଖି ହେଲେ ଅଭିଭୂତ

Proprietor Abhimanyu Maharana by Proprietor Abhimanyu Maharana
December 11, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗୋଆ ଗଣମାଧ୍ୟମ ପ୍ରତିନିଧିଙ୍କ ଓଡିଶା ପରିଦର୍ଶନ ଓଡ଼ିଶାର କାଳଜୟୀ କୃତି-କୀର୍ତ୍ତି, ସୌନ୍ଦର୍ଯ୍ୟ-ସଂସ୍କୃତି, ଆଚାର-ବିଚାର ଦେଖି ହେଲେ ଅଭିଭୂତ
Share on FacebookShare on TwitterWhatsapp

୧୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ଗୋଆ ସୂଚନା ଓ ପ୍ରସାରଣ ବିଭାଗର ନିର୍ଦ୍ଦେଶକ ଶ୍ରୀ ଦିପକ ବନ୍ଦେରକରଙ୍କ ନେତୃତ୍ୱରେ ପ୍ରଥମଥର ପାଇଁ ଓଡିଶା ପରିଦର୍ଶନରେ ଆସିଥିବା ଗୋଆର ଗ୍ରାମାଞ୍ଚଳ ଗଣମାଧ୍ୟମ ପ୍ରତିନିଧିଙ୍କ ଦଳ ଆଜି ପୂର୍ବାହ୍ନରେ ଓଡିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ବିଧାନସଭା ଗୃହ ପରିଚାଳନା, ପାଠାଗାର, ନେଭା, ଗବେଷଣା ବିଭାଗ ଓ ଅନ୍ୟାନ୍ୟ ବିଭାଗ ବୁଲି ଦେଖିଥିଲେ I

ନିଜର ଆଞ୍ଚଳିକ ଓଡ଼ିଆ ଭାଷାରେ ବିଧାନସଭା ପରିଚାଳନା ହେଉଥିବା ଏବଂ ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ଓ ସ୍ଵକୀୟ ଆଭିଜାତ୍ୟକୁ ସବୁକ୍ଷେତ୍ରରେ ପ୍ରାଧାନ୍ୟ ଦେଉଥିବାର ଦେଖି ସେମାନେ ଆନନ୍ଦ ପ୍ରକାଶ କରିବା ସହ ବାସ୍ତବରେ ଏହି ରାଜ୍ୟରେ ସାଧାରଣ ଲୋକଙ୍କ ସରକାର ଚାଲିଛି ବୋଲି ପ୍ରକାଶ କରିଥିଲେ I ଅପରାହ୍ନରେ ଓଡିଶା ରାଜ୍ୟ ଜନଜାତି ସଂଗ୍ରହାଳୟ ବୁଲି ଦେଖିବା ସହ ଗୋଆର ଆଦିମ ଜନଜାତି ଏବଂ ଓଡ଼ିଶାର ଜନଜାତିଙ୍କ ବେଶପୋଷାକ, ଅଳଙ୍କାର, ଜୀବନ-ଜୀବିକାରେ ଅନେକ ସାମଞ୍ଜସ୍ୟ ଥିବା ଉଲ୍ଲେଖ କରିବା ସହ ସଂଗ୍ରହାଳୟରୁ ବିଭିନ୍ନ ଉପାଦେୟ ପୁସ୍ତିକା ଆଗ୍ରହର ସହ ସଂଗ୍ରହ କରିଥିଲେ I

ତାପରେ ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ ଆକର୍ଷଣ ଉଦୟଗିରି ପାହାଡ଼ରେ ସମ୍ରାଟ ଖାରବେଳଙ୍କ ପୃଷ୍ଠପୋଷକତାରେ ନିର୍ମିତ ଗୁମ୍ଫା ଓ ଚିତ୍ରାବଳୀର ସୌନ୍ଦର୍ଯ୍ୟଦେଖି ଓ ସେ ସମ୍ପର୍କିତ ଐତିହାସିକ ପୃଷ୍ଠଭୂମି ଏବଂ କାହାଣୀମାନ ଶୁଣି ଅତିଥିମାନେ ଅଭିଭୂତ ହୋଇଥିଲେ I ସେ ସମୟର କଳିଙ୍ଗଶିଳ୍ପୀମାନଙ୍କର ପ୍ରସ୍ତର କର୍ତ୍ତନ,ଖୋଦନର ଶୈଳୀ, କଳା ଓ କାରୁକାର୍ଯ୍ୟ ଅତୀବ ଚମତ୍କାର ଥିଲା ବୋଲି ସେମାନେ ମତପ୍ରକାଶ କରିଥିଲେ I

ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଗୋଆ ସୂଚନା ଓ ପ୍ରସାରଣ ବିଭାଗର ନିର୍ଦ୍ଦେଶକ, ଅଧିକାରୀ ଏବଂ ଗ୍ରାମାଞ୍ଚଳ ଗଣମାଧ୍ୟମ ପ୍ରତିନିଧିଙ୍କ ଦଳଙ୍କୁ ଭବ୍ୟସ୍ୱାଗତ କରାଯିବ ସହ ନିର୍ଦ୍ଦେଶକ ଶ୍ରୀ ସାମଲ ପ୍ରାଚୀନସମୟରୁ ଦକ୍ଷିଣ-ପୂର୍ବ ଏସିଆର ପ୍ରବେଶପଥ ଭାବେ ପରିଗଣିତ ଓଡ଼ିଶାର କାଳଜୟୀ କୃତି-କୀର୍ତ୍ତି, ଶ୍ରୀଜଗନ୍ନାଥ ସଂସ୍କୃତି-ବିବିଧ ପରମ୍ପରା, ପ୍ରାକୃତିକ ବିଭବ ଓ ଏହାର ବିପୁଳତା, କଳା,

କ୍ରୀଡା ଓ ଅନ୍ୟାନ୍ୟ କ୍ଷେତ୍ରର ଅଗ୍ରଗତି, ହୀରାକୁଦ ନଦୀବନ୍ଧ ଓ ଅନ୍ୟାନ୍ୟ ବିଷୟରେ ଅତିଥିମାନଙ୍କୁ ଅବଧାରଣ ଦେବା ସହ ସୂଚନା ଓ ଲୋକ ସମ୍ପର୍କ ବିଭାଗର ବିଭିନ୍ନ ବିଭାଗ ଓ ଅଧିକାରୀଙ୍କ କାର୍ଯ୍ୟଧାରା, ଉପଖଣ୍ଡ ଓ ଜ଼ିଲ୍ଲାସ୍ତରର ଅଧିକାରୀ ଓ ସେମାନଙ୍କ କାର୍ଯ୍ୟଧାରା, ଗଣମାଧ୍ୟମ ପ୍ରତିନିଧିମାନଙ୍କ ପାଇଁ ଓଡିଶା ସରକାର କାର୍ଯ୍ୟକାରି କରିଥିବା ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଓ ଅନ୍ୟାନ୍ୟ ଜନକଲ୍ୟାଣକାରି ଯୋଜନା ଗୁଡିକ ସମ୍ପର୍କରେ ସୂଚନା ଦେଇଥିଲେ I

ଏହା ସହ ଗୋଆ ସୂଚନା ଓ ପ୍ରସାରଣ ବିଭାଗର ନିର୍ଦ୍ଦେଶକ ଶ୍ରୀ ବନ୍ଦେରକରଙ୍କ ଠାରୁ ଗୋଆ ସରକାର ଗଣମାଧ୍ୟମ ପ୍ରତିନିଧିମାନଙ୍କ ପାଇଁ କରିଥିବା ବିଭିନ୍ନ ଲୋକହୈତେଷୀ ଯୋଜନା ବିଷୟରେ ପଚାରି ବୁଝିଥିଲେ I ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂ, ଯୁଗ୍ମ ନିର୍ଦେଶକ ବିଶ୍ୱଜିତ ଦାସ, ଉପ ନିର୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଉପ ଶାସନ ସଚିବ ଏସକେ କଲାମୁଦିନ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ I ସୂଚନା ଅଧିକାରୀ ଶ୍ରୀ ସୁଜିତ ସ୍ୱାଇଁ ଏବଂ ଶ୍ରୀ ସୌରଭ ପ୍ରଧାନ ଗୋଆ ପ୍ରତିନିଧିଦଳଙ୍କୁ ଓଡିଶା ପରିଦର୍ଶନରେ ସହଯୋଗ କରୁଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version