• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖେଳକୁଦ, ସମୁଦ୍ରପହଁରା ରେ କମ୍ପୁଛି ବେଳାଭୂମି ମହୋଦଧି ଦିବସ ରେ ବିଚ ଓସେନ ସ୍ପୋର୍ଟ୍ସ ଦେଶ ବିଦେଶ ର ୩୮୦ କ୍ରୀଡ଼ାବିତ ଙ୍କ ଅଂଶଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
December 12, 2024
in ଓଡ଼ିଶା, ପୁରୀ, ହୋମ୍
0
ଖେଳକୁଦ, ସମୁଦ୍ରପହଁରା ରେ କମ୍ପୁଛି ବେଳାଭୂମି ମହୋଦଧି ଦିବସ ରେ ବିଚ ଓସେନ ସ୍ପୋର୍ଟ୍ସ ଦେଶ ବିଦେଶ ର ୩୮୦ କ୍ରୀଡ଼ାବିତ ଙ୍କ ଅଂଶଗ୍ରହଣ
Share on FacebookShare on TwitterWhatsapp

୧୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ପୁରୀ  :-> ବିଶ୍ୱସ୍ତରୀୟ ମହୋଦଧି ଦିବସ ଓ ବିଚ ଓସେନ ସ୍ପୋର୍ଟ୍ସ କର୍ଣ୍ଣିଭାଲ ପୁରୀ ର ସ୍ୱର୍ଣ୍ଣାଭ ବେଳାଭୂମି ଭିକ୍ଟୋରିଆ ହୋଟେଲ ସମ୍ମୁଖରେ ଗତକାଲି ଠାରୁ ଆରମ୍ଭ ହୋଇଛି |ଖେଳକୁଦ ଓ ସମୁଦ୍ର ପହଁରା ରେ କମ୍ପୁଛି ବେଳାଭୂମି | ଦେଶ ବିଦେଶ ର ପାର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦାମାନେ ଏହା ଦେଖି ବିଭୋର ହେଉଛନ୍ତି | ସମୁଦ୍ର ଜଳରାଶି ରେ ଅନୁଷ୍ଠିତ ଖେଳ ମଧ୍ୟରେ ସମୁଦ୍ରପହଁରା,କାୟକିଙ୍ଗ କନୱାଗିଙ୍ଗ, ରନ ସୁଇମ ରନ, ରେସକ୍ଯୁ ଟିୟୁ ରେସକ୍ଯୁ କ୍ରୀଡାରେ ୧୯ ଓ ୧୬ ବର୍ଷ ରୁ କମ ଖେଳାଳୀ, ପୁରୁଷ ଓ ମହିଳା ଓପନ ଖେଳାଳୀ ଓ ମାଷ୍ଟର ଖେଳାଳୀ ଯୋଗଦେଇଥିଲେ | ଶ୍ରୀଲଙ୍କା ର ୨୯ ଖେଳାଳୀ ସମେତ ୩୮୦ ଖେଳାଳୀ ଅଂଶ ଗ୍ରହଣ କରିଥିଲେ |

ଟିମ ମ୍ୟାନେଜର ସି ଇ ଓ ଲାଇଫ ସେଭିଂ ଅଫ ଶ୍ରୀଲଙ୍କା ର ଆସଣ୍ଡା ନନାୟକ୍କର ଯୋଗଦେଇଥିଲେ | ଜାତୀୟ ଓ ଅନ୍ତର୍ଜାତୀୟ ଖେଳାଳୀ ଅଂଶଗ୍ରହଣ କରିଥିଲେ | ପ୍ରଥମ ଦିନ ଖେଳ ପ୍ରତିଯୋଗିତା ରେ କ୍ରୀଡ଼ାବିତ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତର ରେ ପ୍ରଥମ, ଦିତ୍ୱୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ | ସର୍ଭିସ ସ୍ପୋର୍ଟ୍ସ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ମଧ୍ୟ ଖେଳାଳୀ ଯୋଗ ଦେଇଛନ୍ତି |ଭାରତୀୟ କୋଚ ଭାବେ ଆର ଏଲ ଏସ ଏସ ର କୌସ୍ତୁଭ ବକ୍ସି, ରୋହିତ ପି., ପ୍ରଦୀପ ନାଇଡ଼ୁ, ଜୟନ୍ତ କୁମାର ସିଂ, ଆର. ମୈୟାପାନ, ଧର୍ମେନ୍ଦ୍ର ଚୌଧୁରୀ ପ୍ରମୁଖ ଯୋଗ ଦେଇଥିଲେ |

ମହୋଦଧି ଦିବସ ର ଦ୍ଵିତୀୟ ଦିନ :-

ସକାଳ ୭ ଟା ରେ ଖେଳାଳୀ ମାନେ ଯୋଗ ଦେଇଥିଲେ | ସ୍ପୋର୍ଟ୍ସ ଏରିନା ରେ ଖେଳାଳିମାନେ ଓ ସ୍ୱଚ୍ଛାସେବୀମାନେ ଡାନ୍ସ ଫିଟନେସ ରେ ଯୋଗଦେଇଥିଲେ | ସମୁଦ୍ର ଜଳ ରେ ଖେଳାଳିମାନେ ବିଭିନ୍ନ ଖେଳ ପ୍ରତିଯୋଗିତା ରେ ଯୋଗ ଦେଇଥିଲେ | ସ୍ଥାନୀୟ କ୍ରୀଡା କ୍ଲବ ପକ୍ଷ ରୁ ଥ୍ରୋ ବଲ, ଭଲିବଲ, ମାଲଖମ୍ବ ଅନୁଷ୍ଠିତ ହୋଇଥିଲା | ଇଣ୍ଡୋ -ଶ୍ରୀଲଙ୍କା ବିଚ ସ୍ପ୍ରିଣ୍ଟ ଖେଳ ହୋଇଥିଲା |

ସନ୍ଧ୍ୟା ୬ ଟା ରେ ଗଦି କୁସ୍ତି କୁ ଦର୍ଶକ ଉପଭୋଗ କରିଥିଲେ | ଦିବ୍ୟାଙ୍ଗ ବ୍ୟକ୍ତି ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଚିତ୍ରଶିଳ୍ପୀ ଦୁର୍ଗା ମାଧବ କର ଙ୍କ ନିର୍ଦଶନା ରେ ଆର୍ଟ ଗ୍ୟାଲେରୀ ରେ ଶିଳ୍ପୀମାନେ ସୁନ୍ଦର ଚିତ୍ର ଆଙ୍କୁଥିବା ଦୃଶ୍ୟ ପାର୍ଯ୍ୟଟକ ଙ୍କୁ ଆକୃଷ୍ଟ କରିଥିଲା | ପ୍ରତିଦିନ ସନ୍ଧ୍ୟା ରେ ପ୍ରାୟ ୫ହଜାର ରୁ ଉର୍ଦ୍ଧ ଦର୍ଶକ ଏହାକୁ ଉପଭୋଗ କରୁଛନ୍ତି |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

August 8, 2026
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

August 7, 2026
ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

August 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

August 8, 2026
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version