• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଦାଶିବ ସ୍ମାରକୀ ମେମୋରିଆଲ କ୍ରିକେଟ କପ୍ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
December 16, 2024
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
ସଦାଶିବ ସ୍ମାରକୀ ମେମୋରିଆଲ କ୍ରିକେଟ କପ୍ ଉଦଯାପିତ
Share on FacebookShare on TwitterWhatsapp

 ଏମ୍.ଏମ୍.ସି.ସି.ସମ୍ବଲପୁର ଚମ୍ପିଅନ 

୧୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭାପୁର :- ନୟାଗଡ ଜିଲ୍ଲା ଭାପୁର ବ୍ଲକ ଫତେଗଡ ଗ୍ରାମର ନାଲିସାଗର ଖେଳପଡ଼ିଆରେ ରବିବାର ଦିନ ଫତେଗଡ଼ ଯୁବକ ସଙ୍ଘ ଦ୍ୱାରା ଆୟୋଜିତ ସର୍ବଭାରତୀୟ ୧୫ ତମ ସଦାଶିବ ସ୍ମାରକୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ଏମ୍.ଏମ୍.ସି.ସି. ସମ୍ବଲପୁର ଟିମ ଚାମ୍ପିୟନ ହୋଇଛି । ଏହି ଫାଇନାଲ ଖେଳରେ ନାଗସିପ୍ ଚମ୍ପିୟାନ,ଭାଇଜାଗ ଟିମ୍ ପ୍ରଥମେ ଟସ୍ ଜିତି ବ୍ୟାଟିଂର ନିଷ୍ପତି ନେଇ ୧୮.୨ ଓଭରରେ ସମସ୍ତ ୱିକେଟ ହରାଇ ୧୪୭ ରନ୍ କରିଥିଲା ଜବାବରେ ଏମ୍.ଏମ୍.ସି.ସି. ସମ୍ବଲପୁର ଟିମ୍ ୩ ୱିକେଟ ବିନିମୟରେ ମାତ୍ର ୧୨.୨ ଓଭର ରେ ୧୫୧ ରନ୍ କରି ଆକ୍ରମଣlତ୍ମକବ୍ୟାଟିଂ କରି ୭ ୱିକେଟରେ ସଦାଶିବ ସ୍ମାରକୀ କ୍ରିକେଟ କପକୁ କରାୟତ କରିନେଇଥିଲା ।

ବିଜୟୀ ଦଳର ଅରୁଣ ଚପ୍ରାନା ୨୨ବଳରୁ ୩୩ରନ ଓ ୨ ୱିକେଟଅକ୍ତିଆର କରି ମ୍ୟାନ ଅଫ ଦି ମ୍ୟାଚ୍ ବିବେଚିତ ହୋଇଥିବା ବେଳେ ଭାଇଜାଗ ଦଳର ସାନଵୋଇନ ତରୁଣଙ୍କୁ ମ୍ୟାଚର ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ କରାଯାଇଥିଲା  ।  ଏହି କ୍ରିକେଟ ମହାକୁମ୍ଭ ମେଳାରେ ଜଟଣୀର ପୂର୍ବତନ ବିଧାୟକ ସୁରେଶ କୁମାର ରାଉତରାୟ,ନୟାଗଡ ବିଧାୟକ ଅରୁଣ କୁମାର ସାହୁ, ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ କୁମାର ବେହେରା, ବୋଲଗଡ଼ -ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ,ରଣପୁର ପୂର୍ବତନ ବିଧାୟକ ସତ୍ୟ ନାରାୟଣ ପ୍ରଧାନ , ନୟାଗଡ଼ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ,ଖଣ୍ଡପଡା ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ.

ସମାଜସେବୀ ଶୁଶାନ୍ତ ମିଶ୍ର,,ରାଜ୍ୟର ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ, ନାଟ୍ୟ ଜଗତର ଖଳନାୟକ ଦଇତାରୀ ପଣ୍ଡା, ଜଗା ପଣ୍ଡା,ଓଡ଼ିଆ ଚଳଚ୍ଚିତ୍ର ଜଗତର ଅଭିନେତା ସୁଭାସିସ୍ ମିଶ୍ର,ଅଭିନେତ୍ରୀ ଲିପି ମହାପାତ୍ର, ଭାପୁର ବ୍ଲକ ଉପାଧ୍ୟାକ୍ଷ ବେଣୁଧର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ । ଅତିଥିମାନଙ୍କ ଠାରୁ ଚମ୍ପିୟାନ ସମ୍ବଲପୁର ଦଳ ୧.୫ ଲକ୍ଷ ଟଙ୍କା ସହିତ ଟ୍ରଫି ଏବଂ ଭାଇଯାଗ ରନର୍ସ ଅଫ ଦଳକୁ ୧ ଲକ୍ଷ ଟଙ୍କା ସହିତ ଟ୍ରଫି ପ୍ରଦାନ କରାଯାଇଥିଲା ।
ଏହି କ୍ରିକେଟ ମ୍ୟାଚରେ ଭାଷ୍ୟକାର ଭାବେ ବୁବୁ ସିଂହ୍ନl, ଜନ୍ମେଜୟ ଦଳାଇ,ସ୍କୋରର ଭାବେ ପବିତ୍ର କୁମାର ସାହୁ ଓ ଦୁର୍ଗା ପ୍ରସାଦ ପଟ୍ଟନାୟକ ଏବଂ ଆଶୁତୋଷ ପାଣି ଖେଳ ପରିଚାଳନା କରିଥିଲେ l ଆଜିର ଏହି ସର୍ବ ଭାରତୀୟ ଫାଇନାଲ କ୍ରିକେଟ ମ୍ୟାଚକୁ ଦେଖିବା ପାଇଁ ୨୦ହଜାରରୁ ଉର୍ଦ୍ଧ କ୍ରୀଡ଼ାପ୍ରେମୀଙ୍କ ସମାଗମ ଦେଖିବାକୁ ମିଳିଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version